Home Bibles ମଲାଖୀ 4:6 · ଓଡ଼ିଆ ବାଇବେଲ
ମଲାଖୀ 4:6 · ଓଡ଼ିଆ ବାଇବେଲ

ସେ ପିତାମାତାଙ୍କୁ ପିଲାମାନଙ୍କ ସହିତ ଓ ପିଲାମାନଙ୍କୁ ସମାନଙ୍କେର ପିତା-ମାତା ସହିତ ପୁନର୍ମିଳନ କରାଇବେ। ଏହା ନିଶ୍ଚିତ ଘଟିବ। ନଚେତ୍ ଆମ୍ଭେ ପରମେଶ୍ବର ଆସିବା ଓ ସମ୍ପୂର୍ଣ୍ଣ ଦେଶକୁ ଧ୍ବଂସ କରିବା।

Cross references

ଦିତୀୟ ବିବରଣ 29:19

ଆଉ ଯେପରି ଏହି ଅଭିଶାପର କଥା ଶକ୍ସ୍ଟଣି ମନମେନେ ଆପଣାର ଧନ୍ଯବାଦ କରି ନ କ ହେ ଯେ, 'ଆମ୍ଭେ ଶକ୍ସ୍ଟଖିଲା ସଙ୍ଗେ ଓଦାକକ୍ସ୍ଟ ଧ୍ବଂସ କରିବା ପାଇଁ ଆପଣା ଦୃଦଯ ରେ କାଠିନ୍ଯ ଅନକ୍ସ୍ଟସା ରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହବେ।'

ଯିଶାଇୟ 11:4

ସେ ସାଧୁ ଓ ନିରପେକ୍ଷ ରହିବେ, ଯେତବେେଳେ ଗରୀବ ଏବଂ ଅସହାୟ ଲୋକଙ୍କର ବିଚାର କରୁଥିବେ। ସେ ଯେତବେେଳେ ଲୋକଙ୍କୁ ଦଣ୍ଡ ଦବୋକୁ ସ୍ଥିର କରିବ, ସେତବେେଳେ ସମାନେେ ଦଣ୍ଡିତ ହବେେ।

ଯିଶାଇୟ 24:6

ପୃଥିବୀ ନିବାସୀ ଦୋଷ କରିଛନ୍ତି, ତେଣୁ ସମାନେେ ଅପରାଧୀ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନଷ୍ଟ କରିବାକୁ ପ୍ରତିଜ୍ଞା କରିଛନ୍ତି। ସମାନେେ ଦଣ୍ଡିତ ହବେେ ଓ ଅଳ୍ପ କେତକେ ବଞ୍ଚି ରହିବେ।

ଯିଶାଇୟ 43:28

ଏଣୁ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା। ଆମ୍ଭେ ଯାକୁବକୁ ଅଭିଶାପ ଦବୋ ଓ ଇଶ୍ରାୟେଲକୁ ନିନ୍ଦିତ କରିବା।

ଯିଶାଇୟ 61:2

କେତବେେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ବର ଦୁଷ୍ଟାଚାରୀଙ୍କ ଉପ ରେ ପ୍ରତିଶୋଧ ନବେେ ଓ ଶାେକାର୍ତ୍ତମାନଙ୍କୁ ସାନ୍ତ୍ବନା କରିବେ। ସେ ସବୁ ପ୍ରଚାର କରିବାକୁ ପରମେଶ୍ବର ମାେତେ ପ୍ ରରଣେ କରିଛନ୍ତି।

ଯିଶାଇୟ 65:15

ପୁନଶ୍ଚ ତୁମ୍ଭମାନେେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖାୟିବ। ତେଣୁ ମାରେ ପ୍ରଭୁ ସଦାପ୍ରକୁ ତୁମ୍ଭକୁ ବଧ କରିବେ। ସେ ନିଜର ଦାସମାନଙ୍କୁ ଅନ୍ୟ ନାମ ରେ ନାମିତ କରିବେ।

ଦାନିଏଲ 9:11

ଆଉ ସମଗ୍ର ଇଶ୍ରାୟେଲ ତୁମ୍ଭରବ୍ଯବସ୍ଥା ଲଙ୍ଘନ କରିଅଛନ୍ତି। ସମାନେେ ତୁମ୍ଭ ପ୍ରତି ବିମୁଖ ହାଇେଅଛନ୍ତି। ଏହି କାରଣରୁ ଅଭିଶାପ ଓ ପରମେଶ୍ବରଙ୍କ ସବେକ ମାଶାଙ୍କେ ବ୍ଯବସ୍ଥା ରେ ଲିଖିତ ପ୍ରତିଜ୍ଞା ଆମ୍ଭମାନଙ୍କ ଉପ ରେ ଢଳା ୟାଇଅଛି। କାରଣ ଆମ୍ଭମାନେେ ତାଙ୍କ ବିରୁଦ୍ଧ ରେ ପାପ କରିଅଛୁ।

ଦାନିଏଲ 9:26

ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।

ଯିଖରିୟ 5:3

ତା'ପ ରେ ସହେି ସ୍ବର୍ଗଦୂତ କହିଲେ, ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧ ରେ ଯାଉଛି। ଏହା ଚୋର ଏବଂ ମିଥ୍ଯାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହାଇେ ଖସି ୟାଇଛନ୍ତି।

ଯିଖରିୟ 11:6

ସଦାପ୍ରଭୁ ଏହିକଥା କହିଲେ, ଏହି ଦେଶ ନିବାସୀ ପାଇଁ ଆମ୍ଭେ ପୂନର୍ବାର ଦୟା ଦଖାଇବୋ ନାହିଁ। ମାତ୍ର ଦେଖ, ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ତାଙ୍କର ପ୍ରତିବେଶୀ ଓ ତାଙ୍କ ରାଜାଙ୍କ ହସ୍ତ ରେ ହସ୍ତାନ୍ତର କରିବା। ସମାନେେ ତାଙ୍କର ଦେଶକୁ ଧ୍ବଂସ କରିବେ। ଆମ୍ଭେ ସମାନଙ୍କେୁ ସମାନଙ୍କେ ଶକ୍ତିରୁ ରକ୍ଷା କରିବା ନାହିଁ।

ଯିଖରିୟ 13:8

ଦେଶର ଦୁଇ ତୃତୀଯାଂଶ ଲୋକ ଚ୍ଛଦନେ ହବେେ ଓ ମୃତ୍ଯୁବରଣ କରିବେ। ମାତ୍ର ଏକ ତୃତୀଯାଂଶ ଜୀବିତ ରହିବେ।

ଯିଖରିୟ 14:2

ଆମ୍ଭେ ସମସ୍ତ ଗୋଷ୍ଠୀକୁ ୟିରୁଶାଲମ ବିରୁଦ୍ଧ ରେ ଲଢିବାକୁ ଏକତ୍ରୀତ କରିବା। ନଗରଟି ପରାଜିତ ହବେ ଓ ଗୃହଗୁଡିକ ଲୁଣ୍ଠିତ ହବେ। ସ୍ତ୍ରୀମାନେ ଧର୍ଷିତ ହବେେ ଏବଂ ଦେଶର ଅର୍ଦ୍ଦକେ ଲୋକ ନିର୍ବାସିତ ହବେେ। ଅବଶିଷ୍ଟ ଲୋକମାନେ ନଗରୀରୁ ନିଆଯିବେ ନାହିଁ।

ଯିଖରିୟ 14:12

ଏହା ହେଉଛି ମହାମାରୀର ବିବରଣୀ। ସଦାପ୍ରଭୁ ଏହା ପଠାଇବେ, ସହେିମାନଙ୍କ ବିରୁଦ୍ଧ ରେ ଯେଉଁମାନେ ୟିରୁଶାଲମ ବିରୁଦ୍ଧ ରେ ଲଢୁଥିଲେ। ଲୋକମାନେ ଛିଡା ହାଇେ ଥିବା ବେଳେ ସମାନଙ୍କେର ଚର୍ମ ପଚିୟିବ। ସମାନଙ୍କେର ଚକ୍ଷୁ କୋଟର ମଧିଅରେ ପଶିୟିବ ଓ ଜିହ୍ବା ପାଟି ମଧିଅରେ ପଶିୟିବ।

ମାଥିଉଲିଖିତ ସୁସମାଚାର 22:7

ରାଜା ଖୁବ୍ ରାଗିଗଲେ। ତାହାଙ୍କ ଚ଼ାକରମାନଙ୍କୁ ଯେଉଁମାନେ ମାରି ଦେଲେ, ସମାନଙ୍କେୁ ମାରିଦବୋପାଇଁ ରାଜା ସୈନ୍ଯ ପଠାଇଲେ। ସୈନ୍ଯମାନେ ସହେି ହତ୍ଯାକାରୀମାନଙ୍କୁ ମାରି ଦେଲେ ଓ ତାହାଙ୍କ ନଗରକୁ ପୋଡ଼ି ଦେଲେ।

ମାଥିଉଲିଖିତ ସୁସମାଚାର 23:35

ତେଣୁ ଧାର୍ମିକ ଲୋକ ହବେଲଙ୍କଠାରୁ ଆରମ୍ଭ କରି ବରେିଖିୟଙ୍କ ପୁତ୍ର ୟିଖରିୟଙ୍କ ପର୍ୟ୍ଯନ୍ତ ଏ ପୃଥିବୀ ରେ ଯେତେ ଭଲ ଲୋକଙ୍କୁ ମାରି ଦିଆ ଯାଇଛି, ସେଥିପାଇଁ ତୁମ୍ଭମାନେେ ଦୋଷୀ ସାବ୍ଯସ୍ତ ହବେ। ବରେିଖିୟଙ୍କ ପୁତ୍ରୟିଖରିୟଙ୍କୁ ମନ୍ଦିର ଓ ବଦେୀ ମଧ୍ଯ ସ୍ଥଳ ରେ ତୁମ୍ଭମାନେେ ହତ୍ଯା କରିଥିଲ।

ମାଥିଉଲିଖିତ ସୁସମାଚାର 24:27

ଆକାଶ ରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହାଇେ ପଶ୍ଚିମ ଆକାଶ ପର୍ୟ୍ଯନ୍ତ ବ୍ଯାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସହେିଭଳି ମନୁଷ୍ଯପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ।

ମାର୍କଲିଖିତ ସୁସମାଚାର 11:21

ସେତବେେଳେ ପିତର ଡିମ୍ବିରି ଗଛକୁ ମନେ ପକଇେଲେ ଓ ଯୀଶୁଙ୍କୁ କହିଲେ, ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରି ଗଛକୁ ଅଭିଶାପ ଦଇେଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।

ମାର୍କଲିଖିତ ସୁସମାଚାର 13:14

ତୁମ୍ଭମାନେେ, 'ଧ୍ବସଂ ଘଟାଉଥିବା ଭୟଙ୍କର ବସ୍ତୁକୁ' ଯେଉଁଠା ରେ ନ ରହିବା ଉଚିତ୍, ସହେି ସ୍ଥାନ ରେ ଥିବାର ଦେଖିବ। ଯେଉଁମାନେ ଏହା ପଢିବେ, ସମାନେେ ବୁଝିନବୋ ଉଚିତ୍ ଯେ ଏହାର ଅର୍ଥ କ'ଣ? ସେତବେେଳେ ୟିହୂଦାର ଲୋକମାନେ ପାହାଡ ଉପରକୁ ପଳଇବୋ ଉଚିତ।

ଲୂକଲିଖିତ ସୁସମାଚାର 1:16

ଯୋହନ ଅନକେ ଇଶ୍ରାୟେଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫରେି ଆସିବାକୁ ସାହାୟ୍ଯ କରିବେ। ପ୍ରଭୁ ସମାନଙ୍କେର ପରମେଶ୍ବର ଅଟନ୍ତି।

ଲୂକଲିଖିତ ସୁସମାଚାର 1:76

ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।

ଲୂକଲିଖିତ ସୁସମାଚାର 19:41

ଯୀଶୁ ୟିରୁଶାଲମ ପାଖ ରେ ପହନ୍ଚିଲେ। ଯୀଶୁ ୟିରୁଶାଲମ ନଗରକୁ ଦେଖି ତା'ପାଇଁ କାନ୍ଦି ପକାଇଲେ।

ଲୂକଲିଖିତ ସୁସମାଚାର 21:22

ପରମେଶ୍ବର କେତବେେଳେ ତାହାଙ୍କ ଲୋକମାନଙ୍କୁ ଦଣ୍ଡ ଦବେେ, ସହେି ସମୟ ବିଷୟ ରେ ଭବିଷ୍ଯଦ୍ବକ୍ତାମାନେ ଅନକେ କଥା ଲେଖିଛନ୍ତି। ମୁଁ ତୁମ୍ଭମାନଙ୍କୁ ସହେି ସମୟ ବିଷୟ ରେ କହୁଛି, ଯେତବେେଳେ ସମସ୍ତ ଘଟଣା ନିଶ୍ଚିତ ରୂପରେ ଘଟିବ।

ଏବ୍ରୀ 6:8

କିନ୍ତୁ ଯଦି ସହେି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା' ହେଲେ ତାହା ଅକାମୀ ଅଟେ। ସହେି ଭୂମି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ହାଇେ ଅଭିଶପ୍ତ ହୁଏ, ଓ ଶଷେ ରେ ତାହା ଅଗ୍ନି ଦ୍ବାରା ବିନଷ୍ଟ ହବେ।

ଏବ୍ରୀ 10:26

ସତ୍ଯକୁ ଜାଣିଲା ପରେ ମଧ୍ଯ ଯଦି ଆମ୍ଭେ ପାପକାମ କରି ଚାଲିବା ପାଇଁ ଇଚ୍ଛା କରିବା, ତା' ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:15

ସହେି ଅଶ୍ବାରୋହୀଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରଯୋଗ କରିବେ। ସେ ଲୌହଦଣ୍ଡ ରେ ସମାନଙ୍କେୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ବରଙ୍କର କୋରଧରୂପ ଦ୍ରାକ୍ଷାପଷୋ କୁଣ୍ଡକୁ ଦଳିପକାଇବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:3

ସଠାେରେ ପରମେଶ୍ବରଙ୍କ ଦ୍ବାରା ବିଚାରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ବର ଓ ମଷେଶାବକଙ୍କ ସିଂହାସନ ସଠାେରେ ରହିବ। ତାହାଙ୍କର ସବେକମାନେ ତାହାଙ୍କୁ ଉପାସନା କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:20

ଯୀଶୁ ହିଁ ଏସବୁ ସତ୍ଯ କହନ୍ତି। ବର୍ତ୍ତମାନ ସେ କହନ୍ତି, ହଁ, ଆମ୍ଭେ ଶୀଘ୍ର ଆସୁଛୁ। ଆମେନ୍। ହେ ପ୍ରଭୁଯୀଶୁ ଆସନ୍ତୁ।

Interlinear

Choose Theme