Home Bibles ମାର୍କଲିଖିତ ସୁସମାଚାର 1:22 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 1:22 · ଓଡ଼ିଆ ବାଇବେଲ

ଯୀଶୁଙ୍କ ଶିକ୍ଷା ଶୁଣି ସଠାେକାର ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ଯୀଶୁ ସମାନଙ୍କେୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦଇେ ଜଣେ ଅଧିକାର ପାଇଥିବା ବ୍ଯକ୍ତିଙ୍କ ଭଳି ଶିକ୍ଷା ଦେଲେ।

Cross references

ଯିରିମିୟ 23:29

ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ଯ ଅଗ୍ନି ତୁଲ୍ଯ। ପୁଣି ତାହା ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ଯ।

ମାଥିଉଲିଖିତ ସୁସମାଚାର 7:28

ଯୀଶୁଙ୍କ ଏହି ସବୁ କଥା କହିବା ଶଷେ ହେଲା। ତାହାଙ୍କ ଉପଦେଶ ଶୁଣି ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ।

ମାଥିଉଲିଖିତ ସୁସମାଚାର 13:54

ସେ କେଉଁଠି ପ୍ରତିପାଳିତ ହାଇେଥିଲେ ସଠାେକୁ ଗଲେ। ସଠାେରେ ୟିହୁଦୀ ସମାଜଗୃହ ରେ ଉପଦେଶ ଦବୋ ଆରମ୍ଭ କରି ଦେଲେ,ଯାହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ ଏବଂ କହିଲେ, ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଏ ଲୋକ କେଉଁଠାରୁ ଜ୍ଞାନ ଓ ଶକ୍ତି ପାଇଲା?

ମାଥିଉଲିଖିତ ସୁସମାଚାର 23:16

ରେ ଅନ୍ଧ ମାର୍ଗଦର୍ଶକଗଣ! ତୁମ୍ଭକୁ ଧିକ୍! ତୁମ୍ଭେ କହିଥାଅ, ଯଦି କହେି ଲୋକ ଉପାସନା ମନ୍ଦିର ନାମ ରେ ରାଣ ପକାଇ ଶପଥ କରିଥାଏ ତବେେ ତାକୁ ସହେି ଶପଥ ରଖିବା ଦରକାର ନାହିଁ। କିନ୍ତୁ ଯେଉଁ ଲୋକ ଉପାସନା ମନ୍ଦିରର ସୁନା ନାମ ରେ ରାଣ ପକାଇ ଶପଥ କରେ, ତବେେ ସେ ନିଶ୍ଚୟ ସହେି ଶପଥ ରକ୍ଷା କରିବ।

ମାର୍କଲିଖିତ ସୁସମାଚାର 7:3

ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତି ରେ ହାତ ନଧୋଇ କବେେ ହେଲେ ଖାଉ ନଥିଲେ। ସମାନେେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ବାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ।

ଲୂକଲିଖିତ ସୁସମାଚାର 4:32

ଲୋକେ ତାହାଙ୍କ ଉପଦେଶ ଶୁଣି ବିସ୍ମିତ ହାଇଯୋଉଥିଲେ। କାରଣ ସେ ଅଧିକାର ସହିତ କଥା କହୁଥଲେ।

ଲୂକଲିଖିତ ସୁସମାଚାର 21:15

ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭମାନେେ ଯାହା କହିବ, ତୁମ୍ଭର କୌଣସି ଶତୃ ତାର ଉତ୍ତର ଦଇେ ପାରିବ ନାହିଁ।

ଯୋହନଲିଖିତ ସୁସମାଚାର 7:46

ମନ୍ଦିରର ସୈନ୍ଯମାନେ ଉତ୍ତର ଦେଲେ, ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ଯବାନ୍।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:10

କିନ୍ତୁ ସମାନେେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖ ରେ ୟୁକ୍ତି ବାଢ଼ି ପାରିଲନୋହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:21

ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ୟ୍ଯ ହେଲେ। ସମାନେେ କହିଲେ, ଏ କ'ଣ ସହେି ଲୋକ ନୁହେଁ, ୟିଏ ଏହି ନାମ ରେ ବିଶ୍ବାସ କରିଥିବା ୟିରୂଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ'ଣ ସେ ନୁହେଁ, ଯେ କି ସମାନଙ୍କେୁ ବାନ୍ଧି ନଇେ ପ୍ରଧାନ ଯାଜକମାନଙ୍କ ପାଖକୁ ନଇୟିବୋ ପାଇଁ ଏଠାକୁ ଆସିଥିଲା।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:2

ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।

ଏବ୍ରୀ 4:12

ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।

Interlinear

Choose Theme