କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏମାନଙ୍କୁ କିଛି ଖାଇବାକୁ ଦିଅ।
Cross references
ତବେେ ମାଶାେ କହିଲେ, ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧିଅରେ ଅଛି ସମାନେେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, 'ଆମ୍ଭେ ସମାନଙ୍କେୁ ମାଂସ ଦବୋ, ସମାନେେ ତାହା ସମ୍ପୂର୍ଣ ଏକ ମାସ ଖାଇବେ!'
ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ବରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳ ରେ ରୋଟୀ ଅର୍ଥାତ୍ କୋଡିଏ ୟବ ରୋଟୀ ଓ ନୂତନ ଶସ୍ଯର ଶୀଷା ଆପଣା ଝୁଲି ରେ ନଇେ ଆସିଲା। ତହିଁରେ ଇଲୀଶାୟ କହିଲେ, ଲୋକମାନଙ୍କୁ ଦିଅ, ସମାନେେ ଭୋଜନ କରନ୍ତୁ।
କହେି କହେି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କହେି କହେି ଉଚିତ୍ ବ୍ଯଯ ଅସ୍ବୀକାର କଲେ ହେଁ ତହିଁରୁ କବଳେ ଅଭାବ ଜନ୍ମେ।
କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ସମାନଙ୍କେର ୟିବା ଦରକାର ନାହିଁ। ତୁମ୍ଭେ ସମାନଙ୍କେୁ କିଛି ଖାଇବାକୁ ଦିଅ।
ଯୀଶୁ କିନ୍ତୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ସମାନଙ୍କେୁ ଖାଇବାକୁ ଦିଅ।
ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ଯା ରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ୟଥେଷ୍ଟ ଖାଦ୍ୟ କିଣି ପାରିବା?