ଲୂକଲିଖିତ ସୁସମାଚାର 8:36 · ଓଡ଼ିଆ ବାଇବେଲ
ଯେଉଁମାନେ ଏହି ଘଟଣା ଦେଖିଥିଲେ, ସମାନେେ ସମସ୍ତେ ଅନ୍ୟ ଲୋକମାନଙ୍କୁ କହିବାକୁ ଲାଗିଲେ, ଯେ ଭୂତ କବଳିତ ଲୋକଟି କିପରି ଭଲ ହାଇଗେଲା।
Cross references
ମାଥିଉଲିଖିତ ସୁସମାଚାର 4:24
ସମଗ୍ର ସୁରିଯା ଦେଶ ରେ ତାହାଙ୍କର ସମାଗ୍ଭର ବ୍ଯାପିଗଲା। ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡା ରେ ଭୋଗୁଥିଲେ, ଯାଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛା ରୋଗୀ ଓ ପକ୍ଷଘାତ ରୋଗୀ ଥିଲେ, ସମାନେେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।