କିନ୍ତୁ ଯୀଶୁ କେଉଁଠାକୁ ଗଲେ ଏହା ଲୋକମାନେ ଜାଣି ପାରିଲେ। ସମାନେେ ତାହାଙ୍କର ଅନୁସରଣ କଲେ। ଯୀଶୁ ସମାନଙ୍କେୁ ସ୍ବାଗତ କଲେ ଏବଂ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ଶିକ୍ଷା ଦେଲେ। ସେ ରୋଗୀମାନଙ୍କୁ ସୁସ୍ଥ କଲେ।
Cross references
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ଡଙ୍ଗାରୁ ବାହାରି ଆସିବା ବଳକେୁ ଯୀଶୁ ଦେଖିଲେ, ସଠାେରେ ବହୁତ ଲୋକ ଜମା ହାଇେଛନ୍ତି। ଲୋକଙ୍କ ଉପରେ ତାହାଙ୍କର ଦୟା ହେଲା। ସେ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କରିଲେ।
ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?
ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଛଡ଼ାଇ ନିଆୟିବ। ପରମେଶ୍ବର ତାହାଙ୍କ ରାଜ୍ଯ ରେ ଯାହା ହବୋପାଇଁ ଚ଼ାହାଁନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସମାନଙ୍କେୁ ପରମେଶ୍ବର ତାହାଙ୍କ ରାଜ୍ଯ ଦବେେ।
କିନ୍ତୁ ବହୁତ ଲୋକ ସମାନଙ୍କେୁ ଚାଲି ଯାଉ ଥିବାର ଦେଖିଲେ ଓ ଚିହ୍ନି ମଧ୍ଯ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳ ପଥ ଦଇେ ଯୀଶୁଙ୍କ ଯାଉଥିବା ସ୍ଥାନ ରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସମାନେେ ସଠାେରେ ପହଞ୍ଚିଗଲେ।
ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦଇେ ତୃପ୍ତ କଲେ କିନ୍ତୁ ଧନୀ ଓ ସ୍ବାର୍ଥପର ଲୋକଙ୍କୁ ଖାଲି ହାତ ରେ ଫରୋଇ ଦେଲେ।
ଯୀଶୁ ସମାନଙ୍କେୁ କହିଲେ, ସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ଯକତା ନାହିଁ। କିନ୍ତୁ ଅସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ଯକତା ରହିଛି।
ଶିଷ୍ଯମାନଙ୍କ ସହିତ ଯୀଶୁ ଏହାପରେ ଯୀଶୁ ନଗର ନଗର, ଗାଁ ଗାଁ ବୁଲି ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଲୋକମାନଙ୍କୁ ଶୁଣାଇଲେ। ତାହାଙ୍କ ସହିତ ବାରଜଣ ପ୍ ରରେିତ ମଧ୍ଯ ରହିଥିଲେ।
ଯୀଶୁ କହିଲେ, ପରମେଶ୍ବରଙ୍କ ରାଜ୍ଯର ନିଗୁଢ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହାଇେଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ଯ ବିଷୟ ରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ଯବହାର କରୁଛି।
ତା'ପରେ ସେ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ।
ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।
ମାରେ ପରମପିତା ମାେତେ ମାେ ଲୋକମାନଙ୍କୁ ଦଇେଛନ୍ତି। ସମାନେେ ପ୍ରେତ୍ୟକକ ମାେ ପାଖକୁ ଆସିବେ। ମୁଁ ସର୍ବଦା ମାେ ପାଖକୁ ଆସୁଥିବା ପ୍ରେତ୍ୟକକଙ୍କୁ ଗ୍ରହଣ କରିବି।
ଯେତେ ଲୋକ ପାଉଲଙ୍କୁ ଦେଖିବା ପାଇଁ ଆସୁଥିଲେ, ସେ ସମସ୍ତଙ୍କୁ ସେ ସ୍ବାଗତ କଲେ ଓ ପାଉଲ ମୁକ୍ତ ଭାବରେ, ବିନା ବାଧା ରେ ପୁଣି ଅତି ସାହାସର ସହିତ ପରମେଶ୍ବରଙ୍କ ରାଜ୍ଯ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚ଼ାର କଲେ। ପୁଣି ସହେି ଶିକ୍ଷା ଦବୋରୁ କହେି ହେଲେ ତାହାଙ୍କୁ ଅଟକାଇବା ପାଇଁ ଚେ଼ଷ୍ଟା କଲେ ନାହିଁ।
କିନ୍ତ ଲୋକେ ବିଶ୍ବାସ କଲା ପରେ ହିଁ ପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡାକି ପାରିବେ। ତାହାଙ୍କ ବିଷୟ ରେ ଶୁଣି ସାରିଲା ପରେ ହିଁ, ଲୋକେ ତାହାଙ୍କ ବିଷୟ ରେ ବଶ୍ବାସ କରି ପାରିବେ। କିଏ ଜଣେ ସମାନଙ୍କେୁ କହିଲା ପରେ ହିଁ ଲୋକେ ତାହାଙ୍କ ବିଷୟ ରେ ଶୁଣି ପାରିବେ।
ସୁସମାଗ୍ଭର ଶୁଣିଲେ ବିଶ୍ବାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟ ରେ କହିଲେ ଲୋକେ ଶୁଣନ୍ତି।
ଖ୍ରୀଷ୍ଟ ମଧ୍ଯ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟାକରି ନଥିଲେ। ତାହାଙ୍କ ବିଷୟ ରେ ଶାସ୍ତ୍ର କୁ ହେ: ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସମାନେେ ମାରେ ବି ଅପମାନ କରିଛନ୍ତି।
ଲୋକମାନଙ୍କୁ ସୁସମାଚାର ପ୍ରଚାର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସମାନେେ କ'ଣ କରିବା ଉଚିତ, ସମାନେେ ଭୁଲ କଲା ବେଳେ ସମାନଙ୍କେୁ ଅନୁୟୋଗ କର ଓ ସମାନଙ୍କେୁ ଉତ୍ସାହ ଦିଅ। ଅତି ର୍ଧୈୟ୍ଯ ସହକା ରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ବାରା ଏହି ସମସ୍ତ ବିଷୟ କର।
ଆମ୍ଭମାନେେ ଉପୟୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ବରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାୟାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।