Home Bibles ମାର୍କଲିଖିତ ସୁସମାଚାର 10:26 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 10:26 · ଓଡ଼ିଆ ବାଇବେଲ

ସମାନେେ ଆହୁରି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରସ୍ପର କୁହାକୁହି ହେଲେ, ତବେେ କିଏ ଉଦ୍ଧାର ପାଇ ପାରିବ?

Cross references

ମାର୍କଲିଖିତ ସୁସମାଚାର 6:51

ତା'ପରେ ସେ ଶିଷ୍ଯମାନଙ୍କ ସହିତ ଡଙ୍ଗା ରେ ଚଢିଗଲେ। ପବନ ବନ୍ଦ ହାଇଗେଲା। ଏଥି ରେ ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ।

ମାର୍କଲିଖିତ ସୁସମାଚାର 7:37

ଲୋକମାନେ ବାସ୍ତବ ରେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ। ସମାନେେ କହୁଥିଲେ, ଯୀଶୁ ସବୁ କିଛି ସୁସ୍ଥ କରୁଛନ୍ତି, ଏପରିକୁ ସେ ବଧିରକୁ ଶ୍ରବଣ -ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।

ଲୂକଲିଖିତ ସୁସମାଚାର 13:23

ଜଣେ କହେି ଯୀଶୁଙ୍କୁ କହିଲା, ପ୍ରଭୁ, କେତେ ଜଣ ଲୋକ ପରିତ୍ରାଣ ପାଇ ପାରିବେ? କ'ଣ ଅଳ୍ପ ଲୋକ?

ଲୂକଲିଖିତ ସୁସମାଚାର 18:26

ଲୋକମାନେ ଏକଥା ଶୁଣିବା ପରେ କହିଲେ, ତବେେ କେଉଁମାନେ ପରିତ୍ରାଣ ପାଇ ପାରିବେ?

ରେରିତମାନଙ୍କ କାର୍ଯ୍ୟର ବିବରଣ 16:31

ସମାନେେ ତାହାଙ୍କୁ କହିଲେ, ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘ ରେ ରହୁଥିବା ସମସ୍ତେ ଉଦ୍ଧାର ପାଇପାରିବେ।

ରୋମୀୟଙ୍କ ପ୍ରତି ପତ୍ର 10:9

ଯଦି ତୁମ୍ଭେ ନିଜ ମୁହଁ ରେ କୁହ, ଯୀଶୁ ପ୍ରଭୁ ଅଟନ୍ତି, ଓ ତୁମ୍ଭର ମନ ବିଶ୍ବାସ କରେ ଯେ, ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ଉଠାଇ ଆଣି ଥିଲେ; ତବେେ ତୁମ୍ଭେ ଉଦ୍ଧାର ପାଇୟିବ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:23

ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।

Interlinear

Choose Theme