Home Bibles ଲୂକଲିଖିତ ସୁସମାଚାର 6:34 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 6:34 · ଓଡ଼ିଆ ବାଇବେଲ

ଯେଉଁମାନଙ୍କଠାରୁ ଫରେି ପାଇବାର ଆଶା ଥିବ, ତୁମ୍ଭମାନେେ ଯଦି କବଳେ ସହେିମାନଙ୍କୁ ଟଙ୍କା ଧାର ଦିଅ, ତବେେ ତୁମ୍ଭମାନେେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ଯ? କାରଣ ପାପୀମାନେ ମଧ୍ଯ ଟଙ୍କା ଫରେିପାଇବା ଆଶା ରେ ଅନ୍ୟ ପାପୀମାନଙ୍କୁ ଟଙ୍କା ଧାର ଦିଅନ୍ତି।

Cross references

ଦିତୀୟ ବିବରଣ 15:8

ତୁମ୍ଭେ ସମାନଙ୍କେ ପ୍ରତି କୃପା ଦୃଷ୍ଟି ରଖିବ, ତାହାର ପ୍ରୟୋଜନ ଅନକ୍ସ୍ଟସା ରେ ତୁମ୍ଭେ ତାଙ୍କୁ ୟଥେଷ୍ଟ ରୂପେ ଋଣ ଦବେ।

ମାଥିଉଲିଖିତ ସୁସମାଚାର 5:42

ଯଦି କହେି ତୁମ୍ଭକୁ କିଛି ମାଗେ, ତବେେ ତାହା ତାହାକୁ ଦିଅ। କହେି ଯଦି ତୁମ୍ଭଠାରୁ ଧାର ନବୋକୁ ଇଚ୍ଛାକରେ, ତବେେ ତା ହକେୁ ମନା କରନାହିଁ।

ଲୂକଲିଖିତ ସୁସମାଚାର 6:35

ତାନ ନିଜ ଶତୃକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫରେି ପାଇବାର କୌଣସି ଆଶା ନରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ ହବେ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ଯ ଦୟଶୀଳ ଅଟନ୍ତି।

ଲୂକଲିଖିତ ସୁସମାଚାର 14:12

ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, ତୁମ୍ଭେ କାହାରିକୁ ଦିନ ରେ ବା ରାତି ରେ ଖାଇବାକୁ ନିମନ୍ତ୍ରଣ କଲୋ ବେଳେ କବଳେ ତୁମ୍ଭର ଭାଇ ବନ୍ଧୁ କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡିକ ନାହିଁ। କାରଣ ଅନ୍ୟ ବେଳେ ସମାନେେ ମଧ୍ଯ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତବେେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇୟିବ।

Interlinear

Choose Theme