ପରମେଶ୍ବର ଆମ୍ଭ ସମସ୍ତଙ୍କର ପିତା ଓ ଆମ୍ଭ ସମସ୍ତଙ୍କର ସୃଷ୍ଟିକର୍ତ୍ତା। ତେଣୁ କାହିଁକି ଆମ ମଧ୍ଯରୁ କହେି ଜଣେ ଅନ୍ୟ ଜଣକୁ ପ୍ରତାରଣା କରୁଛି? କାହିଁକି ଆମ୍ଭମାନେେ ଜଣେ ଅନ୍ୟ ଜଣ ପ୍ରତି ଅବିଶ୍ବସ୍ତ? କାହିଁକି ପରମେଶ୍ବର ଯେଉଁ ଚୁକ୍ତି ଆମ୍ଭ ପୂର୍ବପୁରୁଷଙ୍କ ସହିତ କରିଥିଲେ, ଆମ୍ଭମାନେ ତାହା ଭାଙ୍ଗୁଛୁ?
Cross references
ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।
ଏହାପରେ ସଦାପ୍ରଭୁ କହିଲେ, ମୁଁ ଏହି ନିଯମ ତୁମ୍ଭମାନଙ୍କର ସହିତ କରିଅଛି, ମୁଁ ତୁମ୍ଭମାନଙ୍କ ପ୍ରତି ଏପରି କାର୍ୟ୍ଯ କରିବି ଯେ, ପୃଥିବୀ ରେ କୌଣସି ଲୋକମାନଙ୍କ ପାଇଁ ଏପରି କରାୟାଇ ନାହିଁ। ତୁମ୍ଭମାନଙ୍କ ସହିତ ଥିବା ଲୋକମାନେ ମାରେ ମହାନତା ଜାଣି ପାରିବେ ଯେ, ମୁଁ ସଦାପ୍ରଭୁ ମହାନ। ଲୋକମାନେ ମାରେ ଆଶ୍ଚର୍ୟ୍ଯ କର୍ମମାନ ଦେଖିବେ ଯାହା ତୁମ୍ଭମାନଙ୍କ ପାଇଁ ମୁଁ କରିବି।
କଦାପି ସଦାପ୍ରଭୁଙ୍କ ଉପଦେଶରକ୍ସ୍ଟ ବିଚକ୍ସ୍ଟ୍ଯତ ହକ୍ସ୍ଟଅ ନାହିଁ। କଦାପି ଅନ୍ୟମାନଙ୍କ ସହିତ ବନ୍ଧକ୍ସ୍ଟ ହକ୍ସ୍ଟଅ ନାହିଁ। ଯେଉଁମାନେ କି ଇଶ୍ରାୟେଲଙ୍କର ଅଂଶ ନକ୍ସ୍ଟହଁନ୍ତି। କୌଣସି ଅନ୍ୟ ବଂଶମାନଙ୍କ ସହିତ ବିବାହ କରନାହିଁ। ଇଶ୍ରାୟେଲ ନକ୍ସ୍ଟହଁନ୍ତି କିନ୍ତୁ ଯଦି ତୁମ୍ଭେ ସମାନଙ୍କେର ବନ୍ଧକ୍ସ୍ଟ ହକ୍ସ୍ଟଅ।
କିନ୍ତୁ ମୁ ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷ ଅବ୍ରହାମଙ୍କକ୍ସ୍ଟ ସେ ଭୂମିରକ୍ସ୍ଟ ଆଣି ନଦୀ ଏପାରି ରେ ରଖିଲି। ମୁ ତାଙ୍କୁ କିଣାନ ଦେଶର ସବୁଆଡେ ଆଗଇେ ନଲେି, ଏବଂ ତା'ର ବଂଶକକ୍ସ୍ଟ ବହକ୍ସ୍ଟ ସନ୍ତାନ ଦଲେି। ଏବଂ ତାକକ୍ସ୍ଟ ମଧ୍ଯ ଏକ ପକ୍ସ୍ଟତ୍ର ଦଲେି ଯାହାର ନାମ ଇସ୍ହାକ।
ହେ ପରମେଶ୍ବର, ତୁମ୍ଭେ ଆପଣା ଦାସ ଭବିଷ୍ଯଦ୍ବକ୍ତାଗଣ ଦ୍ବାରା ଆଜ୍ଞାକରି କହିଥିଲ, ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ। ତାହା ଅନ୍ୟ ଦେଶ ଗୋଷ୍ଠୀଯମାନଙ୍କ ଅଶୌଚ ଦ୍ବାରା ଅଶୁଚି ଦେଶ ହାଇେଅଛି। ସମାନଙ୍କେର ଘୃଣାୟୋଗ୍ଯ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ୟ୍ଯନ୍ତ ସମାନଙ୍କେ ପାପରେ ପରିପୂର୍ଣ୍ଣ କରିଅଛି।
ଏହାପରେ ଏଲାମର ବଂଶଧରମାନଙ୍କ ମଧ୍ଯରୁ ୟିହୀଯଲରେ ପୁତ୍ର ଶଖନିଯ ଏଜ୍ରାଙ୍କୁ କହିଲା, ଆମ୍ଭେ ଆମ୍ଭର ପରମେଶ୍ବରଙ୍କୁ ବିଶ୍ବାସଘାତ କରୁଛୁ। ଆମ୍ଭେ ଅନ୍ୟ ଦେଶୀଯମାନଙ୍କୁ ବିବାହ କରିଛୁ। କିନ୍ତୁ ଆମ୍ଭେ ଏପରି କଲେ ମଧ୍ଯ ଆମ୍ଭମାନଙ୍କର ଇଶ୍ରାୟେଲଙ୍କ ପ୍ରତି ଭରସା ଅଛି।
ହେ ମାରେ ପରମେଶ୍ବର, ସମାନଙ୍କେୁ ସ୍ମରଣ କର। ଯେ ହତେୁ ସମାନେେ ଯାଜକପଦକୁ ଆଉ ଯାଜକ ପଦ ରେ ଓ ଲବେୀୟମାନଙ୍କର ନିଯମକୁ କଳଙ୍କିତ କରିଛନ୍ତି।
ପରମେଶ୍ବର ମାରେ ମା'ର ଶରୀର ଭିତ ରେ ମାେତେ ସୃଷ୍ଟି କରିଛନ୍ତି। ସେ ମଧ୍ଯ ମାରେ ଦାସମାନଙ୍କୁ ସୃଷ୍ଟି କରିଛନ୍ତି। ପରମେଶ୍ବର ଆମ୍ଭକୁ ମା'ର ଗର୍ଭ ଭିତ ରେ ଗଢ଼ିଛନ୍ତି।
ତୁମ୍ଭମାନେେ ଜାଣ ସଦାପ୍ରଭୁ ହିଁ ପରମେଶ୍ବର ଅଟନ୍ତି। ସେ ଆମ୍ଭକୁ ସୃଷ୍ଟି କରିଛନ୍ତି। ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମଷେ।
ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।
ଆମ୍ଭ ନାମ ରେ ଖ୍ଯାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍େଥ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ଯକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।'
ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ବରୂପ, ଇଶ୍ରାୟେଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁଁ।
ଆମ୍ଲଭ ସଦାପ୍ରଭୁସଯ କି ତୁମ୍ଭକୁ ଗଢ଼ିଲଲ ମାତୃ ଗର୍ଭରୁ ତୁମ୍ଭକୁସଯ ନିର୍ମାଣ କଲଲ। ୟିଏ ତୁମ୍ଭକୁ ସାହାୟ୍ଯ କଲଲ,ସସହି ସଦାପ୍ରଭୁ କୁହନ୍ତି,ସହ ଆମ୍ଭର ଦାସ ଯାକୁବ,ସହ ଆମ୍ଭର ମଲନାନୀତ ଶିଶୁଗଣ, ଭୟ କର ନାହିଁ।
ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତବେେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ବାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।
ଯଦିଓ ଅବ୍ରହାମ ଆମ୍ଭକୁ ଜାଣନ୍ତି ନାହିଁ, ଓ ଇଶ୍ରାୟେଲ ଯାଜକ ଆମ୍ଭମାନଙ୍କୁ ସ୍ବୀକାର କରନ୍ତି ନାହିଁ, ସଦାପ୍ରଭୁ ତୁମ୍ଭେ ଆମ୍ଭମାନଙ୍କର ପିତା ଏବଂ ଅନନ୍ତକାଳ ପର୍ୟ୍ଯନ୍ତ ଯେ, ଆମ୍ଭକୁ ରକ୍ଷା କରିଛ।
ତୁମ୍ଭ ନାମ ରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତଜେିତ କରିବାକୁ କହେି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହାଇେଅଛି ଓ ଆମ୍ଭମାନଙ୍କ ପାପଦ୍ବାରା ଆମ୍ଭମାନଙ୍କୁ କ୍ଷଯ କରିଅଛ।
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ। ଆମ୍ଭମାନେେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର। ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ।
ତୁମ୍ଭମାନେେ ପ୍ରେତ୍ୟକକ ପ୍ରତିବେଶୀ ପ୍ରତି ସାବଧାନ ହୁଅ ଓ କୌଣସି ଭ୍ରାତାକୁ ବିଶ୍ବାସ କର ନାହିଁ। କାରଣ ପ୍ରେତ୍ୟକକ ଭ୍ରାତା ପ୍ରତାରକ ଓ ପ୍ରେତ୍ୟକକ ପ୍ରତିବେଶୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।
ହେ ମନୁଷ୍ଯ ପୁତ୍ର, ଯେଉଁମାନେ ଇଶ୍ରାୟେଲ ଦେଶର ସହେି ଧ୍ବଂସପ୍ରାପ୍ତ ସ୍ଥାନ ରେ ବାସ କରନ୍ତି, ସମାନେେ କହୁଅଛନ୍ତି, 'ଅବ୍ରହାମ ଏକମାତ୍ର ଜଣେ ବ୍ଯକ୍ତି ଥିଲେ, ତଥାପି ସେ ଦେଶ ଅଧିକାର କରିବା ପାଇଁ ଆସିଲେ। କିନ୍ତୁ ଆମ୍ଭମାନେେ ଅନକେ ଲୋକ, ତେଣୁ ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦିଆଗଲା।'
ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।
ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, ପିଲାମାନେ ସମାନଙ୍କେର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସମାନଙ୍କେର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭମାନେେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହିଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭମାନେେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁନାହିଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ଯ ମନୋଭାବ ଦଖାେଉଛ।
ମାତ୍ର ତୁମ୍ଭେ ଯାଜକଗଣ ଆମ୍ଭ ପଥରୁ ବିମୁଖ ହାଇେଛ ଏବଂ ତୁମ୍ଭମାନେେ ବହୁତ ଲୋକମାନଙ୍କୁ ଭୂଲ୍ ପଥରେ ୟିବା ପାଇଁ ଶିଖାଇଲ। ତୁମ୍ଭମାନେେ ଲବେୀଙ୍କ ସହିତ ହାଇେଥିବା ଚୁକ୍ତିକୁ ଲଙ୍ଘନ କଲ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଥିଲେ।
ଯିହୁଦାର ଲୋକମାନେ ଅବିଶ୍ବସ୍ତ ଥିଲେ। ୟିରୁଶାଲମ ଓ ଇଶ୍ରାୟେଲର ଲୋକମାନେ ବହୁତ ଘୃଣିତ କାର୍ୟ୍ଯ କରିଛନ୍ତି। ପରମେଶ୍ବର ତାଙ୍କର ମନ୍ଦିରକୁ ଭଲପାଆନ୍ତି, ମାତ୍ର ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କରିଛନ୍ତି। ସମାନେେ ବିଦେଶୀ ଦବେତାର କନ୍ଯାକୁ ବିବାହ କଲେ।
ତୁମ୍ଭମାନେେ ପଗ୍ଭରିବ, କାହିଁକି ଆମ୍ଭମାନଙ୍କର ଏହି ଭଟେି ଗୃହୀତ ହବେ ନାହିଁ? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ପ୍ରତ୍ଯକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ୟୁବକାବସ୍ଥା ରେ ବିବାହ କରିଛ। ସେ ତୁମ୍ଭର ସାଥି ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପ ରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।
ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।
ଭାଇ ତା ନିଜ ଭାଇକ,ୁ ବାପା-ମାଆ ନିଜ ପିଲାପିଲିଙ୍କୁ ମରଣ ମୁହଁକୁ ଠଲେି ଦବେେ। ପିଲାମାନେ ନିଜ ବାପା-ମାଆଙ୍କ ବରୁଦ୍ଧ ରେ ଠିଆ ହବେେ ଓ ତାହାଙ୍କୁ ମାରି ପକାଇବେ।
ସମାନେେ କେତକେ ହରୋଦୀୟ ମାନଙ୍କ ସହିତ ନିଜର କେତକେ ଶିଷ୍ଯଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସମାନେେ ଯାଇ କହିଲେ, ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଅନ୍ୟମାନେ କଣ ଭାବୁଛନ୍ତି, ସେ ବିଷୟ ରେ ତୁମ୍ଭେ ଆଦୌ ଭୟ କରନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ।
ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ।
ତୁମ୍ଭମାନେେ ପ୍ରକୃତ ରେ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରିଛ ବୋଲି ତୁମ୍ଭମାନଙ୍କୁ ନିଜ କାର୍ୟ୍ଯ ଦ୍ବାରା ପ୍ରମାଣିତ କରିବାକୁ ହବେ। ଗର୍ବ କରି କୁହନାହିଁ ଯେ 'ଅବ୍ରାହାମ ଆମ୍ଭମାନଙ୍କର ପିତା।' ମୁଁ ତୁମ୍ଭମାନଙ୍କୁ କହୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରନ୍ତି।
ଯିହୂଦୀମାନେ କହିଲେ, ଅବ୍ରହାମ ଆମ୍ଭମାନଙ୍କର ପିତା।
ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ୟ୍ଯ ଗୁଡିକ କରୁଛ।
ତୁମ୍ଭେ କ'ଣ ଭାବୁଛ ଯେ ତୁମ୍ଭେ ଆମ୍ଭ ପିତା ଅବ୍ରାହାମଙ୍କଠାରୁ ମହାନ୍? ଅବ୍ରାହାମ ତ' ମରିଗଲେ ଓ ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ମରିଗଲେ। ତୁମ୍ଭେ ନିଜକୁ କିଏ ବୋଲି ଭାବୁଛ?
ମାରେ ଆଗମନ ଦେଖି ପାରିବେ ବୋଲି ଆଶାକରି ତୁମ୍ଭ ପିତା ଅବ୍ରାହାମ ବହୁତ ଖୁସି ହାଇେଥିଲେ। ସେ ସହେି ଦିନଟି ଦେଖିଲେ ଓ ଖୁସି ହେଲେ।
ସେ ଉତ୍ତର ଦେଲେ, ମାରେ ଯିହୂଦୀ ପିତାମାନେ ଓ ଭାଇମାନେ, ମାେ କଥା ଶୁଣ। ଆମ୍ଭର ପିତା ଅବ୍ରାହାମ ହାରୋଣ ନଗର ରେ ବାସ କରିବା ପୂର୍ବରୁ ଯେତବେେଳେ ମସପେତାମିଆ ରେ ଥିଲେ, ସେତବେେଳେ ଗୌରବମୟ ପରମେଶ୍ବର ତାହାଙ୍କୁ ଦର୍ଶନ ଦଇେ କହିଲେ,
ତା' ପରଦିନ ସେ ଦୁଇଜଣ ଯିହୂଦୀ ଲୋକଙ୍କୁ ପରସ୍ପର ମଧିଅରେ କଳି କରୁଥିବାର ଦେଖିଲେ। ସେ ସମାନଙ୍କେ ମଧିଅରେ ଶାନ୍ତି ସ୍ଥାପନ କରିବାକୁ ଚେ଼ଷ୍ଟା କଲେ ଓ କହିଲେ, ' ହେ ଲୋକମାନେ, ତୁମ୍ଭମାନେେ ପରସ୍ପର ଭାଇଭାଇ। ତୁମ୍ଭମାନେେ ପରସ୍ପର ଭିତ ରେ କାହିଁକି କଳି କରୁଛ?'
ସେ ପରମେଶ୍ବର ଜୀବନ ଓ ପ୍ରାଣବାଯୁ ପ୍ରଦାନ କରନ୍ତି। ସେ ମନୁଷ୍ଯମାନଙ୍କର ସାହାୟ୍ଯ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ।
ତା' ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରାହାମଙ୍କ ବିଷୟ ରେ କ'ଣ କହି ପାରିବା?
କବଳେ ଏତିକି ନୁହେଁ। ଆମ୍ଭର ପୂର୍ବ ପୁରୁଷ ୟିସ୍ହାଙ୍କ ଠାରୁ ରିବିକା ଦୁଇଟି ସନ୍ତାନ ଲାଭ କରିଥିଲେ।
କିନ୍ତୁ ଏବେ ଜଣେ ଭାଇ ଅନ୍ୟଭାଇ ବିରୁଦ୍ଧ ରେ ଅଦାଲତକୁ ଯାଉଛି, ଓ ଅବିଶ୍ବାସୀ ଲୋକଙ୍କୁ ବିବାଦ ସମାଧାନ ପାଇଁ ସୁଯୋଗ ଦେଉଛି।
କିନ୍ତୁ ଆମ୍ଭ ପାଇଁ ଜଣେ ପରମେଶ୍ବର ଅଛନ୍ତି। ସେ ଆମ୍ଭର ପରମପିତା। ସମସ୍ତ ବିଷୟ ତାହାଙ୍କଠାରୁ ଆ ସେ, ଓ ଆମ୍ଭେ ତାହାଙ୍କ ପାଇଁ ଜୀବିତ ଅଛୁ। ପ୍ରଭୁ କବଳେ ଜଣେ। ସେ ଯୀଶୁଖ୍ରୀଷ୍ଟ ଅଟନ୍ତି। ପ୍ରେତ୍ୟକକ ବିଷୟ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ନିର୍ମିତ, ଓ ସେ ଆମ୍ଭମାନଙ୍କୁ ଜୀବନ ଦଇେଛନ୍ତି।