ଯୀଶୁଙ୍କ ଶିଷ୍ଯ ଯାକୁବ ଓ ଯୋହନ ଏହା ଦେଖିଲେ। ସମାନେେ କହିଲେ, ପ୍ରଭୁ ସ୍ବର୍ଗରୁ ଅଗ୍ନି ବର୍ଷା କରି ସମାନଙ୍କେୁ ଧ୍ବଂସ କରିଦବୋପାଇଁ ଆମ୍ଭେ ଆଦେଶ ଦବେୁ ବୋଲି କ'ଣ ଆପଣ ଚାହୁଁଛନ୍ତି?
Cross references
ଗିବିଯୋନୀଯମାନେ ଇଶ୍ରାୟେଲୀୟ ନ ଥିଲେ। ସମାନେେ ଇ ମାରେୀଯ ବଂଶଧର ଥିଲେ। ଇଶ୍ରାୟେଲୀୟମାନେ ପ୍ରତିଜ୍ଞା କରିଥିଲେ ସମାନେେ ଗିବିଯୋନୀଯମାନଙ୍କୁ ହତ୍ଯା କରିବେ ନାହିଁ। କିନ୍ତୁ ଶାଉଲ ସମାନଙ୍କେୁ ହତ୍ଯା କରିବାକୁ ଚେଷ୍ଟା କରିଥିଲେ। କାରଣ ତାଙ୍କର ଇଶ୍ରାୟେଲୀୟମାନଙ୍କ ପ୍ରତି ଓ ୟିହକ୍ସ୍ଟଦାମାନଙ୍କ ପ୍ରତି ଉଦ୍ୟୋଗୀ ହାଇେ ସମାନଙ୍କେୁ ବଧ କରିବାକୁ ଚେଷ୍ଟା କରିଥିଲେ।
ଏଲିଯ ସହେି ପଗ୍ଭଶ ଲୋକ ଅଧିନାଯକଙ୍କୁ କହିଲେ, ଯଦି ମୁଁ ପରମେଶ୍ବରଙ୍କ ଲୋକ ହାଇେଥାଏ, ତବେେ ସ୍ବର୍ଗରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ ଲୋକଙ୍କୁ ଗ୍ରାସ କରୁ।
ଯହେୂ କହିଲେ, ମାେ ସହିତ ଆସ, ସଦାପ୍ରଭୁଙ୍କ ପ୍ରତି ମାରେ କିପରି ଦୃଢ ଆସ୍ଥା ତାହା ଦେଖି ପାରିବ।
ତଥାପି ତା'ପରେ ଯହେୂ ସଦାପ୍ରଭୁଙ୍କର ଆଦେଶଗୁଡିକ ପୂର୍ଣ୍ଣଦୟା ରେ ଅନୁକରଣ କଲେ ନାହିଁ। ନବାଟଙ୍କ ପୁତ୍ର ୟାରବିଯାମଙ୍କର ପାପକୁ ଯହେୂ ସଂପୂର୍ଣ୍ଣ ରୂପେ ପରିତ୍ଯାଗ କରି ପାରିଲେ ନାହିଁ, ୟିଏ ଇଶ୍ରାୟେଲର ପାପ କରିବାର କାରଣ ହାଇେଥିଲା।
ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ଯ ସମୟ ଅଛି। ଧ୍ବଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ଯ ସମୟ ଅଛି।
ହେ ପ୍ରଭୁ, ବର୍ତ୍ତମାନ ସମାନେେ କ'ଣ କହୁଅଛନ୍ତି, ତାହା ଶୁଣ। ସମାନେେ ଆମ୍ଭମାନଙ୍କୁ ଭୟ ଦଖାେଉଛନ୍ତି। ପ୍ରଭୁ, ଆମ୍ଭମାନେେ ତୁମ୍ଭର ସବେକ ଅଟୁ, ତେଣୁ ତୁମ୍ଭେ ଯାହା ଚାହଁ, ତାହା ନିର୍ଭୟ ରେ କହିବା ପାଇଁ ଆମ୍ଭକୁ ସାହାୟ୍ଯ କର।
ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।
ଯଦି ତୁମ୍ଭେ ନିହାତି ସ୍ବାର୍ଥପର ଓ ତୁମ୍ଭ୍ ହୃଦୟ ରେ ଈର୍ଷାଭାବ ଅଛି, ତା' ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କବଳେ ମିଛ, ଏବଂ ତାହା ସତ୍ଯକୁ ଘାଡ଼ୋଇ ଦିଏ।
ତାହାର ମସ୍ତକଗୁଡ଼ିକ ମଧ୍ଯରୁ ଗୋଟିଏ ମସ୍ତକ ଆଘାତ ପ୍ରାପ୍ତ ହାଇେଥିବା ପରି ଓ ମରାଯାଇଥିବା ପରି ଦଖାଗେଲା। କିନ୍ତୁ ତା'ର ମାରାତ୍ମକ କ୍ଷତି ଭଲ ହାଇଯୋଇଥିଲା। ପୃଥିବୀର ସବୁ ଲୋକମାନେ ତାହାକୁ ଦେଖି ଆଶ୍ଚର୍ୟ୍ଯ ହେଲେ ଓ ସହେି ପଶୁର ଅନୁଗମନ କଲେ।