ଯୀଶୁ କହିଲେ, ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡପତ୍ର ଦଇେ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସହେି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ଯଭିଚାର ପାପ ପାଇଁ ଦୋଷୀ ହୁଏ।
Cross references
ସେ ସ୍ତ୍ରୀ ତା'ର ଗୃହରକ୍ସ୍ଟ ବାହାରି ଗଲାପରେ ସେ ୟାଇଥିବା ପୁରୁଷର ସ୍ତ୍ରୀ ହାଇେ ପାରିବ।
ଏକଥା ମଧ୍ଯ କୁହାୟାଇଛି ଯେ, ' ଯେଉଁ ଲୋକ ତାର ପତ୍ନୀକୁ ଛାଡପତ୍ର ଦିଏ, ସେ ତା ପତ୍ନୀକୁ ଛାଡପତ୍ର ପାଇଁ ଲିଖିତ ରୁପରେ ଗୋଟିଏ ସୂଚନା ଦବେ।'
ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ଅନ୍ୟଜଣେ ସ୍ତ୍ରୀ ଲୋକକୁ ବିବାହ କରେ, ତବେେ ସେ ବ୍ଯଭିଚ଼ାର ପାପରେ ଦୋଷୀ ସାବ୍ଯସ୍ତ ହୁଏ। ଯଦି ପ୍ରଥମେ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ୟୌନ-ସମ୍ପର୍କ ରହିଥାଏ, ସହେି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ପୁଣି ଥରେ ବିବାହ କରି ପାରିବ।
ଯଦି ଜଣେ ପୁରୁଷ ନିଜ ପତ୍ନୀକୁ ଛାଡପତ୍ର ଦଇେ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ ତବେେ ସହେି ପୁରୁଷଟି ବ୍ଯଭିଚାର ପାପରେ ଦୋଷୀ ସାବ୍ଯସ୍ତ ହବେ। ଏବଂ ଯେଉଁ ପୁରୁଷ ଜଣେ ପରିତ୍ଯକ୍ତା ସ୍ତ୍ରୀକୁ ବିବାହ କରେ, ସେ ମଧ୍ଯ ବ୍ଯଭିଚାର ପାପରେ ଦୋଷୀ ହବେ।
କିନ୍ତୁ ଯେତବେେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ଅବସ୍ଥା ରେ, ଆଉ ଜଣକୁ ବିବାହ କରେ, ବ୍ଯବସ୍ଥା କୁ ହେ ଯେ, ସେ ବ୍ଯଭିଚ଼ାର ଦୋଷ ରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ବାମୀ ମରି ଯାଏ, ତାହା ହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ଯବସ୍ଥାରୁ ମୁକ୍ତ ହାଇେ ଯାଏ। ଅତଏବ, ଯଦି ସହେି ସ୍ତ୍ରୀଲୋକ ସ୍ବାମୀର ମୃତ୍ଯୁ ପରେ ଆଉ ଜଣକୁ ବିବାହ କରେ, ସେ ବ୍ଯଭିଚ଼ାର ଦୋଷ ରେ ଆଉ ଦୋଷୀ ହୁଏ ନାହିଁ।
ପତ୍ନୀର ତା' ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା'ର ଶରୀର ଉପରେ ତା' ସ୍ବାମୀର ଅଧିକାର ଅଛି। ସହେିଭଳି ସ୍ବାମୀର ତା' ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା'ର ଶରୀର ଉପରେ ତା'ର ସ୍ତ୍ରୀର ଅଧିକାର ଅଛି।
ଯେଉଁମାନେ ବିବାହିତ ସମାନଙ୍କେୁ ମୁଁ ଏକ ଆଦେଶ ଦେଉଛି - ଏହି ଆଦେଶ ମାେ' ଠାରୁ ନୁହେଁ ବରଂ, ପ୍ରଭୁ ନିଜେ ଏହି ଆଦେଶ ଦିଅନ୍ତି।
ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।