Home Bibles ଲୂକଲିଖିତ ସୁସମାଚାର 9:3 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 9:3 · ଓଡ଼ିଆ ବାଇବେଲ

ସେ ସମାନଙ୍କେୁ କହିଲେ, ଯାତ୍ରା ସମୟରେ ସାଙ୍ଗ ରେ କୌଣସି ପଦାର୍ଥ ନବେ ନାହିଁ। ଠେଙ୍ଗା, ଝୁଲା, ଖାଦ୍ୟ, ଟଙ୍କା ପଇସା କିମ୍ବା ଅଧିକ ଲୁଗାପଟା କିଛି ହେଲେ ନବେ ନାହିଁ। କବଳେ ପାନ୍ଧିଥିବା ଲୁଗା ଛଡା ଅନ୍ୟ କିଛି ନବେ ନାହିଁ।

Cross references

ଗୀତସଂହିତା 37:3

ୟଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା' ହେଲେ ଆନନ୍ଦରେ ରହିବ ଓ ଅନକେ ଜିନିଷ ଉପଭୋଗ କରିବ ୟାହା ସହେି ଭୂମିରୁ ତୁମ୍ଭେ ପାଇବ।

ମାଥିଉଲିଖିତ ସୁସମାଚାର 10:9

ତୁମ୍ଭେ ତୁମ୍ଭମାନଙ୍କ ସାଙ୍ଗ ରେ ସୁନା, ରୂପା କିମ୍ବା ତମ୍ବା ନିଅନାହିଁ।

ମାର୍କଲିଖିତ ସୁସମାଚାର 6:8

ସେ ଶିଷ୍ଯମାନଙ୍କୁ ନିର୍ଦ୍ଦେଶ ଦେଲେ, ତୁମ୍ଭେ ଯାତ୍ରା କାଳ ରେ ବାଡିଟିଏ ଛଡା ଆଉ କିଛି ନବେ ନାହିଁ। ରୋଟୀ, ଝୁଲା କି ପକଟେ ରେ କିଛି ହେଲେ ଟଙ୍କା ମଧ୍ଯ ନବେ ନାହିଁ।

ଲୂକଲିଖିତ ସୁସମାଚାର 3:11

ଯୋହନ ସମାନଙ୍କେୁ ଉତ୍ତର ଦେଲେ, ଯଦି ତୁମ୍ଭ ପାଖ ରେ ଦୁଇଟି କୁର୍ତ୍ତା ଅଛି ତବେେ ସେଥିରୁ ଗୋଟିଏ କୁର୍ତ୍ତା ଯାହାର ନାହିଁ ତାହାକୁ ଦିଅ। ଯଦି ତୁମ୍ଭ ପାଖ ରେ ଖାଦ୍ୟ ଅଛି ତବେେ ତାହାକୁ ମଧ୍ଯ ବାଣ୍ଟିଦିଅ।

ଲୂକଲିଖିତ ସୁସମାଚାର 5:29

ଲବେୀ ଯୀଶୁଙ୍କ ସମ୍ମାନାର୍ଥେ ନିଜ ଘ ରେ ଗୋଟିଏ ବଡ ଭୋଜି ଦେଲେ। ଅନକେ କର ଆଦାୟକାରୀ ଓ ଅନ୍ୟ କେତକେ ଲୋକ ମଧ୍ଯ ଯୀଶୁଙ୍କ ସହ ଏକତ୍ର ଭୋଜନ କରୁଥିଲେ।

ଲୂକଲିଖିତ ସୁସମାଚାର 10:4

ସାଙ୍ଗ ରେ ଟଙ୍କା, ଥଳି, ୟୋତା କିଛି ହେଲେ ନିଅନାହିଁ। ରାସ୍ତା ରେ କାହାରି ସହିତ କଥାବାର୍ତ୍ତା ହବୋ ପାଇଁ ଅଟକି ୟିବ ନାହିଁ।

ଲୂକଲିଖିତ ସୁସମାଚାର 12:22

ଯୀଶୁ ପୁଣି ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ'ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କରନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କରନାହିଁ।

ଲୂକଲିଖିତ ସୁସମାଚାର 12:28

ପରମେଶ୍ବର ପଡିଆର ଘାସକୁ ମଧ୍ଯ ସହେିପରି ବସ୍ତ୍ର ଦଇେଛନ୍ତି। ସହେି ଘାସ ଆଜି ବଞ୍ଚିଛି। ଆସନ୍ତା କାଲି ତାକୁ ନିଆଁ ରେ ଜଳିବା ପାଇଁ ଫିଙ୍ଗି ଦିଆୟିବ। ତୁମ୍ଭମାନଙ୍କ ଜାଣି ରଖିବା ଉଚିତ ଯେ, ପରମେଶ୍ବର ତୁମ୍ଭମାନଙ୍କୁ ତାଠାରୁ ବହୁତ ଅଧିକ ବସ୍ତ୍ର ଦବେେ। ପରମେଶ୍ବରଙ୍କଠା ରେ ତୁମ୍ଭମାନଙ୍କର କ'ଣ ଏତିକି ବିଶ୍ବାସ ନାହିଁ?

ଲୂକଲିଖିତ ସୁସମାଚାର 22:35

ତା'ପରେ ଯୀଶୁ ପ୍ ରରେିତମାନଙ୍କୁ କହିଲେ, ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦବୋପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ୟୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟି ରେ ଅଭାବ ଥିଲା କି?

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:4

ଜଣେ ସୈନିକ ତାର ନାୟକକୁ ଖୁସି କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣା ରେ ସେ ନିଜର ସମୟ ଅତିବାହିତ କରେ ନାହିଁ।

Interlinear

Choose Theme