ତୁମ୍ଭମାନେେ କହିଲ, ପରମେଶ୍ବରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯା ପାଳନ କରିଥିଲୁ ମାତ୍ର ଆମ୍ଭମାନେେ କିଛି ଉପକୃତ ହେଲୁନାହିଁ। ଆମ୍ଭମାନେେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା'ର ଫଳ କିଛି ହେଲା ନାହିଁ।
Cross references
କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ କହିଲେ, 'ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଚାହୁଁଛ ଆମ୍ଭେ ତାହା ଖାତିର୍ କରୁନାହୁଁ।'
ଦୁଷ୍ଟ ଲୋକମାନେ କହନ୍ତି, 'ସର୍ବଶକ୍ତିମାନ ପରମେଶ୍ବର କିଏ ଯେ, ଆମ୍ଭେ ତାଙ୍କର ସବୋ କରିବୁ ବୋଲି। ତାଙ୍କ ନିକଟରେ ପ୍ରାର୍ଥନା କଲେ ଆମ୍ଭେ କି ଲାଭ ପାଇବା।'
ସହେି ଲୋକମାନେ ପରମେଶ୍ବରଙ୍କୁ କହିଥିଲେ, 'ଆମ୍ଭକୁ ଏକା ଛାଡ଼ି ଦିଅ ! ପରମେଶ୍ବର ସର୍ବଶକ୍ତିମାନ ଆମ୍ଭକୁ କିଛି କରିପାରନ୍ତି ନାହିଁ।'
ମୁଁ ଏହା କାହିଁକି କହିଲି। କାରଣ ଆୟୁବ କହୁଛି, 'ଜଣେ ଯଦି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରେ ସେ ଲାଭ ପାଏ ନାହିଁ।'
ଏବଂ ଆୟୁବ ତୁମ୍ଭେ ପରମେଶ୍ବରଙ୍କୁ ପଚାର, 'ଯଦି ଜଣେ ତାଙ୍କୁ ଖୁସି କରିବାକୁ ଚେଷ୍ଟା କରେ, ସେ କ'ଣ ଲାଭ ପାଇବ। ମୁଁ ଯଦି ପାପ ନ କରେ, ତା' ହେଲେ ମାରେ କି ଉପକାର ସାଧିତ ହବେ।'
ସମାନେେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସମାନଙ୍କେ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି। ସମାନେେ ଅହଂକାରୀ ଓ ଗର୍ବୀ ଅଟନ୍ତି। ସମାନେେ ଧମକ ଦିଅନ୍ତି ୟେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।
କାହିଁକି ମୁଁ ମାରେ ହୃଦଯକୁ ପବିତ୍ର କରିଛି ? କାହିଁକି ନିର୍ଦ୍ ଦୋଷତାରେ ମାରେ ହସ୍ତ ପ୍ରକ୍ଷାଳନ କରିଅଛି ?
ସମାନେେ କୁହନ୍ତି, ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ ? ଆମ୍ଭମାନେେ କାହିଁକି ଆପଣା ପ୍ରାଣକୁ କ୍ଲେଶ ଦଇେଅଛୁ ଓ ତୁମ୍ଭେ ମନୋୟୋଗ କରୁ ନାହଁ ?
ମାତ୍ର ଆମ୍ଭମାନେେ ଯେତବେେଳେ ଆକାଶ ରାଣୀ ଉଦ୍ଦେଶ୍ଯ ରେ ଧୂପ ଜଳାଇବା ଓ ପଯେ ନବୈେଦ୍ଯ ଢ଼ାଳିବା ଛାଡ଼ିଦଲେୁ, ଆମ୍ଭମାନଙ୍କ ସବୁ ବିଷଯ ରେ ଅଭାବ ଘଟିଲା ଓ ଆମ୍ଭମାନେେ ଖଡ୍ଗ ଓ ଦୁର୍ଭିକ୍ଷ ରେ ଲୁପ୍ତ ହେଲୁ।
ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।
ସହେିଦିନ ଆମ୍ଭେ ଗୋଟିଏ ପ୍ରଦୀପ ନଇେ ୟିରୁଶାଲମ ମଧିଅରେ ଖାଜେିବା। ଓ ସହେି ଆତ୍ମତୃପ୍ତ ଲୋକମାନଙ୍କୁ ବାଛିବା ଯେଉଁମାନେ ସମାନଙ୍କେ ଶୈଳୀ ରେ ଜୀବନ ଧାରଣ କରିବା ପାଇଁ ସନ୍ତୁଷ୍ଟ। ସହେି ଲୋକମାନେ କୁହନ୍ତୁ, 'ସଦାପ୍ରଭୁ କହାରିକୁ ସାହାୟ୍ଯ କରନ୍ତି ନାହିଁ କି କାହାରିକୁ ଆଘାତ କରନ୍ତି ନାହିଁ।' ଆମ୍ଭେ ସମାନଙ୍କେୁ ଖାଜେି ବାହାର କରିବା ଓ ଦଣ୍ତ ଦବୋ।
ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ଯଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସମାନେେ ପଠାଇଲେ, ଆମ୍ଭେ କ'ଣ ପଞ୍ଚମ ମାସ ରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନକେ ବର୍ଷ ଧରି କରିଆସିଅଛ? ପଞ୍ଚମ ମାସ ରେ ଆମ୍ଭମାନେେ ବିଶଷେ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ୟ୍ଯ ଗ୍ଭଲୁ ରଖିବା ଉଚିତ୍ କି?
ଦୁଃଖି ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର ! ତୁମ୍ଭର ହାସ୍ଯକୁ କ୍ରନ୍ଦନ ରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲତାକୁ ଦୁଃଖ ରେ ବଦଳାଅ।