ଜଣେ ଧନୀ ଲୋକର ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଅପେକ୍ଷା, ଗୋଟିଏ ଓଟ ଗୋଟିଏ ଛୁଞ୍ଚି କଣା ରେ ଗଳି ଯାଇ ପାରିବା ସହଜ।
Cross references
ଜଣେ କୃଷ୍ଣକାଯ କ'ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ ଓ ଚିତାବାଘ କ'ଣ ନିଜର ଦହରେ ଛାପ ବଦଳାଇ ପାରିବ ? ତେଣୁ ହେ ୟିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବା ରେ ଅଭ୍ଯସ୍ତ, ତୁମ୍ଭେ କବେେ ସୁକର୍ମ କରିପାରିବ ନାହିଁ।
ତୁମ୍ଭେ ତୁମ୍ଭ ଭାଇ ଆଖି ରେ ପଡିଥିବା କାଠଗୁଣ୍ଡଟି ପ୍ରତି କାହିଁକି ନଜର ଦେଉଛ କିନ୍ତୁ ତୁମ୍ଭ ନିଜ ଆଖି ରେ ପଡିଥିବା କାଠଗୁଣ୍ଡଟି ଦେଖିପାରୁନାହଁ?
ହଁ, ମୁଁ ତୁମ୍ଭକୁ କହୁଛି ଯେ ଜଣେ ଧନୀ ଲୋକ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତ ରେ ଗଳିୟିବା ବରଂ ସହଜ।
ତୁମ୍ଭମାନେେ ଲୋକଙ୍କୁ ମାର୍ଗ ବତାଉଛ। କିନ୍ତୁ ତୁମ୍ଭମାନେେ ନିଜେ ଅନ୍ଧ। ତୁମ୍ଭମାନେେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।
ଜଣେ ଧନୀଲୋକ ପକ୍ଷ ରେ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଠାରୁ ଗୋଟିଏ ଛୁଞ୍ଚି କଣାଦଇେ ଓଟଟିଏ ଗଳିୟିବା ଅଧିକ ସହଜ।