ସହେି ସମୟରେ ଯୀଶୁ ଅନକେ ଲୋକଙ୍କୁ ସମାନଙ୍କେ ରୋଗରୁ ସୁସ୍ଥ, ବଦନୋ ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନକେ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ।
Cross references
ଗୃହ ପୁନଃନିର୍ମାଣ ଓ ପୁନଃଲପନେ ଶଷେ ହେଲା ପରେ, ଯାଜକ ସହେି ଗୃହକୁ ଆସିବ ଓ ଦେଖିବ। ଯଦି ଦାଗ ବୃଦ୍ଧି ନ ପାଇଥାଏ, ତବେେ ସେ ତାହା ଶୁଚି ବୋଲି ଘାଷେଣା କରିବ। କାରଣ ଦାଗ ଉଭଇେ ଯାଉଛି।
ଯବେେ ଦେଶ ରେ ଦୁର୍ଭିକ୍ଷ ହୁଏ, ଯବେେ ମହାମାରୀ ହୁଏ, ଶସ୍ଯ ସବୁ ନଷ୍ଟ ହୁଏ, ପଙ୍ଗପାଳ ଓ କୀଟ ଦ୍ବାରା ନଷ୍ଟ ହୁଏ, ଶତୃମାନଙ୍କଦ୍ବାରା ନଗର ସମୂହ ଆକ୍ରମିତ ହାଇେ ଅବରୁଦ୍ଧ ହୁଏ ଓ ଯବେେ ତୁମ୍ଭର ଲୋକେ ରୋଗାକ୍ରାନ୍ତ ହୁଅନ୍ତି।
ହେ ପରମେଶ୍ବର, ତୁମ୍ଭ କୋର୍ଧରେ ଆମ୍ଭମାନେେ କ୍ଷଯ ହେଉ। ପୁଣି ତୁମ୍ଭ କୋର୍ଧ ଆମ୍ଭଙ୍କୁ ଭୟଭୀତ କରେ।
ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।
ଯୀଶୁ ଅନକେ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡକୁ ମାଡି ଆସୁଥିଲେ।
ସେ ଯୀଶୁଙ୍କ ବସ୍ତ୍ର ଛୁଇଁବା ମାତ୍ ରେ ତାର ରକ୍ତସ୍ରାବ ବନ୍ଦ ହାଇଗେଲା ଓ ତାର ଶରୀର ରେ ରୋଗ ଭଲ ହାଇଗେଲା ବୋଲି ସେ ଅନୁଭବ କଲା।
ଯୀଶୁ ତାକୁ କହିଲେ, ଆଗୋ ନାରୀ; ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ଶାନ୍ତି ରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।
ସେଥିପାଇଁ ତୁମ୍ଭମାନଙ୍କ ମଧିଅରେ ଅନକେ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନକେ ମୃତ ହେଲଣେି।
ପ୍ରଭୁ ଭଲ ପାଉଥିବା ପ୍ରେତ୍ୟକକ ଲୋକକୁ ଦଣ୍ଡ ଦିଅନ୍ତି, ଓ ପୁତ୍ର ଭାବରେ ମାନିଥିବା ପ୍ରେତ୍ୟକକ ଲୋକକୁ ସେ ଶାସ୍ତି ଦିଅନ୍ତି। ହିତାପଦେେଶ 3:11-12
ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।