Home Bibles ଲୂକଲିଖିତ ସୁସମାଚାର 7:9 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 7:9 · ଓଡ଼ିଆ ବାଇବେଲ

ଯୀଶୁ ଏହା ଶୁଣିସାରି ବଡ ଆଶ୍ଚର୍ୟ୍ଯ ହାଇଗେଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକମାନଙ୍କ ଆଡକୁ ବୁଲି ପଡି କହିଲସେ ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ ଏଭଳି ବିଶ୍ବାସ ମାେତେ ଇଶ୍ରାୟେଲ ରେ ମଧ୍ଯ ମିଳିନାହିଁ।

Cross references

ଗୀତସଂହିତା 147:19

ପରମେଶ୍ବର ୟାକୁବକୁ ଆପଣା ଆଦେଶ ଦେଲେ, ପରମେଶ୍ବର ଇଶ୍ରାୟେଲ ପ୍ରତି ଆପଣା ବ୍ଯବସ୍ଥା ଓ ବିଧି ପ୍ରକାଶ କଲେ !

ମାଥିଉଲିଖିତ ସୁସମାଚାର 8:10

ଯୀଶୁ ଏହା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ମୁଁ ଏଭଳି ଗଭୀର ବିଶ୍ବାସ ଇଶ୍ରାୟେଲ ରେ କାହାରି ପାଖ ରେ ପାଇନାହିଁ।

ମାଥିଉଲିଖିତ ସୁସମାଚାର 9:33

ଯୀଶୁ ତା' ଦହରେୁ ଭୂତକୁ ତଡି ଦେଲେ। କିଛି କହି ପାରୁ ନଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫରେି ପାଇଲା। ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଇଶ୍ରାଯାଲ ରେ ଏଭଳି ଘଟଣା ଘଟିବା ଆମ୍ଭେ କବେେ ହେଲେ ଦେଖି ନଥିଲୁ।

ମାଥିଉଲିଖିତ ସୁସମାଚାର 15:28

ତା'ପରେ ଯୀଶୁ କହିଲେ, ହେ ନାରୀ! ତୁମ୍ଭର ଗଭୀର ବିଶ୍ବାସ ରହିଛି। ତୁମ୍ଭେ ମାଠାରୁେ ଯାହା ଚାହିଁଛ, ମୁଁ ତାହା କରି ଦବେି। ଏହା କହିବା ମାତ୍ ରେ ସହେି ସ୍ତ୍ରୀର ଝିଅଟି ସଂମ୍ପୁର୍ଣ୍ଣ ରୂପା ଭଲ ହାଇଗେଲା।

ରୋମୀୟଙ୍କ ପ୍ରତି ପତ୍ର 3:1

ଅତଏବ ଯିହୂଦୀମାନଙ୍କଠା ରେ କଣ ଅଧିକ ଅଛି ଯାହା ଅନ୍ୟ ଲୋକମାନଙ୍କଠା ରେ ନାହିଁ? ଅସୁନ୍ନତ ହବୋ ରେ କଣ ବିଶଷେ ମୂଲ୍ଯ ଅଛି?

ରୋମୀୟଙ୍କ ପ୍ରତି ପତ୍ର 9:4

ସମାନେେ ଇଶ୍ରାୟେଲୀୟ ଲୋକ। ସମାନେେ ପରମେଶ୍ବରଙ୍କର ବଛାଯାଇଥୀବା ସନ୍ତାନ। ସମାନଙ୍କେ ପାଖ ରେ ପରମେଶ୍ବରଙ୍କ ମହିମା ଅଛି ଓ ସମାନେେ ପରମେଶ୍ବର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ବର ସମାନଙ୍କେୁ ମାଶାଙ୍କେ ବ୍ଯବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦଇେଛନ୍ତି। ପରମେଶ୍ବର ସମାନଙ୍କେୁ ତାଙ୍କର ପ୍ରତି ଶ୍ରୁତିମାନ ଦଇେଛନ୍ତି।

Interlinear

Choose Theme