Home Bibles ମାର୍କଲିଖିତ ସୁସମାଚାର 1:29 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 1:29 · ଓଡ଼ିଆ ବାଇବେଲ

ତା'ପରେ ସମାନେେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସିଧା ଶିମାନେ ଓ ଆନ୍ଦ୍ରିୟଙ୍କ ଘରକୁ ଗଲେ।

Cross references

ମାଥିଉଲିଖିତ ସୁସମାଚାର 8:14

ଯୀଶୁ ପିତରଙ୍କ ଘ ରେ ପହନ୍ଚିଲେ। ସେ ଦେଖିଲେ ଯେ ପିତରଙ୍କ ଶାଶୁ ଭୀଷଣ ଜ୍ବର ରେ ପୀଡିତ ହାଇେ ବିଛଣା ରେ ପଡିଛନ୍ତି।

ମାର୍କଲିଖିତ ସୁସମାଚାର 1:21

ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୂମକୁ ଗଲେ। ବିଶ୍ରାମଦିବସ ରେ ଯୀଶୁ ସମାଜଗୃହକୁ ଯାଇ ସଠାେରେ ଲୋକମାନଙ୍କୁ ଶିକ୍ଷା ଦବୋକୁ ଲାଗିଲେ।

ମାର୍କଲିଖିତ ସୁସମାଚାର 1:23

ଯୀଶୁ ସମାଜଗୃହ ରେ ଥିବା ସମୟରେ ସଠାେରେ ଏପରି ଜଣେ ଲୋକ ଥିଲା, ଯାହାଙ୍କର ଦହେ ରେ ଭୂତଟିଏ ପ୍ରବେଶ କରି ରହିଥିଲା। ସେ ଲୋକଟି ପାଟି କରି କହିଲା,

ଲୂକଲିଖିତ ସୁସମାଚାର 4:38

ଯୀଶୁ ସମାଜଗୃହ ଛାଡି ଶିମାନଙ୍କେ ଘରକୁ ଗଲେ। ଶିମାନଙ୍କେ ଶାଶୁଙ୍କୁ ଭୟଙ୍କର ଜ୍ବର ହାଇେଥିଲା। ସମାନେେ ଯୀଶୁଙ୍କୁ, ତାହାଙ୍କୁ ସାହାୟ୍ଯ କରିବା ପାଇଁ କହିଲେ।

ଲୂକଲିଖିତ ସୁସମାଚାର 9:58

ଯୀଶୁ ତାହାକୁ କହିଲେ, କୋକିଶିଆଳିର ରହିବାପାଇଁ ଗାତ ଅଛି। ଆକାଶର ପକ୍ଷୀମାନଙ୍କର ବସା ଅଛି, କିନ୍ତୁ ମନୁଷ୍ଯ ପୁତ୍ରଙ୍କର ମୁଣ୍ଡ ଗୁଞ୍ଜିବାକୁ ଟିକିଏ ହେଲେ ସ୍ଥାନ ନାହିଁ।

Interlinear

Choose Theme