Home Bibles ଲୂକଲିଖିତ ସୁସମାଚାର 9:7 · ଓଡ଼ିଆ ବାଇବେଲ
ଲୂକଲିଖିତ ସୁସମାଚାର 9:7 · ଓଡ଼ିଆ ବାଇବେଲ

ଇତି ମଧିଅରେ ସାମନ୍ତ ରାଜା ହରେୋଦ ଏହି ଘଟଣାଗୁଡିକ ବିଷୟ ରେ ଶୁଣି ଗଭୀର ଚିନ୍ତା ରେ ପଡିଗଲେ। କାରଣ କେତକେ ଲୋକ କହୁଥିଲେ, ବାପ୍ତିଜକ ଯୋହନ ପୁଣି ମୃତ୍ଯୁରୁ ବଞ୍ଚି ଉଠିଛନ୍ତି।

Cross references

ଆୟୁବ ପୁସ୍ତକ 18:11

ଭୟଙ୍କରତା ତାଙ୍କ ଚାରିପାଖ ରେ ଅପେକ୍ଷା କରିଛି, ଭୟ ତାଙ୍କର ପ୍ରତିଟି ପଦକ୍ଷପକେୁ ଗୋଡ଼ଇବେ।

ଗୀତସଂହିତା 73:19

ହଠାତ୍ ସମାନେେ ଧ୍ବଂସରେ ପଡ଼ିୟାନ୍ତି। ସମାନେେ ଭୟଙ୍କର ଘଟଣାରେ ଲୋପ ପାଇଲେ।

ଯିଶାଇୟ 22:5

ସଦାପ୍ରଭୁ ଏକ ସ୍ବତନ୍ତ୍ର ଦିନ ବାଛିଛନ୍ତି। ସହେିଦିନ ସଠାେ ରେ ବିଦ୍ରୋହ ଓ ବ୍ଯାକୁଳତା ଦଖାେ ଦବେ। ଦର୍ଶନ ଉପତ୍ୟକା ରେ ଲୋକମାନେ ପରସ୍ପରକୁ ଦଳିବେ। ପ୍ରାଚୀରଗୁଡ଼ିକୁ ଭାଙ୍ଗି ପକାଇବେ। ସହେି ଲୋକମାନେ ଉପତ୍ୟକା ରେ ନଗରର ଲୋକମାନଙ୍କ ପ୍ରତି ପର୍ବତ ଉପ ରେ ଆର୍ତ୍ତନାଦ କରିବେ।

ମୀଖା 7:4

ଏପରିକି ସମାନଙ୍କେ ମଧିଅରେ ଯେ ସର୍ବୋତ୍ତମ ସେ ବୁଦା ରେ କଣ୍ଟକ ସଦୃଶ। ଆଉ ସବୁଠାରୁ ସରଳ ବ୍ଯକ୍ତି ଅଧିକ ଜଟିଳ ଓ କଣ୍ଟାବାଡ ରେ କଣ୍ଟକ ସଦୃଶ ଅଟେ।

ମାଥିଉଲିଖିତ ସୁସମାଚାର 14:1

ସହେି ସମୟରେ ଯୀଶୁଙ୍କ ବିଷୟ ରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହରେୋଦ ଶୁଣିଲେ।

ମାର୍କଲିଖିତ ସୁସମାଚାର 6:14

ରାଜା ହରେୋଦ ଯୀଶୁଙ୍କ ବିଷୟ ରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ଯାତି ଗ୍ଭରିଆଡେ ବ୍ଯାପି ଯାଇଥିଲା। କେତକେ ଲୋକ କହୁଥିଲେ, ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ଯୁରୁ ପୁନରୂତ୍ଥିତ ହାଇେଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ୟ୍ଯକାର୍ୟ୍ଯ କରି ପାରୁଛନ୍ତି।

ଲୂକଲିଖିତ ସୁସମାଚାର 3:1

ତିବିରିଅ କାଇସରଙ୍କ ରାଜ୍ବତର ପନ୍ଦରତମ ବର୍ଷ ସମୟର କଥା।

ଲୂକଲିଖିତ ସୁସମାଚାର 9:19

ସମାନେେ ଉତ୍ତର ଦେଲେ, କେତକେ କହୁଛନ୍ତି ଯେ ଆପଣ ବାପ୍ତିଜକ ଯୋହନ। କେତକେ କହୁଛନ୍ତି ଯେ ଆପଣ ଏଲିୟ। ଏବଂ ଅନ୍ୟ କେତକେ କହୁଛନ୍ତି ଯେ ଆପଣ କାଳ ପୂର୍ବେ ଥିବା ଭବିଷ୍ଯଦ୍ବକ୍ତାମାନଙ୍କ ମଧ୍ଯରୁ ପୁନର୍ବାର ବଞ୍ଚି ଉଠିଥିବା କୌଣସି ଏକ ଭବିଷ୍ଯଦ୍ବକ୍ତା।

ଲୂକଲିଖିତ ସୁସମାଚାର 21:25

ସୂର୍ୟ୍ଯ, ଚନ୍ଦ୍ର ଓ ତାରାମାନଙ୍କ ରେ ସଙ୍କତେ ରୂପକ ଅନକେ ଅଦ୍ଭୁତ ବିଷୟ ଘଟିବ। ପୃଥିବୀ ରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ'ଣ ପାଇଁ ଏପରି ହେଲା, ଜାଣିବେ ନାହିଁ।

Interlinear

Choose Theme