କିନ୍ତୁ ଯୀଶୁ ତାହାକୁ କହିଲେ, ମୃତ ଲୋକଙ୍କୁ ମୃତ ଲୋକମାନେ କବର ଦବେେ। କିନ୍ତୁ ତୁମ୍ଭେ ଯାଇ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ପ୍ରଚାର କର।
Cross references
କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସି ହବୋ ଓ ଭୋଜି କରିବା ଉଚିତ।'
ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?
ସୁସମାଚାର ପ୍ରଚାର କରିବା ପାଇଁ ମାରେ ଗର୍ବ କରିବା କିଛି ନାହିଁ। ଏହା ମାହେର କର୍ତ୍ତବ୍ଯ। ମୁଁ ଯଦି ସୁସମାଚାର ପ୍ରଚାର ନ କରିବି, ତବେେ ମାେ ଜୀବନ ଧିକ୍।
ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତ ରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ଯ ଜାଗତିକ ଦୃଷ୍ଟି ରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସପରେି ଭାବୁନାହୁଁ।
ପୂର୍ବରୁ ତୁମ୍ଭର ପାପ ହତେୁ ଓ ପରମେଶ୍ବରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ୟ୍ଯ ହତେୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।
ସେ ସମୟରେ ଆମ୍ଭେ ପରମେଶ୍ବରଙ୍କ ଇଚ୍ଛା ବିରୁଦ୍ଧ ରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ହତେୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।
କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ଯ କବଳେ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ଯ ପ୍ରକୃତ ରେ ମୃତ।
ଆମ୍ଭ ସମସ୍ତଙ୍କ କଷ୍ଟ ରେ ଭାଗୀ ହୁଅ। ଖ୍ରୀଷ୍ଟଯୀଶୁଙ୍କ ଜଣେ ଅନୁଗତ ଓ ପ୍ରକୃତ ସୈନିକ ଭାବରେ ସହେି କଷ୍ଟଗୁଡ଼ିକ ସହିଯାଅ।
ଲୋକମାନଙ୍କୁ ସୁସମାଚାର ପ୍ରଚାର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସମାନେେ କ'ଣ କରିବା ଉଚିତ, ସମାନେେ ଭୁଲ କଲା ବେଳେ ସମାନଙ୍କେୁ ଅନୁୟୋଗ କର ଓ ସମାନଙ୍କେୁ ଉତ୍ସାହ ଦିଅ। ଅତି ର୍ଧୈୟ୍ଯ ସହକା ରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ବାରା ଏହି ସମସ୍ତ ବିଷୟ କର।
କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂୟମ କର। କ୍ଲେଶ ଆସିଲେ ସଗେୁଡିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ବରଙ୍କ ଜଣେ ସବେକ ଭାବରେ ସମସ୍ତ କର୍ତ୍ତବ୍ଯ କରୁଥାଅ।
ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ : ଯାହାଙ୍କଠା ରେ ପରମେଶ୍ବରଙ୍କର ସାତାଟେି ଆତ୍ମା ଓ ସାତାଟେି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, ମୁଁ ତୁମ୍ଭ କର୍ମ ବିଷୟ ରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତ ରେ ମୃତ।