ସେ ସମୟରେ କଫର୍ନାହୂମ ରେ ଜଣେ ଶତ ସନୋପତି ଥିଲେ। ତାହାଙ୍କର ଗୋଟିଏ ଚାକର ଏତେ ବମାରେ ଥିଲା ଯେ ସେ ପ୍ରାୟ ମରିୟିବା ଅବସ୍ଥା ରେ ଥିଲା। ଶତ ସନୋପତି ଚାକରଟିକୁ ଖୁବ୍ ଭଲ ପାଉଥିଲେ।
Cross references
ଅବ୍ରହାମଙ୍କର ପୁରୁଣା ଚାକର ଅବ୍ରହାମଙ୍କର ପ୍ରେତ୍ୟକକ ଦ୍ରବ୍ଯର ଦାଯିତ୍ବ ରେ ଥିଲା। ଅବ୍ରହାମ ତାଙ୍କୁ ଡାକିଲେ ଏବଂ କହିଲେ, ମାରେ ଜଙ୍ଘତଳେ ତୁମ୍ଭର ହସ୍ତ ଦିଅ ଏବଂ ପ୍ରତିଜ୍ଞା କର।
ସହେି ଦାସଜଣଙ୍କ କହିଲା, ମାରେ କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ବର ଧନ୍ଯ ହୁଅନ୍ତୁ। ୟ ହତେୁ ସଦାପ୍ରଭୁ ମାରେ କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ଓ ସତ୍ଯାଚରଣ କରିବାରୁ ନିବୃତ୍ତ ହାଇେ ନାହାଁନ୍ତି। ସଦାପ୍ରଭୁ ମାେ କର୍ତ୍ତାଙ୍କର ସମ୍ବନ୍ଧୀଯଙ୍କ ଗୃହକୁ କଢ଼ାଇ ନେଲେ।
ସଦାପ୍ରଭୁ ମାରେ ପ୍ରଭୁଙ୍କୁ ସବୁ କ୍ଷେତ୍ର ରେ ଅତିଶଯ ଆଶୀର୍ବାଦ କରିଛନ୍ତି। ତେଣୁ ସେ ବଡ଼ ଲୋକ ହାଇେଛନ୍ତି। ଆଉ ସଦାପ୍ରଭୁ ତାହାଙ୍କୁ ପଲ ପଲ ଗୋରୁ, ମଷେ, ମୁନା, ରୂପା, ଦାସଦାସୀ, ଓଟ ଓ ଗଧ ଦଇେଛନ୍ତି।
ସହେି ସ୍ଥାନ ରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ଯୁ ହେଲା ଏବଂ ତାକୁ ବୈଥଲରେ ଅଧଃସ୍ଥିତ ଆଲୋନ ବୃକ୍ଷମୂଳେ କବର ଦିଆଗଲା। ତେଣୁ ସହେି ସ୍ଥାନର ନାମ ଆଲୋନ-ବାଖୁତ୍ ହେଲା।
ପୋଟୀଫର ଯୋଷଫେକୁ ପାଇ ବହୁତ ଖୁସି ହେଲେ। ସେ ଯୋଷଫେକୁ ଆପଣାର ଗୃହାଧ୍ଯକ୍ଷ କରି ତାଙ୍କର ରସ୍ତ ରେ ସର୍ବସ୍ବ ସମର୍ପଣ କଲେ।
ଅରାମୀଯମାନେ ସୈନ୍ଯଦଳ ଦ୍ବାରା ଇଶ୍ରାୟେଲ ବିରୁଦ୍ଧ ରେ ଲଢୁଥିଲେ। ସମାନେେ ସମାନଙ୍କେର ଦାସ କରିବାକୁ ଇଶ୍ରାୟେଲରୁ ଘନେି ଆସୁଥିଲେ। ଏକ ସମୟରେ ସମାନେେ ଗୋଟିଏ େଛାଟ ବାଳିକା ନଇେ ଆସିଥିଲେ। ସହେି ବାଳିକାଟି ନାମାନ୍ ଭାର୍ୟ୍ଯାର ଦାସୀ ହେଲା।
ମଁ କବେେ ମିଥ୍ଯା କହି ନାହିଁ କି ଲୋକଙ୍କୁ ଠକି ନାହିଁ।
ଯଦି ତୁମ୍ଭେ ତୁମ୍ଭ ସବେକକୁ ତା'ର ବାଲ୍ଯକାଳରୁ ଅଧିକ ପ୍ରଶ୍ରଯ ଦିଅ, ସେ ଜିଦ୍ଖୋର୍ ସବେକ ହାଇଯେିବ।
ରୋମୀୟ ସନୋଧ୍ଯକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ଯମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସମାନେେ ବହୁତ ଭୟ କଲେ ଓ ସମାନେେ କହିଲେ, ସେ ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ଥିଲେ।
ଯାଈରସଙ୍କର ଗୋଟିଏ ବୋଲି ଝିଅ ଥିଲା। ତାହାକୁ ବାର ବର୍ଷ ବୟସ ହାଇେଥିଲା। ସେ ମରିୟିବା ଅବସ୍ଥା ରେ ପଡିଥିଲା। ଯୀଶୁ ଯେତବେେଳେ ଯାଈରସର ଘରକୁ ଯାଉଥିଲେ, ସେତବେେଳେ ବହୁ ସଂଖ୍ଯା ରେ ଲୋକ ତାହାଙ୍କ ଘର ଚାରିପାଖକୁ ଆସିଗଲେ।
ସନୋଧ୍ଯକ୍ଷ ସଠାେରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ବରଙ୍କୁ ପ୍ରଶଂସା କଲେ, ମୁଁ ଜାଣେ ଯେ, ଏହି ମନୁଷ୍ଯ ଜଣେ ଉତ୍ତମ ବ୍ଯକ୍ତି ଥିଲେ!
ଯୀଶୁ ଗାଲୀଲର କାନା ନଗରକୁ ପୁଣି ଥରେ ଗଲେ। କାନ୍ନା ରେ ସେ ଜଳକୁ ଦ୍ରାକ୍ଷାରସ ରେ ପରିଣତ କରିଥିଲେ। ରାଜାଙ୍କର ଜଣେ ମୁଖ୍ଯକର୍ମଚାରୀ କଫର୍ନାହୂମ ନଗର ରେ ବାସ କରୁଥିଲେ। ଏହି ବ୍ଯକ୍ତିଙ୍କର ପୁତ୍ର ଅସୁସ୍ଥ ଥିଲା।
ସହେି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦ ରେ ଅତି ମୂଲ୍ଯବାନ ଅତର ଢାଳି ନିଜ କେଶ ରେ ପାଦ ପୋଛି ଦଇେଥିଲେ। ସମାନଙ୍କେର ଭାଇ ଲାଜାର ଅସୁସ୍ଥ ଥିଲେ।
କାଇସରୀଆ ନଗର ରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ଯବାହିନୀର ଏକ ବିଭାଗ ରେ ପଦାଧିକାରୀ ଥିଲେ।
ଏହା କହି ସ୍ବର୍ଗଦୂତ ଚ଼ାଲିଗଲେ। ଏହାପରେ କର୍ଣ୍ଣୀଲିୟ ନିଜର ବ୍ଯକ୍ତିଗତ ସହକାରୀ ମଧ୍ଯରୁ ତାହାଙ୍କର ଦୁଇଜଣ ସବେକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ।
ଏ କଥା ଅଧିକାରୀ ଶୁଣି ସନୋଧ୍ଯକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, ତୁମ୍ଭେ ଜାଣ, ତୁମ୍ଭେ କଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?
ତା'ପରେ ପାଉଲ ଜଣେ ସନୋ ଅଧିକାରୀଙ୍କୁ ଡ଼ାକି କହିଲେ, ଏହି ୟୁବକକୁ ସନୋଧ୍ଯକ୍ଷଙ୍କ ନିକଟକୁ ନଇଯାେଅ। ତା'ର ତାହାଙ୍କୁ କିଛି କହିବାର ଅଛି।
ଇତାଲିଆକୁ ଜାହାଜା ରେ ଯାତ୍ରା କରିବା ପାଇଁ ସ୍ଥିର ହବୋରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାଯିତ୍ବ ୟୂଲିଅ ନାମକ ଶତ ସନୋପତିଙ୍କ ହସ୍ତ ରେ ଅର୍ପଣ କରାଗଲା। ସହେି ୟୂଲିଅ ସମ୍ରାଟଙ୍କର ସନୋବାହିନୀ ରେ ଚ଼ାକିରୀ କରୁଥିଲେ। ଆମ୍ଭମାନେେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜ ରେ ଉଠିଲୁ।
ତହିଁ ଆରଦିନ ଆମ୍ଭେ ସୀଦୋନ ରେ ପହଞ୍ଚିଲୁ। ୟୁଲିଅ ପାଉଲଙ୍କ ପ୍ରତି ଦୟା ଦେଖଇେ ତାହାଙ୍କୁ ତାହାଙ୍କର ବନ୍ଧୁମାନଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ଦେଲେ। ପାଉଲଙ୍କ ବନ୍ଧୁମାନେ ତାହାଙ୍କର ଆବଶ୍ଯକତା ପୂର୍ଣ୍ଣ କଲେ।
କିନ୍ତୁ ସନୋ ଅଧିକାରୀ ୟୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଚାହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦବୋ ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡ଼ଇେଁ ପଡ଼ି ପହଁରି ପହଁରି କୂଳକୁ ୟିବା ପାଇଁ ଆଦେଶ ଦେଲେ।
ସବେକଗଣ ! ଏହି ପୃଥିବୀ ରେ ପ୍ରେତ୍ୟକକ କଥା ରେ ନିଜର ମାଲିକମାନଙ୍କ ଆଜ୍ଞା ପାଳନ କର। ଯେତବେେଳେ ମାଲିକ ଦେଖୁ ନାହାଁନ୍ତି, ସେତବେେଳେ ମଧ୍ଯ ଓ ସର୍ବଦା ତାହାଙ୍କ ଆଜ୍ଞା ପାଳନ କର। ଏପରି କରିବା ଦ୍ବାରା ତୁମ୍ଭମାନେେ ପ୍ରକୃତ ରେ ମନୁଷ୍ଯକୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁ ନାହଁ, ବରଂ ପ୍ରଭୁଙ୍କୁ ସମ୍ମାନ ଦେଉଥିବାରୁ, ତୁମ୍ଭମାନେେ ନିଷ୍ଠାପର ସହିତ ଆଜ୍ଞା ପାଳନ କର।