Home Bibles ମାର୍କଲିଖିତ ସୁସମାଚାର 1:25 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 1:25 · ଓଡ଼ିଆ ବାଇବେଲ

ଯୀଶୁ ଭର୍ତ୍ସନା କରି କହିଲେ, ଚୁପ୍ କର, ଏହି ଠାରୁ ବାହାରିଯା।

Cross references

ଗୀତସଂହିତା 50:16

ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ।

ମାର୍କଲିଖିତ ସୁସମାଚାର 1:34

ବିଭିନ୍ନ ପ୍ରକାର ରୋଗ ରେ ପୀଡିତ ଅନକେ ଲୋକଙ୍କୁ ଯୀଶୁ ସୁସ୍ଥ କରି ଦେଲେ। ସେ ମଧ୍ଯ ଲୋକଙ୍କ ଦହରେୁ ଅନକେ ଭୂତାତ୍ମା ବାହାରି ଚାଲି ୟିବାକୁ ବାଧ୍ଯ କଲେ, କିନ୍ତୁ ସେ କିଏ ବୋଲି ଭୂତ ମାନେ ଜାଣି ଥିବାରୁ ସେ ସମାନଙ୍କେୁ ପଦେ ହେଲେ କହିବାକୁ ସୁଯୋଗ ଦେଲନୋହିଁ।

ମାର୍କଲିଖିତ ସୁସମାଚାର 3:11

କେତକେ ଲୋକଙ୍କ ଦହେ ରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତବେେଳେ ସହେି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସମାନେେ ତାହାଙ୍କ ଆଗ ରେ ପଡି ଯାଇ ଚିତ୍କାର କରି କହୁଥିଲେ, ତୁମ୍ଭେ ପରମେଶ୍ବରଙ୍କ ପୁତ୍ର।

ମାର୍କଲିଖିତ ସୁସମାଚାର 9:25

ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦଇେ କହିଲେ, ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦଇେଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦହେ ଭିତରୁ ବାହାରିଯା। ଏହାର ଦହେ ରେ ପୁଣି ଆଉ କବେେ ହେଲେ ପ୍ରବେଶ କରିବୁ ନାହିଁ।

ଲୂକଲିଖିତ ସୁସମାଚାର 4:35

ଯୀଶୁ ତାହାକୁ ଧମକ ଦଇେ କହିଲେ, ଚୁପ୍ କର ଏହି ଲୋକର ଦହରେୁ ବାହାରିଯା। ଏହାପରେ ଦୁଷ୍ଟାତ୍ମା ସହେି ଲୋକଟିକୁ ସମସ୍ତଙ୍କ ସାମନା ରେ ତଳେ ପକାଇ ଦଲୋ ଓ ତାହାର କୌଣସି କ୍ଷତି ନକରି ତା' ଦହରେୁ ବାହାରିଗଲା।

ଲୂକଲିଖିତ ସୁସମାଚାର 4:41

ଆଉ ମଧ୍ଯ ସମାନଙ୍କେ ମଧିଅରେ ଥିବା ଅନକଙ୍କେ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, ତୁମ୍ଭେ ପରମେଶ୍ବରଙ୍କର ପୁତ୍ର। କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠାେର ଆଜ୍ଞା ଦେଲେ। କାରଣ ସହେି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ବଯଂ ଖ୍ରୀଷ୍ଟ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:17

ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜାରେ ରେ କହିଲା, ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ବରଙ୍କର ସବେକ। ସମାନେେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟ ରେ କହୁଛନ୍ତି।

Interlinear

Choose Theme