Home Bibles ☰ Books ଲୂକଲିଖିତ ସୁସମାଚାର 7:47 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 7:47 · ଓଡ଼ିଆ ବାଇବେଲ

ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା'ର ଆନକେ ପାପ କ୍ଷମା କରିଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ ରମେ ଦଖାଇେଛି। ଯେଉଁ ଲୋକ କ୍ଷମା ପାଇବାପାଇଁ କମ୍ ଆବଶ୍ଯକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ ରମେ ଅନୁଭବ କରିଥାଏ।

Cross references

ଯାତ୍ରା ପୁସ୍ତକ 34:6

ସଦାପ୍ରଭୁ ମାଶାଙ୍କେ ସମ୍ମୁଖକୁ ଆସି ଏହା ଘାଷେଣା କଲେ। ୟି ହାବୋ, ୟି ହାବୋ ଦୟାଶୀଳ ପରମେଶ୍ବର, ସେ କୋରଧ ରେ ଧିର। ସେ ଦୟାଳୁ ଓ ସତ୍ଯତା ରେ ପରିପୂର୍ଣ୍ଣ।

ଯିଶାଇୟ 1:18

ସଦାପ୍ରଭୁ ପୁଣି କୁହନ୍ତି, ଆସ, ମାେ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁର ବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହବେ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ବଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମଷେ ଲୋମ ସଦୃଶ ଶୁଭ୍ର ହବେ।

ଯିଶାଇୟ 55:7

ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।

ଯିହିଜିକଲ 16:63

ତୁମ୍ଭେ ଯାହାସବୁ କରିଅଛ, ଯେତବେେଳେ ମୁଁ ସେସବୁକୁ ସଂ ଶାଧେନ କରି ଦବେି। ସେତବେେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହବେ ଓ ନିଜ ଅପମାନ ହତେୁ ଆଉ କବେେ ଆପଣା ମୁଖ ଫିଟାଇବ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।

ଯିହିଜିକଲ 36:29

ପରମେଶ୍ବର କହିଲେ, ଆଉ ମୁଁ ତୁମ୍ଭମାନଙ୍କୁ ସକଳ ଅ େଶୗଚରୁ ପରିତ୍ରାଣ କରିବି ଓ ମୁଁ ଶସ୍ଯକୁ ଆହ୍ବାନ କରି ଉତ୍ପାଦନ ବୃଦ୍ଧି କରିବି। ତୁମ୍ଭମାନଙ୍କ ଉପ ରେ ଦୁର୍ଭିକ୍ଷ ଆଣିବି ନାହିଁ।

ମୀଖା 7:19

ସେ ପୁନର୍ବାର ଫରେିବେ ଓ ଆମ୍ଭମାନଙ୍କୁ କୃପା କରିବେ। ସେ ଆମ୍ଭମାନଙ୍କର ସମସ୍ତ ଅପରାଧକୁ ପଦ ରେ ଦଳି ଦବେେ ଓ ସମସ୍ତ ପାପକୁ ଅତଳ ସମୁଦ୍ର ରେ ନଇେ ନିକ୍ଷପେ କରିବେ।

ମାଥିଉଲିଖିତ ସୁସମାଚାର 10:37

ଯେଉଁ ଲୋକ ମାେ ଅପେକ୍ଷା ତା ବାପା ମାଆଙ୍କୁ ଅଧ୍କ ଭଲ ପାଏ, ତବେେ ସେ ମାରେ ଅନୁଗାମୀ ହବୋର ଯୋଗ୍ଯ ନୁହେଁ। ଯେଉଁ ଲୋକ ମାେ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମାରେ ଅନୁଗାମୀ ହବୋର ଯୋଗ୍ଯ ନୁହେଁ।

ଲୂକଲିଖିତ ସୁସମାଚାର 5:20

ସହେି ଲୋକମାନଙ୍କର ବିଶ୍ବାସ ଦେଖି ଯୀଶୁ ସହେି ରୋଗୀଟିକୁ କହିଲେ, ବନ୍ଧୁ! ତୁମ୍ଭର ପାପ କ୍ଷମା କରିଦିଆଗଲା।

ଲୂକଲିଖିତ ସୁସମାଚାର 7:39

ଯେଉଁ ଫାରୁଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, ଯୀଶୁ ଯଦି ପ୍ରକୃତ ରେ ଜଣେ ଭବିଷ୍ଯଦ୍ବକ୍ତା ହାଇେଥା'ନ୍ତେ, ତବେେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।

ଲୂକଲିଖିତ ସୁସମାଚାର 7:42

ସମାନଙ୍କେ ପାଖ ରେ ଟଙ୍କା ନଥିବାରୁ ସମାନେେ ଋଣ ପରିଶାଧେ କରି ପାରୁନଥିଲେ। ତେଣୁ ସାହୁକାର ଦୁଇଜଣଙ୍କୁ ଋଣ ମୁକ୍ତ କରି ଦେଲେ। ତବେେ ଏ ଦୁଇଜଣଙ୍କ ମଧିଅରେ କିଏ ସାହୁକାରଙ୍କୁ ଅଧିକ ଭଲ ପାଇବ?

ଯୋହନଲିଖିତ ସୁସମାଚାର 21:15

ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?

ରେରିତମାନଙ୍କ କାର୍ଯ୍ୟର ବିବରଣ 5:31

ପରମେଶ୍ବର ଇଶ୍ରାୟେଲର ଲୋକମାନଙ୍କ ହୃଦୟ ଓ ଜୀବନ ପରିବର୍ତ୍ତନ କରିବା ପାଇଁ ତାହାଙ୍କୁ ନେତା ଓ ଉଦ୍ଧାରକର୍ତ୍ତା କରି ନିଜ ଡ଼ାହାଣ ପଟେ ସ୍ଥାପିତ କରିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 5:20

ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।

Interlinear

Choose Theme