ତେଣୁ ଯୀଶୁ ସମାନଙ୍କେ ସହିତ ୟିବାପାଇଁ ବାହାରି ପଡିଲେ। ଯୀଶୁ ଶତ ସନୋପତି ଘର ପାଖାପାଖି ଆସି ପହଞ୍ଚି ଯାଇଥବା ସମୟରେ ଶତ ସନୋପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମାେ ଘରକୁ ଆସିବେ।
Cross references
ତୁମ୍ଭେ ମାେତେ ଦୟା ଦଖାଇେ ଆସିଅଛ। ତୁମ୍ଭେ ମାରେ ବହୁତ ମଙ୍ଗଳ କରିଅଛ। ମୁଁ ସେ କୌଣସି ବିଷଯ ପାଇଁ ୟୋଗ୍ଯ ନୁହେଁ। ମୁଁ ଯେତବେେଳେ ପ୍ରଥମଥର ୟର୍ଦ୍ଦନ ନଦୀ ପାରି ହଲିେ, କବଳେ ଏ ବାଡ଼ି ଛଡ଼ା ମାରେ କିଛି ନଥିଲା। କିନ୍ତୁ ବର୍ତ୍ତମାନ ମାରେପରିବାର, ଜୀବଜନ୍ତୁ ଏତେ ବେଶୀ ଯେ ଦୁଇଟା ଶିବିର ହାଇପୋ ରେ।
ଯଦି ଜଣେ ଲୋକ ଗର୍ବୀ ତବେେ ତାହା ତାକୁ ଧ୍ବଂସ କରିବ। ଯଦି ଜଣେ ଲୋକ ବିନମ୍ର, ତବେେ ସମ୍ମାନ ପାଇବ।
ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।
ମୁଁ ତୁମ୍ଭକୁ ସତ୍ଯ କହୁଛି, ଯେଉଁ ପର୍ୟ୍ଯନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେ ପର୍ୟ୍ଯନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ ।
ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।
ଯୀଶୁ ଯାଈରସଙ୍କ ସାଥୀ ରେ ବାହାରିଲେ। ଅନକେ ଲୋକ ଯୀଶୁଙ୍କ ପେଛ ପେଛ ଗଲେ। ଭିଡ ହାଇେଥିବା ୟୋଗୁ ଲୋକେ ଯୀଶୁଙ୍କ ଆଡକୁ ମାଡି ଆସୁ ଥିଲେ।
ଶିମାନେ ପିତର ଏବଂ ସମସ୍ତ କେଉଟମାନେ ଏତେ ଗୁଡିଏ ମାଛ ଧରିପାରିଥିବାରୁ ଆଶ୍ଚର୍ୟ୍ଯ ହାଇଗେଲେ।
ସହେି ପ୍ରାଚୀନ ନେତାମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ଯୀଶୁଙ୍କୁ ଅନୁନୟ ପୂର୍ବକ ଅନୁ ରୋଧ କରି କହିଲେ, ଶତ ସନୋପତି ଜଣକ ଆପଣଙ୍କ ସାହାୟ୍ଯ ପାଇବାକୁ ଯୋଗ୍ଯ।
ସେ ଠିକ୍ ଏହି କଥା କହୁଥିବା ସମୟରେ ସମାଜଗୃହର ନେତା ଯାଈରସଙ୍କ ଘରୁ ଜଣେ ଆସି କହିଲା, ତୁମ୍ଭ ଝିଅ ମରିଗଲା। ଆଉ ଏବେ ଗୁରୁଙ୍କୁ କଷ୍ଟ ଦିଅନାହିଁ।
ମୁଁ ତୁମ୍ଭର ପୁଅ ହବୋର ୟୋଗ୍ଯ ନୁହେଁ। କିନ୍ତୁ ତୁମ୍ଭେ ମାେତେ ଦୟାକରି ତୁମ୍ଭର ଅନ୍ୟ ମୂଲିଆମାନଙ୍କ ଭଳି ରଖ।'
ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।
କିନ୍ତୁ ପରମେଶ୍ବର ଆମ୍ଭକୁ ଦଇେଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁ ହେ : ପରମେଶ୍ବର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।335
ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।