Home Bibles ଲୂକଲିଖିତ ସୁସମାଚାର 6:42 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 6:42 · ଓଡ଼ିଆ ବାଇବେଲ

ତୁମ୍ଭେ ଯେତବେେଳେ ନିଜ ଆଖି ରେ ପଡିଥିବା ବଡ କାଠ ଖଣ୍ଡିକ ଦେଖି ପାରୁନାହିଁ, ସେତବେେଳେ ନିଜ ଭାଇକୁ କିପରି କହି ପାରିବ: 'ଭାଇ, ଆସ ତୁମ୍ଭ ଆଖି ରେ ପଡିଥିବା େଛାଟ ଗୁଣ୍ଡଟି ବାହାର କରି ଦବେି'। ଆ ରେ କପଟୀ! ଆଗ ନିଜ ଆଖି ରେ ପଡିଥିବା କାଠ ଗୁଣ୍ଡଟି ବାହାର କରିଦିଅ, ତାହାହେଲେ ତୁମ୍ଭେ ସ୍ପଷ୍ଟ ଦେଖିପାରିବ ଓ ଭାଇର ଆଖି ରେ ପଡିଥିବା େଛାଟ ଗୁଣ୍ଡଟି ବାହାର କରି ପାରିବ।

Cross references

ଗୀତସଂହିତା 50:16

ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ।

ଗୀତସଂହିତା 51:9

ମାରେ ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। ମାରେ ପାପ ସବୁ ପୋଛିଦିଅ।

ହିତୋପଦେଶ 18:17

ଯେଉଁ ଲୋକ ପ୍ରଥମେ ଆପଣା ଘଟଣା ଉପସ୍ଥାପନା କରେ ଓ ବିବାଦ ଜଣାଏ, ସେ ଧାର୍ମିକ। ଯେପର୍ୟ୍ଯନ୍ତ ସେ ଅନ୍ୟ ଲୋକ ଦ୍ବାରା ପରୀକ୍ଷା ହାଇେ ନାହିଁ।

ମାଥିଉଲିଖିତ ସୁସମାଚାର 6:22

ଆଖି ଶରୀର ପାଇଁ ଆଲୋକ ସ୍ବରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତବେେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହବେ।

ମାଥିଉଲିଖିତ ସୁସମାଚାର 23:13

ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।

ମାଥିଉଲିଖିତ ସୁସମାଚାର 26:75

ଏବେ ପିତରଙ୍କର, ଯୀଶୁ କହିଥିବା କଥା ମନେ ପଡ଼ିଲା। ଯୀଶୁ କହିଥିଲେ, କୁକୁଡ଼ା ଡ଼ାକିବା ପୂର୍ବରୁ ତୁମ୍ଭେ ମାେତେ ଜାଣିନାହଁ ବୋଲି ତିନିଥର ଅସ୍ବୀକାର କରିବ। ପିତର ବାହାରକୁ ବାହାରିଯାଇ ବ୍ଯାକୁଳ ହାଇେ କାନ୍ଦିବାକୁ ଲାଗିଲେ।

ଲୂକଲିଖିତ ସୁସମାଚାର 13:15

ପ୍ରଭୁ ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ କପଟୀ। ତୁମ୍ଭମାନେେ ପ୍ରତିଦିନ ଏପରିକି ବିଶ୍ରାମବାର ରେ ମଧ୍ଯ ତୁମ୍ଭମାନଙ୍କର କାମ କରୁଥିବା ପଶୁଙ୍କୁ ଖାଲିେ ପାଣି ପିଆଇଥାଅ।

ଲୂକଲିଖିତ ସୁସମାଚାର 22:32

ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:38

ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:21

ପରମେଶ୍ବରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମ ରେ ଭାଗ ନଇେ ପାରିବ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:9

ସେ ତିନି ଦିନ ପର୍ୟ୍ଯନ୍ତ କିଛି ଦେଖି ପାରିଲେ ନାହିଁ ଓ କିଛି ଖିଆପିଆ ମଧ୍ଯ କଲେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:10

ତୁମ୍ଭେ ସବୁ ପ୍ରକାର ମନ୍ଦ କାର୍ୟ୍ଯ ଓ ମିଥ୍ଯା ରେ ପରିପୂର୍ଣ୍ଣ ଅଟ। ତୁମ୍ଭେ ସର୍ବଦା ପ୍ରଭୁଙ୍କ ସତ୍ଯକୁ ମିଥ୍ଯା ରେ ପରିଣତ କରିବାକୁ ଚେ଼ଷ୍ଟା କରିଥାଅ।

ରୋମୀୟଙ୍କ ପ୍ରତି ପତ୍ର 2:1

ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭମାନେେ ଅନ୍ୟ ଲୋକଙ୍କର ନ୍ଯାୟବିଚ଼ାର କରି ପାରିବ ତା ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭମାନେେ ନିଜେ ମଧ୍ଯ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ଯାୟ ବିଚ଼ାର କରୁଛ, ହେଲେ ତୁମ୍ଭେ ମଧ୍ଯ ସମାନଙ୍କେ ପରି ମନ୍ଦ କାମ କରୁଛ। ଅତଏବ ଯେତବେେଳେ ତୁମ୍ଭେ ସମାନଙ୍କେର ନ୍ଯାୟବିଚ଼ାର କରୁଛ, ସେତବେେଳେ ପ୍ରକୃତ ରେ ନିଜକୁ ଅପରାଧୀ ବୋଲି ନ୍ଯାୟ ବିଗ୍ଭର କରୁଛ।

ରୋମୀୟଙ୍କ ପ୍ରତି ପତ୍ର 2:21

ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଚେ଼ାରୀକରନାହିଁ। କିନ୍ତୁ ତୁମ୍ଭେ ନିଜେ ଚେ଼ାରୀ କରୁଛ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:18

ଏହି ସବୁ ବିଷୟ ପରମେଶ୍ବରଙ୍କ ଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ବରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାଯିତ୍ବ ଆମ୍ଭମାନଙ୍କୁ ଦଇେଛନ୍ତି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:10

ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଗହଣ ରେ ରହିଥିଲା ବେଳେ, ଆମ୍ଭମାନେେ ପବିତ୍ର, ଧାର୍ମିକ ଓ ତ୍ରୁଟି ରହିତ ଜୀବନଯାପନ କରିଥିଲୁ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:21

ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା ହେଲେ ସେ ମୂଲ୍ଯବାନ କାମ ପାଇଁ ବିଶଷେ ଉପଯୋଗୀ ହବେ। ସେ ଲୋକ ପବିତ୍ର ହବେ। ମୁନିବ ତାହାକୁ ବ୍ଯବହାର କରିପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।

ଫିଲୀମୋନଙ୍କ ପ୍ରତି ପତ୍ର 1:10

ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବଦନେ କରୁଛି। ମୁଁ ବନ୍ଦୀ ଗୃହ ରେ ଥିଲା ବେଳେ ସେ ମାରେ ସନ୍ତାନ ହାଇେଥିଲା।

ପିତରଙ୍କ ଦିତୀୟ ପତ୍ର 1:9

ଯଦି କୌଣସି ଲୋକଠା ରେ ଏଗୁଡ଼ିକ ନାହିଁ, ତା ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:17

ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତ ରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ।

Interlinear

Choose Theme