ମାର୍କଲିଖିତ ସୁସମାଚାର 1:43 · ଓଡ଼ିଆ ବାଇବେଲ
ଯୀଶୁ ଲୋକଟିକୁ ଚାଲି ୟିବାକୁ କହିଲେ, କିନ୍ତୁ ତାକୁ ଚତାବେନୀ ଦଇେ ସେ କହିଲେ,
Cross references
ମାଥିଉଲିଖିତ ସୁସମାଚାର 9:30
ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସମାନଙ୍କେୁ ଦୃଢଭାବରେ ଚତାବେନୀ ଦଇେ କହିଲେ, ଏ ବିଷୟ ଅନ୍ୟକୁ କହିବ ନାହିଁ।
ମାର୍କଲିଖିତ ସୁସମାଚାର 3:12
କିନ୍ତୁ ଯୀଶୁ ସମାନଙ୍କେୁ ଦୃଢ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସମାନେେ ଲୋକମାନଙ୍କୁ ଯେପରି ନ କୁହନ୍ତି।
ମାର୍କଲିଖିତ ସୁସମାଚାର 5:43
ଯୀଶୁ ଏ କଥା ଲୋକମାନଙ୍କୁ ନ କହିବା ପାଇଁ ଝିଅର ବାପା-ମାଆଙ୍କୁ ଦୃଢ ଭାବରେ ନିର୍ଦ୍ଦେଶ ଦେଲେ। ତା ପରେ ଯୀଶୁ ଝିଅଟିର ବାପା-ମାଆଙ୍କୁ ଝିଅକୁ କିଛି ଖାଇବାକୁ ଦବୋକୁ କହିଲେ।
ମାର୍କଲିଖିତ ସୁସମାଚାର 7:36
ଯୀଶୁ ସମାନଙ୍କେୁ ଆଜ୍ଞା ଦେଲେ ଯେ ଏ ବିଷୟ ରେ କାହାକୁ କିଛି ଯେପରି ନକୁହନ୍ତି। ଯୀଶୁ ସଦା ବେଳେ ଲୋକଙ୍କୁ ଆଜ୍ଞା ଦେଉଥିଲେ ଯେ ସମାନେେ ଅନ୍ୟ କାହାକୁ ତାହାଙ୍କ ବିଷୟ ରେ କିଛି ନ କୁହନ୍ତୁ। କିନ୍ତୁ ଏହାର ପରିଣାମ ରେ ଲୋକେ ତାହାଙ୍କ ବିଷୟ ରେ ଅଧିକରୁ ଅଧିକ ପ୍ରଚାର କରୁଥିଲେ।
ଲୂକଲିଖିତ ସୁସମାଚାର 8:56
ତା' ବାପାମାଆ ବିସ୍ମିତ ହାଇଗେଲେ। ଯୀଶୁ ସମାନଙ୍କେୁ ଏ ଘଟଣା କାହାରି ଆଗ ରେ ନ କହିବାକୁ କହିଲେ।