ଯୋହନ ଲୋକମାନଙ୍କ ଆଗ ରେ ଘାଷେଣା କରୁଥଲେ: ମାେ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡି ବସି ତାହାଙ୍କର ୟୋତା ଖାଲିବୋ ପାଇଁ ମଧ୍ଯ ଯୋଗ୍ଯ ନୁହେଁ।
Cross references
ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।
କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠା ରେ ନବୋ ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, ମାରେ ତୁମ୍ଭଠାରୁ ବାପ୍ତସ୍ମ ନବୋ ଦରକାର। ତୁମ୍ଭେ ମାେ ପାଖକୁ କାହିଁକି ଆସିଛ?
ସେତବେେଳେ ଯୋହନ ସମାନଙ୍କେୁ କହିଲେ, ମୁଁ ତ ତୁମ୍ଭମାନଙ୍କୁ ଜଳ ରେ ବାପ୍ତିଜିତ କରୁଛି, କିନ୍ତୁ ମାେ' ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ୟୋତାର ଫିତା ଫିଟାଇବାକୁ ମଧ୍ଯ ମୁଁ ଯୋଗ୍ଯ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନି ଦ୍ବାରା ବାପ୍ତିଜିତ କରିବେ।
ତେଣୁ ଯୀଶୁ ସମାନଙ୍କେ ସହିତ ୟିବାପାଇଁ ବାହାରି ପଡିଲେ। ଯୀଶୁ ଶତ ସନୋପତି ଘର ପାଖାପାଖି ଆସି ପହଞ୍ଚି ଯାଇଥବା ସମୟରେ ଶତ ସନୋପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମାେ ଘରକୁ ଆସିବେ।
ସେ ବ୍ଯକ୍ତି ମାେ ପରେ ଆସୁଛନ୍ତି, ମୁଁ ତାହାଙ୍କ ଜୋତାର ଫିତା ଫିଟଇବୋ ପାଇଁ ଯୋଗ୍ଯ ନୁହେଁ।
ତୁମ୍ଭମାନେେ ନିଜେ ମାରେ କହିବା ଶୁଣିଛ ଯେ 'ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ଯ ରେ ଈଶ୍ବର ମାେତେ ପଠାଇଛନ୍ତି।'
ଯୋହନ ତାହାଙ୍କ କାର୍ୟ୍ଯ ପୂର୍ଣ୍ଣ କରି କହିଲେ, ' ମାେତେ ତୁମ୍ଭମାନେେ କିଏ ବୋଲି ଭାବୁଛ? ମୁଁ ଖ୍ରୀଷ୍ଟ ନୁହେଁ। ଯେ ମାରେ ପରେ ଆସୁଛନ୍ତି, ତାହାଙ୍କର ଜୋତା ଫିତା ଫିଟଇବୋ ପାଇଁ ମଧ୍ଯ ମୁଁ ଯୋଗ୍ଯ ନୁହେଁ।'