ଲୂକଲିଖିତ ସୁସମାଚାର 9:4 · ଓଡ଼ିଆ ବାଇବେଲ
ତୁମ୍ଭମାନେେ ଯେଉଁ ଘରକୁ ୟିବ, ସେ ସ୍ଥାନ ଛାଡିବା ସମୟ ନ ହବୋ ପର୍ୟ୍ଯନ୍ତ ସହେିଠା ରେ ରହିବ।
Cross references
ମାଥିଉଲିଖିତ ସୁସମାଚାର 10:11
କୌଣସି ନଗର ବା ଗାଁ ରେ ପ୍ରବେଶ କଲା ବେଳେ ସଠାେରେ ଯୋଗ୍ଯ ଲୋକଟିକୁ ବାଛି ବାହାର କର। ସହେି ନଗର ବା ଗାଁ ନ ଛାଡିବା ପର୍ୟ୍ଯନ୍ତ ସହେି ସ୍ଥାନ ରେ ରୁହ।
ମାର୍କଲିଖିତ ସୁସମାଚାର 6:10
କୌଣସି ଘ ରେ ପ୍ରବେଶ କଲେ ସେ ସହର ଛାଡି ଚାଲିୟିବା ପର୍ୟ୍ଯନ୍ତ ସହେି ଘ ରେ ରହିବ।
ଲୂକଲିଖିତ ସୁସମାଚାର 10:5
ଯେ କୌଣସି ଘ ରେ ପ୍ରବେଶ କରିବା ମାତ୍ ରେ ପ୍ରଥମେ କୁହ, 'ଏ ଘରକୁ ଶାନ୍ତି ମିଳୁ।'
ରେରିତମାନଙ୍କ କାର୍ଯ୍ୟର ବିବରଣ 16:15
ସେ ଓ ତା'ର ଘ ରେ ରହୁଥିବା ସମସ୍ତେ ବାପ୍ତିଜିତ ହବୋପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡ଼ାକି କହିଲା, ତୁମ୍ଭମାନେେ ଯଦି ମାେତେ ପ୍ରଭୁଙ୍କଠା ରେ ଜଣେ ପ୍ରକୃତ ବିଶ୍ବାସୀ ବୋଲି ଭାବୁଛ, ତବେେ ମାେ ଘ ରେ ଆସି ରୁହ। ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ୟିବାପାଇଁ ରାଜି କରାଇଲେ।