ଆମ୍ଭେ ତୁମ୍ଭର ଶସ୍ଯକୁ ନଷ୍ଟ କରିବା ପାଇଁ କୀଟ ପଠାଇବା ନାହିଁ। ତୁମ୍ଭମାନଙ୍କର ଦ୍ରାକ୍ଷାଲତାସବୁ ଫଳ ଧାରଣ କରିବ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।
Cross references
ଆମ୍ଭେ ଉପୟକ୍ସ୍ଟକ୍ତ ସମୟରେ ତକ୍ସ୍ଟମ୍ଭ ଦେଶ ରେ ବୃଷ୍ଟି କରାଇବ। ଅର୍ଥାତ୍ ଆଦ୍ଯବୃଷ୍ଟି ଓ ଶଷେବୃଷ୍ଟି କରିବା। ତହିଁରେ ତୁମ୍ଭେ ଆପଣା ଶସ୍ଯ ଓ ଆପଣା ଦ୍ରାକ୍ଷାରସ ଓ ଆପଣାର ତୈଳ ସଂଗ୍ରହ କରିପାରିବ।
ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେର ସମସ୍ତ ଶସ୍ଯ ଓ ଫଳ ନଇୟିବୋ ଓ ସମାନଙ୍କେୁ ନିରିହ ରୂପେ ସଂହାର କରିବା। ଦ୍ରାକ୍ଷାଲତା ରେ ଦ୍ରାକ୍ଷାଫଳ ଓ ଡ଼ିମ୍ବିରି ବୃକ୍ଷ ରେ ଡ଼ିମ୍ବିରି ଫଳ ରହିବ ନାହିଁ। ପତ୍ରସବୁ ମ୍ଲାନ ହାଇଯେିବେ। ଆମ୍ଭେ ସମାନଙ୍କେୁ ଯାହାସବୁ ଦଇେଅଛୁ, ସେସବୁ ସମାନଙ୍କେଠାରୁ ନଇୟିବେୁ।
ଯାହା ଶୂକ କୀଟ ଛାଡିଛନ୍ତି ତାକୁ ପଙ୍ଗପାଳ ଖାଇଛନ୍ତି। ଯାହା ପଙ୍ଗପାଳ ଛାଡିଛନ୍ତି ତାକୁ ପତଙ୍ଗ ଶଷେ କରିଛନ୍ତି ଏବଂ ଯାହା ପତଙ୍ଗ ଛାଡିଛନ୍ତି ତାକୁ ଘୁଘୁର୍ରିଯା ନଷ୍ଟ କରିଛନ୍ତି।
ସମାନେେ ଆମ୍ଭର ଦ୍ରାକ୍ଷାଲତାକୁ ନଷ୍ଟ କରିଛନ୍ତି, ଏହାର ସୁନ୍ଦର ଦ୍ରାକ୍ଷାଗୁଡିକ ଶୁଖି ନଷ୍ଟ ହାଇୟୋଇଛି। ସମାନେେ ମାରେ ଡିମିରି ବୃକ୍ଷର ବକ୍କଳ ଛଡାଇ ଫିଙ୍ଗି ଦଇେଛନ୍ତି।
ଦ୍ରାକ୍ଷାଲତାଗୁଡିକ ଶୁଷ୍କ ହାଇେଛନ୍ତି ଓ ଡିମିରି ବୃକ୍ଷ ମରି ୟାଇଛି। ସମସ୍ତ ଡାଳିମ୍ବ, ତାଳ ଓ ସେଓ ବୃକ୍ଷଗୁଡିକ ଶୁଖି ୟାଇଛି। ଲୋକମାନଙ୍କର ସମସ୍ତ ସୁଖ ମରିୟାଇଛି।
ଆମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ରାଜ୍ଯ ଛାଡି ୟିବାକୁ ଉତ୍ତର ଦିଗକୁ ବିତାଡିତ କରିବା। ସମାନଙ୍କେୁ ଏକ ଶୁଷ୍କ, ଶୂନ୍ଯ ସ୍ଥାନକୁ ତଡିଦବୋ। ସମାନଙ୍କେ ମଧ୍ଯରୁ କେତକେ ପୂର୍ବ ସମୁଦ୍ର ଆଡେ ଯିବେ ଓ ଆଉ କେତକେ ପଶ୍ଚିମ ସମୁଦ୍ର ଆଡେ ଯିବେ। ସମାନେେ ଏପରି ଭୟଙ୍କର କାର୍ୟ୍ଯ କରିଛନ୍ତି, ସମାନେେ ମୃତ ପ୍ରାଯ ହବେେ, ପଚିଯିବେ ଓ ସଠାରୁେ ଦୁର୍ଗନ୍ଧ ନିର୍ଗତ ହବେ।
ହେ କ୍ଷେତ୍ରସ୍ଥ ପଶୁଗଣ, ଭୟଭୀତ ହୁଅନାହିଁ। ମରୁପ୍ରାଯ ଗ୍ଭରଣ ଭୂମି ତୃଣାଚ୍ଛାଦିତ ହବେ। ବୃକ୍ଷଗୁଡିକ ଫଳ ଧାରଣ କରିବେ। ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ପ୍ରଚୁର ଫଳ ଧାରଣ କରିବ।
ଉତ୍ତାପ ଓ ରୋଗଦ୍ବାରା ତୁମ୍ଭର ଶସ୍ଯସବୁ ନଷ୍ଟ କଲୁ। ଆମ୍ଭେ ତୁମ୍ଭର ବଗିଗ୍ଭ ଓ ଦ୍ରାକ୍ଷା କ୍ଷତକେୁ ଧ୍ବଂସ କଲୁ। ଫଙ୍ଗପାଳ ତୁମ୍ଭର ଡିମିରି ଓ ଅଲିଭ ବୃକ୍ଷକୁ ଖାଇ ଧ୍ବଂସ କଲେ। ତଥାପି ତୁମ୍ଭମାନେେ ଆମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।
ସଦାପ୍ରଭୁ ମାେତେ ଏହା ଦଖାଇେଲେ। ଦ୍ବିତୀୟବାର ଶସ୍ଯ ଉତ୍ପାଦନ ଆରମ୍ଭ ହବୋ ସମୟରେ ସେ ପଙ୍ଗପାଳ ସୃଷ୍ଟି କଲେ। ରାଜା ପ୍ରଥମବାର ଶସ୍ଯ ଅମଳ କଲାପ ରେ ଏହା ଦ୍ବିତୀୟବାର ଶସ୍ଯ ଥିଲା।
ଡିମିରି ଗଛ ରେ ଡିମିରି ଫଳ ନପା ରେ, ଦ୍ରାକ୍ଷାଲତା ରେ ଅଙ୍ଗୁର ଫଳି ନପା ରେ, ଅଲିଭ ଗଛ ରେ ଅଲିଭ୍ ଉତ୍ପନ୍ନ ନ ହାଇପୋ ରେ, କ୍ଷତେ ରେ ଖାଦ୍ୟଶସ୍ଯ ନ ହାଇପୋ ରେ, ମେଣ୍ତାଶାଳ ରେ ମେଣ୍ତା ନରହି ପାରନ୍ତି ଓ ଶସ୍ଯଖଳା ରେ ଗୋରୁପଲ ନଥାଇ ପାରନ୍ତି।
କାହିଁକି ଏହା ହେଲା? କାରଣ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦଲେୁ। ଗଛଗୁଡିକ ମାରିଦବୋକୁ ଆମ୍ଭେ ରୋଗ ପଠାଇଥିଲୁ। ତୁମ୍ଭ ହାତ ରେ ପ୍ରସ୍ତୁତ କରିଥିବା ଶସ୍ଯକୁ ଆମ୍ଭେ କୁଆପଥର ପକାଇ ନଷ୍ଟ କରିଥିଲୁ। ଆମ୍ଭେ ଏସବୁ କଲାପ ରେ ମଧ୍ଯ ସମାନେେ ଆମ୍ଭ ପାଖକୁ ଆସିଲେ ନାହିଁ।' ସଦାପ୍ରଭୁ ଏହିସବୁ କହିଲେ।
ଏହି ଲୋକମାନେ ଶାନ୍ତି ରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ଯ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷଯ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭମାନେେ ଦେଶସବୁ ସମ୍ମୁଖ ରେ ଅଭିଶପ୍ତ ଥିଲ।