ଲୂକଲିଖିତ ସୁସମାଚାର 9:37 · ଓଡ଼ିଆ ବାଇବେଲ
ତା' ପରଦିନ ଯୀଶୁ, ପିତର, ଯୋହନ ଓ ଯାକୁବ ପର୍ବତ ଉପରୁ ତଳକୁ ଓହ୍ଲାଇ ଆସିଲେ। ବହୁସଂଖ୍ଯା ରେ ଲୋକେ ଆସି ଯୀଶୁଙ୍କୁ ଭଟେିଲେ।
Cross references
ମାଥିଉଲିଖିତ ସୁସମାଚାର 17:14
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଲୋକମାନଙ୍କ ପାଖକୁ ଫରେି ଆସିଲେ। ଗୋଟିଏ ଲୋକ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ଆଗ ରେ ଆଣ୍ଠୁ ମାଡ଼ି ପଡ଼ିଗଲେ।
ମାର୍କଲିଖିତ ସୁସମାଚାର 9:14
ତା'ପରେ ଯୀଶୁ ପିତର, ଯାକୁବ ଓ ଯୋହନ ଅନ୍ୟ ଶିଷ୍ଯମାନଙ୍କ ପାଖକୁ ଗଲେ। ସମାନେେ ଦେଖିଲେ ଯେ ଅନକେ ଲୋକ ସମାନଙ୍କେୁ ଘରେି ରହିଛନ୍ତି। ସମାନଙ୍କେ ସହିତ ଧର୍ମଶାସ୍ତ୍ରୀମାନେ ୟୁକ୍ତିତର୍କ କରୁଛନ୍ତି।