ଯୋହନ କହିଲେ, ଗୁରୁ, ଆମ୍ଭମାନେେ ଜଣେ ଲୋକକୁ ଆପଣଙ୍କ ନାମ ନଇେ ଭୂତମାନଙ୍କୁ ଲୋକଙ୍କ ଦହରେୁ ତଡି ଦେଉଥିବାର ଦେଖିଲୁ। ଆମ୍ଭମାନେେ ତାହାକୁ ଏସବୁ ବନ୍ଦ କରିବାକୁ କହିଲୁ। କାରଣ ସେ ଆମ୍ଭ ଶିଷ୍ଯମାନଙ୍କ ଗୋଷ୍ଠୀର ଲୋକ ନୁହେଁ।
Cross references
ତହୁଁ ଜଣେ ୟୁବକ ଦୌଡି ୟାଇ ମାଶାଙ୍କେୁ କହିଲା, ଇଲଦଦ୍ ଓ ମଦେଦ୍ ଛାଉଣୀ ଭିତ ରେ ରହି ଭବିଷ୍ଯତ କଥା ପ୍ରଚାର କରୁଅଛନ୍ତି।
ଯୋହନ ଯୀଶୁଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ନାମ ନଇେ ଲୋକଙ୍କ ଦହରେୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭମାନେେ ଦେଖିଲୁ। ଆମ୍ଭମାନେେ ତାକୁ ମନାକରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।
ପୁଣି ଲୋକମାନେ ଯୀଶୁଙ୍କୁ ପାଖକୁ ସମାନଙ୍କେର େଛାଟ େଛାଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦଇେ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ବାରଣ କଲେ ଯେ ସମାନେେ ସମାନଙ୍କେର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ।
ଶମାନେ କହିଲେ, ପ୍ରଭୁ, ମାଛ ଧରିବା ପାଇଁ ଆମ୍ଭମାନେେ ରାତିସାରା କଠିନ ପରିଶ୍ରମ କଲୁ, ମାତ୍ର କିଛି ହେଲେ ପାଇଲୁ ନାହିଁ। ଏବେ ତୁମ୍ଭେ ଜାଲ ପକାଇବାକୁ କହୁଛ। ତେଣୁ ମୁଁ ଜାଲ ପକାଇବି।
ତେଣୁ ସମାନେେ ପ୍ ରରେିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମ ରେ କୌଣସି କଥା ବା ଉପଦେଶ ନ ଦବୋପାଇଁ ଆଦେଶ ଦେଲେ।
ଆମ୍ଭେ ତୁମ୍ଭମାନଙ୍କୁ ଯୀଶୁଙ୍କ ନାମ ରେ ଶିକ୍ଷା ନ ଦବୋପାଇଁ କଠାେର ଆଦେଶ ଦଇେଥିଲୁ କିନ୍ତୁ ତୁମ୍ଭମାନେେ ନିଜନିଜ ଶିକ୍ଷା ଦ୍ବାରା ୟିରୂଶାଲମକୁ ପୂର୍ଣ୍ଣ କରି ଦଇେଛ। ତୁମ୍ଭମାନେେ ଏ ଲୋକର ମୃତ୍ଯୁ ଦୋଷ ଆମ୍ଭମାନଙ୍କ ଉପରେ ଲଦି ଦବୋପାଇଁ ଚ଼ାହୁଁଛ।
ସମାନେେ ଆମ୍ଭକୁ ଅଣଯିହୂଦୀମାନଙ୍କ ନିକଟରେ ଶିକ୍ଷା ଦବୋ ପାଇଁ ଅଟକାଇବାକୁ ଚେଷ୍ଟା କରନ୍ତି। ଅଣୟିହୁଦୀମାନେ ଉଦ୍ଧାର ହୁଅନ୍ତୁ, ଏହି ଉଦ୍ଦେଶ୍ଯ ରେ ଆମ୍ଭେ ସମାନଙ୍କେୁ ଶିକ୍ଷା ଦେଉ। କିନ୍ତୁ ଯିହୂଦୀମାନେ ପୂର୍ବରୁ କରିଥିବା ପାପଗୁଡ଼ିକର ସୂଚୀ, ବର୍ତ୍ତମାନ ମଧ୍ଯ ବଢ଼ି ଚାଲିଛି। ଏବେ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ କୋର୍ଧ ସମାନଙ୍କେ ଉପରେ ଆସି ପଡ଼ିଲାଣି।
ମୁଁ ମଣ୍ଡଳୀକୁ ଗୋଟିଏ ପତ୍ର ଲେଖିଥିଲି। କିନ୍ତୁ ଦିୟତ୍ରଫା ଆମ୍ଭ କଥା ଶୁଣିବା ପାଇଁ ରାଜି ନୁହେଁ। ସେ ସର୍ବଦା ସଠାେରେ ନେତା ହାଇେ ରହିବା ପାଇଁ ଚା ହେଁ।