ଦୁଷ୍ଟାତ୍ମା ଲୋକଟିକୁ ଦୋହଲାଇ ଦଲୋ। ତା'ପରେ ସେ ଖୁବ୍ ଜାରେ ରେ ଚିତ୍କାର କରି ସହେି ଲୋକଟି ଭିତରୁ ବାହାରି ଗଲା।
Cross references
ତେଣୁ ଶିଷ୍ଯମାନେ ପିଲାକୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ ରେ ପିଲାକୁ ଆକ୍ରମଣ କଲା। ସହେି ପିଲା ତଳେ ପଡିଯାଇ ଗଡିଗଲା। ତା' ପାଟିରୁ ଫଣେ ବାହାରିଲା।
ଦୁଷ୍ଟାତ୍ମା ୟନ୍ତ୍ରଣା ରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦଲୋ। ପୁଣି ଥରେ ପିଲାକୁ ତଳେ କଚାଡି ଦଇେ ଦୁଷ୍ଟାତ୍ମା ତା' ଦହରେୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦଖାଗେଲା। ଅନକେ ଲୋକ କହିଲେ, ସେ ମରି ଯାଇଛି।
ସେ ମାରେ ଏକମାତ୍ର ସନ୍ତାନ। ଶୟତାନଠାରୁ ଗୋଟିଏ ଭୂତ ଆସି ତାକୁ କବଳିତ କରି ନେଉଛି ଏବଂ ତା'ପରେ ପୁଅ ଚିତ୍କାର କରି ଉଠୁଛି। ସେ ତା' ନିଜର ନିୟନ୍ତ୍ରଣ ହ ରଇେ ବସୁଛି। ତା ମୁହଁରୁ ଫଣେ ବାହାରି ପଡୁଛି। ସେ ଭୂତ ତାକୁ ବାରମ୍ବାର ୟନ୍ତ୍ରଣା ଦେଉଛି ଓ ପ୍ରାୟ ତାକୁ ଛାଡି ଯାଉନାହିଁ।
ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଚାଡି ଦଲୋ। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠାେର ଧମକ ଦେଲେ। ଏହାପରେ ପିଲାଟି ସୁସ୍ଥ ହାଇଗେଲା। ଯୀଶୁ ତାହାକୁ ତା' ବାପା ପାଖ ରେ ସମର୍ପି ଦେଲେ।
କିନ୍ତୁ, ଯେତବେେଳେ ତା'ଠାରୁ ଜଣେ ଅଧିକ ଶକ୍ତିଶାଳୀ ଲୋକ ଆ ସେ ଓ ତା' ଉପରେ ଆକ୍ରମଣ କରି ତାକୁ ହ ରଇେ ଦିଏ, ଯେଉଁ ଅସ୍ତ୍ରଶସ୍ତ୍ର ଗୁଡିକ ଉପରେ ପ୍ରଥମ ଲୋକଟିର ଭରସା ଥିଲା, ସହେି ସମସ୍ତ ଅସ୍ତ୍ରଶସ୍ତ୍ରଗୁଡିକୁ ଅଧିକତର ବଳବାନ ଲୋକଟି ଛଡଇେ ନିଏ ଓ ତାହାର ଜିନିଷଗୁଡିକୁ ଯାହା ଇଚ୍ଛା ତାହା କରେ।