Home Bibles ଲୂକଲିଖିତ ସୁସମାଚାର 8:47 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 8:47 · ଓଡ଼ିଆ ବାଇବେଲ

ସ୍ତ୍ରୀ ଲୋକଟି ଦେଖିଲା ଯେ ସେ ଲୁଚି ରହି ପାରିବ ନାହିଁ, ତେଣୁ ସେ ଥରି ଥରି ଆଗକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ମୁଣ୍ଡ ନୁଆଇଲା। ସେ ଯୀଶୁଙ୍କୁ କାହିଁକି ଛୁଇଁ ଦଲୋ, ସଇେ କଥା ସବୁ ଲୋକମାନଙ୍କ ଆଗ ରେ କହିଲା। ସେ କହିଲା ଯେ, ଯେତବେେଳେ ସେ ଯୀଶୁଙ୍କୁ ଛୁଇଁ ଦଲୋ, ତତ୍କ୍ଷଣାତ୍ ସେ ସୁସ୍ଥ ହାଇଗେଲା।

Cross references

ପ୍ରଥମ ଶାମୁୟେଲ 16:4

ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କର ବାକ୍ଯ ଅନକ୍ସ୍ଟସା ରେ କାର୍ୟ୍ଯ କଲେ। ଶାମକ୍ସ୍ଟଯଲେ ବୈଥ୍ଲହମେ ରେ ପହନ୍ଚିଲେ। ତହିଁରେ ନଗରର ପକ୍ସ୍ଟରକ୍ସ୍ଟଖାମାନେ କଐମାନ ହାଇେ ତାକକ୍ସ୍ଟ ଭଟେିବାକକ୍ସ୍ଟ ଆସି ପଚାରିଲେ, ଆପଣଙ୍କ ଆଗମନ କକ୍ସ୍ଟଶଳ ତ?

ଗୀତସଂହିତା 2:11

ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।

ଗୀତସଂହିତା 38:9

ହେ ମାରେ ପ୍ରଭୁ, ତୁମ୍ଭେ ମାରେ ପ୍ରାର୍ଥନା ଶୁଣିଲ। ତୁମ୍ଭେ ମାରେ ଆର୍ତ୍ତନାଦ ଶୁଣିଲ।

ଗୀତସଂହିତା 66:16

ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ବରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ବର ମାେ ପାଇଁ କ'ଣ ସବୁ କରିଛନ୍ତି।

ଯିଶାଇୟ 66:2

ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।

ହୋଶେୟ 5:3

ଆମ୍ଭେ ଇଫ୍ରଯିମକୁ ଜାଣୁ ଓ ଇଶ୍ରାୟେଲ ଯାହାସବୁ କରିଛି ତାହା ମଧ୍ଯ ଜାଣୁ। ହେ ଇଫ୍ରଯିମ, ତୁମ୍ଭେ ବର୍ତ୍ତମାନଠାରୁ ତୁମ୍ଭେ ଗଣିକାପରି କାର୍ୟ୍ଯ କରୁଛ। ଇଶ୍ରାୟେଲ ପାପ ରେ କଳୁଷିତ।

ହୋଶେୟ 13:1

ଇଫ୍ରଯିମ ଇଶ୍ରାୟେଲ ରେ ନିଜକୁ ମହାନ୍ କରି ଦଲୋ। ସେ କହିଲା ବେଳେ ଲୋକେ ଭୟ ରେ ଥରିଲେ। କିନ୍ତୁ ସେ ବାଲ ଦବେତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ଯୁବରଣ କଲେ।

ହବକକୂକ 3:16

ମୁଁ ଯେତବେେଳେ ଏହି କଥା ଶୁଣିଲି ମାରେ ସମସ୍ତ ଶରୀର ଥରି ଉଠିଲା। ସହେି ଶଦ୍ଦ ରେ ମାେ ଓଷ୍ଠ ରେ କମ୍ପନ ହେଲା। ମାରେ ଅସ୍ଥିମଜ୍ଜା ରେ ମୁଁ ଦୁର୍ବଳ ହାଇେ ପଡିଲି। ମୁଁ ସହେି କମ୍ପନ ଅବସ୍ଥା ରେ ଥରିବାକୁ ଲାଗିଲି। ଯେତବେେଳେ ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସହେି ଆକ୍ରମଣ ଓ ଧ୍ବଂସର ଦିନଗୁଡିକ ଆସିବା ପାଇଁ ର୍ଧୈୟ୍ଯ ଧରି ଅପେକ୍ଷା କରିବି।

ମାଥିଉଲିଖିତ ସୁସମାଚାର 28:8

ତେଣୁ ସହେି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଚାଲିଗଲେ। ସମାନେେ ଡ଼ରି ଯାଇଥିଲେ, କିନ୍ତୁ ବହୁତ ଖୁସି ମଧ୍ଯ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ଯମାନଙ୍କୁ ଜଣାଇବା ପାଇଁ ସମାନେେ ଦୌଡ଼ି ଦୌଡ଼ି ଗଲେ।

ମାର୍କଲିଖିତ ସୁସମାଚାର 5:33

ସହେି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହାଇଯୋଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡିଗଲା। ସେ ଭୟ ରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।

ଲୂକଲିଖିତ ସୁସମାଚାର 17:15

ସହେି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲା ବେଳେ ସୁସ୍ଥ ହାଇଗେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:29

ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ବୀପ ଆଣିବାପାଇଁ ଆଦେଶ ଦଇେ ଦୌଡ଼ି ଆସି ଭୟ ରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:3

ଏଣୁ ମୁଁ ଦୁର୍ବଳ ଓ ଭୟ ରେ ଥରି ଥରି ସଠାେକୁ ଆସିଥିଲି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:15

ତୁମ୍ଭମାନେେ ତାହାଙ୍କର ଆଜ୍ଞା ପାଳନ ପାଇଁ କିପରି ପ୍ରସ୍ତୁତ ତଥା ତୁମ୍ଭମାନେେ ସମସ୍ତେ ସମ୍ମାନ ଓ ଭୟ ସହକା ରେ କିପରି ତାହାଙ୍କର ଆଜ୍ଞା ପାଳନ ପାଇଁ ବ୍ଯଗ୍ର ଥିଲ ଓ କିପରି ତାହାଙ୍କୁ ପା େଛାଟି ନଇେଥିଲ, ଏସବୁ କଥା ମନେ ପକାଇ ତୁମ୍ଭମାନଙ୍କ ପାଇଁ ତାହାଙ୍କର ପ୍ ରମେ ଅଧିକ ହେଲା।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:12

ମାେ ପ୍ରିୟ ମିତ୍ରଗଣ! ତୁମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ଥିଲା ବେଳେ ତୁମ୍ଭମାନେେ ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ନ ଥିଲା ବେଳେ ମଧ୍ଯ ତୁମ୍ଭେ ତାହାଙ୍କ ବାଧ୍ଯ ହବୋ ଅଧିକ ଗୁରୁତ୍ତ୍ବପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହବୋ ଆବଶ୍ଯକ ଯେ ମାେ ସାହାୟ୍ଯ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ବରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।

ଏବ୍ରୀ 12:28

ଅତଏବ, ଆମ୍ଭେ ଧନ୍ଯବାଦ ଦବୋ କଥା ଯେ, ଯେଉଁ ସାମ୍ରାଜ୍ଯ ଆମ୍ଭକୁ ଦିଆ ଯାଇଛି, ତାହା ଟଳମଳ ହାଇେ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ଯବାଦ ଅର୍ପଣ କରିବା ଉଚିତ, ଓ ଏପରି ପଦ୍ଧତି ରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ବରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।

Interlinear

Choose Theme