Home Bibles ମାର୍କଲିଖିତ ସୁସମାଚାର 10:17 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 10:17 · ଓଡ଼ିଆ ବାଇବେଲ

ଯୀଶୁ ଯାଉଥିବା ବେଳେ ଜଣେ ଦୌଡି ଦୌଡି ତାହାଙ୍କ ପାଖକୁ ଆସିଲା ଓ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ବସି ପଡିଲା। ସେ ପଚାରିଲା, ହେ ଉତ୍ତମ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହବୋ ପାଇଁ ମୁଁ କ'ଣ କରିବି?

Cross references

ଦାନିଏଲ 6:10

ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଥିଲେ। ଯେତବେେଳେ ନୂତନ ବିଧି ବିଷଯ ରେ ଲଖାେ ସ୍ବାକ୍ଷାରିତ ହାଇେଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କଠାେରୀର ଝରକା ୟିରୁଶାଲମ ଆଡେ ମଲୋ ଥିଲା। ସେ ପୂର୍ବରୁ ଆଣ୍ଠୁମାଡି ଦିନ ମଧିଅରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ବରଙ୍କୁ ଧନ୍ଯବାଦ ପ୍ରଦାନ କଲେ।

ମାଥିଉଲିଖିତ ସୁସମାଚାର 17:14

ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଲୋକମାନଙ୍କ ପାଖକୁ ଫରେି ଆସିଲେ। ଗୋଟିଏ ଲୋକ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ଆଗ ରେ ଆଣ୍ଠୁ ମାଡ଼ି ପଡ଼ିଗଲେ।

ମାଥିଉଲିଖିତ ସୁସମାଚାର 19:16

ଜଣେ ଲୋକ ଆସି ଯୀଶୁଙ୍କୁ ପଚ଼ରିଲେ, ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ?

ମାଥିଉଲିଖିତ ସୁସମାଚାର 25:34

ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।

ମାଥିଉଲିଖିତ ସୁସମାଚାର 28:8

ତେଣୁ ସହେି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଚାଲିଗଲେ। ସମାନେେ ଡ଼ରି ଯାଇଥିଲେ, କିନ୍ତୁ ବହୁତ ଖୁସି ମଧ୍ଯ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ଯମାନଙ୍କୁ ଜଣାଇବା ପାଇଁ ସମାନେେ ଦୌଡ଼ି ଦୌଡ଼ି ଗଲେ।

ମାର୍କଲିଖିତ ସୁସମାଚାର 1:40

ଗୋଟିଏ କୁଷ୍ଠ ରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ପ୍ରାର୍ଥନା କଲା, ତୁମ୍ଭେ ଇଚ୍ଛା କଲେ ମାେତେ ଭଲ କରି ଦଇେ ପାରିବ। ସହେି ଶକ୍ତି ତୁମ୍ଭର ଅଛି।

ମାର୍କଲିଖିତ ସୁସମାଚାର 9:25

ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦଇେ କହିଲେ, ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦଇେଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦହେ ଭିତରୁ ବାହାରିଯା। ଏହାର ଦହେ ରେ ପୁଣି ଆଉ କବେେ ହେଲେ ପ୍ରବେଶ କରିବୁ ନାହିଁ।

ମାର୍କଲିଖିତ ସୁସମାଚାର 12:14

ଫାରୂଶୀ ଓ େ ହରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, ଗୁରୁ, ଆମ୍ଭମାନେେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କବେେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ବର ଚାହୁଁଥିବା ଜୀବନର ମାର୍ଗ ବିଷୟ ରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ: କାଇସରଙ୍କୁ କର ଦବୋର ଉଚିତ୍ କି ନୁହେଁ?

ଲୂକଲିଖିତ ସୁସମାଚାର 10:25

ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଚାରିଲେ, ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ'ଣ କରିବି?

ଲୂକଲିଖିତ ସୁସମାଚାର 18:18

ଜଣେ ଯିହୂଦୀ ନେତା ଯୀଶୁଙ୍କୁ ପଚାରିଲେ, ହେ ଉତ୍ତମ ଗୁରୁ! ଅନନ୍ତଜୀବନ ଲାଭ କରିବା ପାଇଁ ମୁଁ କ'ଣ କରିବା ଉଚିତ?

ଯୋହନଲିଖିତ ସୁସମାଚାର 3:2

ସେ ଦିନେ ରାତ୍ରି ରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, ହେ ଗୁରୁ, ଆମ୍ଭେ ଜାଣୁଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ବରଙ୍କ ଦ୍ବାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛ ସେ ଗୁଡିକ ପରମେଶ୍ବରଙ୍କ ସାହାୟ୍ଯ ନପାଇ କହେି କରିପାରିବେ ନାହିଁ।

ଯୋହନଲିଖିତ ସୁସମାଚାର 5:39

ତୁମ୍ଭମାନେେ ଯତ୍ନ ସହକା ରେ ଧର୍ମ ଶାସ୍ତ୍ରଗୁଡିକ ଅଧ୍ଯୟନ କରୁଛ। କାରଣ ତୁମ୍ଭମାନେେ ବିଶ୍ବାସ କର ଯେ, ସହେି ଧର୍ମଶାସ୍ତ୍ର ଦ୍ବାରା ହିଁ ତୁମ୍ଭମାନେେ ଅନନ୍ତ ଜୀବନ ପାଇବ। ସହେି ଧର୍ମଶାସ୍ତ୍ରଗୁଡିକ ମାେ ବିଷୟ ରେ କହନ୍ତି।

ଯୋହନଲିଖିତ ସୁସମାଚାର 6:27

ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।

ଯୋହନଲିଖିତ ସୁସମାଚାର 6:40

ପ୍ରେତ୍ୟକକ ଲୋକ ୟିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠା ରେ ବିଶ୍ବାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶଷେ ଦିନ ରେ ଉତ୍ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।

ଯୋହନଲିଖିତ ସୁସମାଚାର 20:2

ତେଣୁ ମରିୟମ, ଶିମାନେ ପିତର ଓ ଅନ୍ୟ ଜଣେ ଶିଷ୍ଯ ଯାହାଙ୍କୁ ଯୀଶୁ ପ୍ ରମେ କରୁଥିଲେ, ସମାନଙ୍କେ ନିକଟକୁ ଦୌଡିଗଲେ ଓ ସେ ସମାନଙ୍କେୁ କହିଲେ, ସମାନେେ ପ୍ରଭୁଙ୍କର ମୃତଦହକେୁ କବର ଭିତରୁ ନଇଯାେଇଛନ୍ତି। ସମାନେେ ତାହାଙ୍କୁ କେଉଁଠା ରେ ରଖିଛନ୍ତି ଆମ୍ଭେ ଜାଣି ନାହୁଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:37

ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସମାନେେ ପିତର ଓ ଅନ୍ୟ ପ୍ ରରେିତମାନଙ୍କୁ ପଚାରିଲେ, ଭାଇମାନେ, ଆମ୍ଭେ କ'ଣ କରିବା?

ରେରିତମାନଙ୍କ କାର୍ଯ୍ୟର ବିବରଣ 9:6

ଏବେ ଉଠ ଓ ନଗରକୁ ଯାଅ। ସଠାେରେ ତୁମ୍ଭକୁ କ'ଣ କରିବାକୁ ହବେ, ତାହା ତୁମ୍ଭକୁ ଜଣେ କହିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:30

ତା'ପରେ ସେ ସମାନଙ୍କେୁ ବାହାରକୁ ଆଣି ପଚ଼ାରିଲେ, ମହାଶୟମାନେ, ପରିତ୍ରାଣ ପାଇବା ପାଇଁ ମାରେ କ'ଣ କରିବା ଆବଶ୍ଯକ?

ରେରିତମାନଙ୍କ କାର୍ଯ୍ୟର ବିବରଣ 20:32

ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ନିକଟରେ ଓ ତାହାଙ୍କ ଅନୁଗ୍ରହଜନକ ବାକ୍ଯ ନିକଟରେ ସମର୍ପଣ କରୁଅଛି। ଏହି ବାକ୍ଯ ହିଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବ ଓ ପରମେଶ୍ବର ତାହାଙ୍କର ସମସ୍ତ ପବିତ୍ର ଲୋକମାନଙ୍କୁ ଦଇେଥିବା ଅଧିକାର ତୁମ୍ଭମାନଙ୍କୁ ପ୍ରଦାନ କରିବେ।

ରୋମୀୟଙ୍କ ପ୍ରତି ପତ୍ର 2:7

କେତକେ ଲୋକ ପରମେଶ୍ବରଙ୍କର ମହିମା, ସମ୍ମାନ ଓ ପରମେଶ୍ବର ଦବୋକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚିନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ର୍ଧୈୟ୍ଯପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସହେି ଲୋକମାନଙ୍କୁ ପରମେଶ୍ବର ଅନନ୍ତ ଜୀବନ ପ୍ରଦାନ କରିବେ।

ରୋମୀୟଙ୍କ ପ୍ରତି ପତ୍ର 6:23

ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।

ରୋମୀୟଙ୍କ ପ୍ରତି ପତ୍ର 10:2

ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 2:25

ପୁତ୍ର ଆମ୍ଭମାନଙ୍କୁ ଏହି ଅନନ୍ତ ଜୀବନ ଦବେେ ବୋଲି ପ୍ରତିଜ୍ଞା କରିଛନ୍ତି।

Interlinear

Choose Theme