ଲୋକଟି ସହେି ସ୍ଥାନ ଛାଡି ଚାଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦଇେଛନ୍ତି। ତେଣୁ ଯୀଶୁଙ୍କ ବିଷୟ ରେ ଖବର ଗ୍ଭରିଆଡେ ବ୍ଯାପିବାକୁ ଲାଗିଲା। ଫଳ ରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନଥିବା ନିଛାଟିଆ ଜାଗାମାନଙ୍କ ରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।
Cross references
ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ୟ୍ଯ କର୍ମସବୁ ମୁଁ ମନେ ପପାଏ।
କିନ୍ତୁ ଅନ୍ଧ ଦୁ ହେଁ ଓ ଖବର ସେ ଅଞ୍ଚଳ ସାରା ପ୍ରଚାର କରି ଦେଲେ।
ସୈନ୍ଯମାନେ ଟଙ୍କାତକ ନେଲେ। ସମାନଙ୍କେୁ ଯେପରି କରିବାକୁ ଶିଖାଯାଇଥିଲା, ସମାନେେ ତାହାହିଁ କଲେ। ଏବଂ ଏକଥାଟି ଆଜି ପର୍ୟ୍ଯନ୍ତ ମଧ୍ଯ ଯିହୂଦୀମାନଙ୍କ ମଧିଅରେ ପ୍ରଚ଼ଳିତ ଅଛି।
କିଛି ଦିନ ପରେ, ଯୀଶୁ କଫର୍ନାହୂମକୁ ଫରେି ଆସିଲେ। ଯୀଶୁ ଘରକୁ ଫରେି ଆସିଛନ୍ତି ବୋଲି ଖବର ବ୍ଯାପିଗଲା।
ପୁଣିଥରେ ଯୀଶୁ ହ୍ରଦ ପାଖ ଦଇେ ଗଲେ। ଅନକେ ଲୋକ ତା'ଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ଶିକ୍ଷା ଦେଲେ।
ଯୀଶୁ ନିଜ ଶିଷ୍ଯମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଚାଲିଗଲେ। ତାହାଙ୍କ ପଛ ରେ ଗାଲିଲୀର ଅନକେ ଲୋକ ମଧ୍ଯ ଗଲେ।
କିନ୍ତୁ ଯୀଶୁଙ୍କ ବିଷୟ ରେ ଖବର ଆହୁରି ଅଧିକରୁ ଅଧିକ ବ୍ଯାପିଗଲା। ଅନକେ ଲୋକ ଉପଦେଶ ଶୁଣିବାକୁ ଓ ରୋଗରୁ ସୁସ୍ଥ ହବୋକୁ ତାହାଙ୍କ ପାଖକୁ ଆସୁଥିଲେ।
ତାହାଙ୍କ ପେଛ ପେଛ ବହୁତ ଲୋକ ଗଲେ। ସମାନେେ ତାହାଙ୍କୁ ଅନୁସରଣ କଲେ, କାରଣ ଯୀଶୁ କି ପ୍ରକା ରେ ରୋଗୀମାନଙ୍କୁ ସୁସ୍ଥ କରି ଆପଣା ଶକ୍ତି ପ୍ରକାଶ କଲେ ତାହା ସମାନେେ ଦେଖିଥିଲେ।
ଅନକେ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ ବାଟରେ ପରିଚାଳିତ କରନ୍ତି। ମୁଁ ବିଶଷେ ଭାବରେ ସେ ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହବୋପାଇଁ କହନ୍ତି।