Home Bibles ଲୂକଲିଖିତ ସୁସମାଚାର 6:32 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 6:32 · ଓଡ଼ିଆ ବାଇବେଲ

ଯେଉଁମାନେ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି, ତୁମ୍ଭମାନେେ ଯଦି କବଳେ ସହେି ଲୋକମାନଙ୍କୁ ପ୍ ରମେ କରୁଛ, ତବେେ ତୁମ୍ଭମାନେେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ଯ? କାରଣ ପାପୀମାନେ ମାଧ୍ଯ ସହେିମାନଙ୍କୁ ପ୍ ରମେ କରନ୍ତି, ଯେଉଁମାନେ ସମାନଙ୍କେୁ ପ୍ ରମେ କରନ୍ତି।

Cross references

ମାଥିଉଲିଖିତ ସୁସମାଚାର 5:46

ଯେଉଁମାନେ ତୁମ୍ଭକୁ ପ୍ ରମେ କରୁଛନ୍ତି, ତୁମ୍ଭେ ଯଦି କବଳେ ସହେିମାନଙ୍କୁ ପ୍ ରମେ କରିବ ତବେେ ତୁମ୍ଭମାନେେ କୌଣସି ପୁରସ୍କାର ପାଇବନାହିଁ? ଏପରିକି କରଆଦାୟକାରୀ ମାନେ ମଧ୍ଯ ଏହା କରନ୍ତି?

ପିତରଙ୍କ ପ୍ରଥମ ପତ୍ 2:19

ଜଣେ ଲୋକ ଭୁଲ ନ କରିଥିଲେ ମଧ୍ଯ ସେ ଦୁଃଖ ପାଇ ପା ରେ। ଯଦି ସେ ଲୋକ ପରମେଶ୍ବରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା ହେଲେ ପରମେଶ୍ବର ପ୍ରସନ୍ନ ହୁଅନ୍ତି।

Interlinear

Choose Theme