Home Bibles ☰ Books ଲୂକଲିଖିତ ସୁସମାଚାର 9:47 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 9:47 · ଓଡ଼ିଆ ବାଇବେଲ

ଯୀଶୁ ସମାନଙ୍କେର ମନଭାବ ଜାଣିଗଲେ। ତେଣୁ ସେ ଗୋଟିଏ େଛାଟ ପିଲାକୁ ନିଜ ପାଖ ରେ ଠିଆ କରାଇଲେ।

Cross references

ଗୀତସଂହିତା 139:2

ତୁମ୍ଭେ ଜାଣ ଯେତବେେଳେ ମୁଁ ବସେ ଏବଂ ଯେତବେେଳେ ମୁଁ ଛିଡ଼ା ହୁଏ। ୟଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମାରେ ମନକଥା ଜାଣ।

ଗୀତସଂହିତା 139:23

ପରମେଶ୍ବର, ମାେ ପ୍ରତି ଦୃଷ୍ଟି ଦିଅ ଏବଂ ମାରେ ମନ କଥା ପଢ଼। ମାେତେ ପରୀକ୍ଷା କର ଏବଂ ମାେ ହୃଦଯକୁ ଜାଣ।

ଯିରିମିୟ 17:10

ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।

ମାଥିଉଲିଖିତ ସୁସମାଚାର 9:4

ସମାନେେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ମନ୍ଦ ଭାବନା କାହିଁକି ଆଣୁଛ?

ମାଥିଉଲିଖିତ ସୁସମାଚାର 18:2

ଯୀଶୁ ଗୋଟିଏ େଛାଟ ପିଲାକୁ ପାଖକୁ ଡାକିଲେ। ସେ ପାଲାକୁ ଶିଷ୍ଯମାନଙ୍କ ଆଗ ରେ ଠିଆ କରାଇଲେ।

ମାଥିଉଲିଖିତ ସୁସମାଚାର 19:13

ତା'ପରେ ଲୋକମାନେ କେତକେ ପିଲାଙ୍କୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଯେପରି ଯୀଶୁ ସମାନଙ୍କେ ଉପରେ ଆପଣା ହାତ ରଖି ପାରିବେ ଓ ସମାନଙ୍କେ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ଧମକ ଦଇେ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ।

ମାର୍କଲିଖିତ ସୁସମାଚାର 10:14

ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ, େଛାଟ େଛାଟ ପିଲାମାନେ ମାେ ପାଖକୁ ଆସନ୍ତୁ। ସମାନଙ୍କେୁ ଅଟକାଅ ନାହିଁ। କାରଣ ପରମେଶ୍ବରଙ୍କ ରାଜ୍ଯ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ।

ଲୂକଲିଖିତ ସୁସମାଚାର 5:22

କିନ୍ତୁ ଯୀଶୁ ଜାଣପାରିଲେ ଯେ ସମାନେେ କ'ଣ ଭାବୁଛନ୍ତି। ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ଏଭଳି ବିଚାର କାହିଁକି ଆଣୁଛ?

ଲୂକଲିଖିତ ସୁସମାଚାର 7:39

ଯେଉଁ ଫାରୁଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, ଯୀଶୁ ଯଦି ପ୍ରକୃତ ରେ ଜଣେ ଭବିଷ୍ଯଦ୍ବକ୍ତା ହାଇେଥା'ନ୍ତେ, ତବେେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।

ଯୋହନଲିଖିତ ସୁସମାଚାର 2:25

ମନୁଷ୍ଯର ମନ ଭିତ ରେ କ'ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟ ରେ ବୁଝଇବୋ କାହାରି ଦରକାର ନଥିଲା।

ଯୋହନଲିଖିତ ସୁସମାଚାର 16:30

ଆମ୍ଭେ ବର୍ତ୍ତମାନ ଦେଖି ପାରୁଛୁ ଯେ ତୁମ୍ଭେ ସବୁ କିଛି ଜାଣ। ତୁମ୍ଭେ ଜଣଙ୍କୁ ତା'ର ପ୍ରଶ୍ନ ପଚାରିବା ପୂର୍ବରୁ ଉତ୍ତର କହିପାର। ଏହା ଦ୍ବାରା ଆମ୍ଭର ବିଶ୍ବାସ ହାଇେଛି ଯେ ତୁମ୍ଭେ ପରମେଶ୍ବରଙ୍କଠାରୁ ଆସିଛ।

ଯୋହନଲିଖିତ ସୁସମାଚାର 21:17

ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:20

ଭାଇ ଓ ଭଉଣୀମାନେ, ବୁଦ୍ଧି ରେ ପିଲାମାନଙ୍କ ପରି ହୁଅନାହିଁ ବରଂ ମନ୍ଦ ବିଷୟ ରେ ଶିଶୁ ପରି ହୁଅ ଓ ବୁଦ୍ଧି ରେ ପୂର୍ଣ୍ଣ ବୟସ୍କ ହୁଅ।

Interlinear

Choose Theme