Home Bibles ☰ Books ଲୂକଲିଖିତ ସୁସମାଚାର 6:44 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 6:44 · ଓଡ଼ିଆ ବାଇବେଲ

ପ୍ରେତ୍ୟକକ ଗଛ ତା'ର ଫଳ ଦ୍ବରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷା କୋଳି ପାଆନ୍ତି ନାହିଁ।

Cross references

ମାଥିଉଲିଖିତ ସୁସମାଚାର 12:33

ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ବାରା ଗଛଟିକୁ ଚିହ୍ନି ହୁଏ।

ଗାଲାତୀୟଙ୍କ ପ୍ରତି ପତ୍ର 5:19

ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,

ତୀତସଙ୍କ ପ୍ରତି ପତ୍ର 2:11

ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।

ଯାକୁବଙ୍କ ପତ୍ 3:12

ମାେ ଭାଇ ଓ ଭଉଣୀମାନେ, ଡ଼ିମ୍ବିରି ଗଛ ରେ କ'ଣ ଜିତ ଫଳ ଫଳେ ? ନା ! ଦ୍ରାକ୍ଷାଲତା କ'ଣ ଡ଼ିମ୍ବିରି ଉତ୍ପନ୍ନ କରିପା ରେ ? ନା ! ଗୋଟିଏ ଲୁଣିଆ ପାଣିର କୂଅ କବେେ ମିଠା ପାଣି ଦଇପୋ ରେ ନାହିଁ।

ଯିହୂଦାଙ୍କ ପତ୍ର 1:12

ଏମାନେ ତୁମ୍ଭମାନଙ୍କର ପ୍ ରମେି ଭୋଜିର କଳଙ୍କ ପରି। ସମାନେେ ନିର୍ଭୟ ରେ ତୁମ୍ଭ ସହିତ ଭୋଜନ କରନ୍ତି। ସମାନେେ କବଳେ ନିଜର ଯତ୍ନ ନିଅନ୍ତି। ସମାନେେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ବାରା ସମାନେେ ଚାରିଆଡ଼େ ଉଡ଼ନ୍ତି। ସମାନେେ ହମେନ୍ତ କାଳ ରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସମାନଙ୍କେର ଦୁଇ ଥର ମୃତ୍ଯୁ ହୁଏ।

Interlinear

Choose Theme