ପୁଣି ଲୋକମାନେ ଯୀଶୁଙ୍କୁ ପାଖକୁ ସମାନଙ୍କେର େଛାଟ େଛାଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦଇେ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ବାରଣ କଲେ ଯେ ସମାନେେ ସମାନଙ୍କେର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ।
Cross references
ମାଶାେ ଉତ୍ତର ଦେଲେ, ଆମ୍ଭର ସମସ୍ତ ଲୋକ ଏପରିକି ଆବାଳବୃଦ୍ଧବନିତା ଏବଂ ଆମ୍ଭମାନଙ୍କର ମେଣ୍ଢା ଓ ଗୋରୁ-ଗାଈମାନେ ମଧ୍ଯ ଯିବେ। ଆମ୍ଭମାନେେ ସମସ୍ତେ ୟିବୁ କାରଣ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ରେ ଉତ୍ସବ ହବେ।
ସମସ୍ତ ଲୋକମାନଙ୍କୁ ଏକତ୍ର କର, ପୁରୁଷ ଲୋକ, ସ୍ତ୍ରୀଲୋକ, େଛାଟପିଲା ଏବଂ ବିଦେଶୀଯମାନେ ଯେଉଁମାନେ ତକ୍ସ୍ଟମ୍ଭ ନଗର ରେ ବାସ କରୁଛନ୍ତି। ସମାନେେ ମଧ୍ଯ ଏହି ବ୍ଯବସ୍ଥା ଶକ୍ସ୍ଟଣିବେ। ସମାନେେ ମଧ୍ଯ ତୁମ୍ଭର ସଦାପ୍ରଭୁ ପରମେଶଓରଙ୍କୁ ଭକ୍ତି ଓ ସମ୍ମାନ କରିବେ। ଏହାପରେ ସମାନେେ ବ୍ଯବସ୍ଥା ଅନକ୍ସ୍ଟସା ରେ କର୍ମ କରିପାରିବେ।
ସବୁ ଲୋକଙ୍କୁ ଏକତ୍ରୀତ କର। ସ୍ବତନ୍ତ୍ର ସଭାର ଆଯୋଜନ କର। ବୃଦ୍ଧ, ପିଲା, ଶିଶୁ ଓ ଦୁଗ୍ଧପୋଷ୍ଯ ଶିଶୁମାନଙ୍କୁ ଏକତ୍ରୀତ କର। ନବ ବିବାହିତ ବର କନ୍ଯା ନିଜ ଶଯନକକ୍ଷରୁ ବାହାରକୁ ଆସନ୍ତୁ।
ତା'ପରେ ଲୋକମାନେ କେତକେ ପିଲାଙ୍କୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଯେପରି ଯୀଶୁ ସମାନଙ୍କେ ଉପରେ ଆପଣା ହାତ ରଖି ପାରିବେ ଓ ସମାନଙ୍କେ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ଧମକ ଦଇେ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ।
ଯୋହନ ଯୀଶୁଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ନାମ ନଇେ ଲୋକଙ୍କ ଦହରେୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭମାନେେ ଦେଖିଲୁ। ଆମ୍ଭମାନେେ ତାକୁ ମନାକରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।
ଅନକେ ଲୋକ ତାକୁ ତୁନି ହବୋ ପାଇଁ ଧମକ ଦେଲେ। କିନ୍ତୁ ସହେି ଅନ୍ଧ ଭିକାରୀଟି ଅଧିକରୁ ଅଧିକ ଚିତ୍କାର କରି କହିଲା, ହେ ଦାଉଦଙ୍କ ପୁତ୍ର ଯୀଶୁ, ମାେ ଉପରେ କୃପା କର।
କେତକେ ଲୋକ ସମାନଙ୍କେର େଛାଟ େଛାଟ ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ, ଯେପରି ଯୀଶୁ ସହେି ପିଲାମାନଙ୍କୁ କବଳେ ଛୁଇଁବେ। ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଲୋକମାନଙ୍କୁ ଏହା ନକରିବାକୁ କହିଲେ।