Home Bibles ☰ Books ଲୂକଲିଖିତ ସୁସମାଚାର 8:27 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 8:27 · ଓଡ଼ିଆ ବାଇବେଲ

ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦହେ ରେ ଭୂତଟିଏ ପ୍ରବେଶ କରିଥିଲା। ଅନକେ ଦିନ ଧରି ସେ ଲୁଗା ପିନ୍ଧୁ ନଥିଲା କି ଘ ରେ ମଧ୍ଯ ରହୁନଥିଲା। ସେ କବର ସ୍ଥାନ ରେ ରହୁଥିଲା।

Cross references

ଗଣନା ପୁସ୍ତକ 19:16

ପୁଣି କହେି ଯଦି ଖାେଲା କ୍ଷେତ୍ର ରେ ୟୁଦ୍ଧ ରେ ନିହତ ମୃତ ଦହେ ମନୁଷ୍ଯ ଅସ୍ଥି କିମ୍ବା କବର ଛୁଏଁ, ତବେେ ସେ ସାତଦିନ ୟାଏ ଅଶୁଚି ରହିବ।

ପ୍ରଥମ ଶାମୁୟେଲ 19:24

ତା'ପରେ ଶାଉଲ ନିଜର ବସ୍ତ୍ର ଉତ୍ତାରିଲେ ଓ ଶାମୁୟେଲଙ୍କ ସମ୍ମକ୍ସ୍ଟଖ ରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ। ସେ ସହେି ଦିନୟାକ ଏବଂ ରାତ୍ରି ତମାମ ପୋଷାକ ନ ପିନ୍ଧି ପଡି ରହିଲେ।

ଯିଶାଇୟ 65:4

ସମାନେେ କବରସ୍ଥାନ ମଧିଅରେ ବସନ୍ତି ଓ ଗୁମ୍ଫା ମଧିଅରେ ରାତ୍ରି ୟାପନ କରନ୍ତି। ସମାନେେ ଶୂକର ମାଂସ ଭକ୍ଷଣ କରନ୍ତି ଓ ସମାନଙ୍କେ ପାତ୍ର ରେ ଦୂଷିତ ମାଂସ ଝୋଳ ଥାଏ।

ମାର୍କଲିଖିତ ସୁସମାଚାର 5:2

ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ ରେ ଗୋଟିଏ ଲୋକ କବର ମଧ୍ଯରୁ ବାହାରି ତାହାଙ୍କ ପାଖକୁ ଆସିଲା ା ତା' ଦହେ ରେ ଦୁଷ୍ଟାତ୍ମାଟି ପ୍ରବେଶ କରି ରହିଥିଲା।

Interlinear

Choose Theme