ଯୀଶୁ ସମାନଙ୍କେୁ ଚାହିଁ କହିଲେ, ଏହା ମନୁଷ୍ଯମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ବରଙ୍କ ପାଇଁ ନୁହେଁ। ପରମେଶ୍ବର ସବୁ କିଛି କରି ପାରିବୋ
Cross references
ଏହାପରେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ସାରା ହସି କହୁଛି ସେ ପିଲା ଜନ୍ମ କରିବା ପାଇଁ ବେଶି ବୁଢ଼ି ହାଇୟୋଇଛି।
ତବେେ ମାଶାେ କହିଲେ, ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧିଅରେ ଅଛି ସମାନେେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, 'ଆମ୍ଭେ ସମାନଙ୍କେୁ ମାଂସ ଦବୋ, ସମାନେେ ତାହା ସମ୍ପୂର୍ଣ ଏକ ମାସ ଖାଇବେ!'
ସନୋପତି ୟିଏ ରାଜା ଙ୍କର ନିକଟର ଥିଲେ ପରମେଶ୍ବର ଲୋକଙ୍କୁ ଉତ୍ତର ଦେଲେ। ଦେଖ, ଯବେେ ସଦାପ୍ରଭୁ ସ୍ବର୍ଗ ରେ ଦ୍ବାର ଖୋଲନ୍ତି ତବେେ ମଧ୍ଯ ସମ୍ଭବ ହାଇେ ପାରିବ ନାହିଁ?
ହେ ସଦାପ୍ରଭୁ ମୁଁ ଜାଣେ ଆପଣ ସବୁକିଛି କରିପାରନ୍ତି। ତୁମ୍ଭେ ଯାହା କର ବା କରିବାକୁ ଚାହଁ, କହେି ତୁମ୍ଭକୁ ସେ କାମରୁ ନିବୃତ୍ତ କରାଇ ପାରିବେ ନାହିଁ।
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ବାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ଯ କିଛି ନାହିଁ।
ହେ ଯିରିମିୟ, ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ଯ ରେ ପରମେଶ୍ବର, ଆମ୍ଭର ଅସାଧ୍ଯ ହାଇେ କିଛି ନାହିଁ।
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଯଦିଓ ଏହି ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ କଷ୍ଟ କର ଡଣାପଡେ, ଏହା ସମାନଙ୍କେ ପ୍ରତି ମଧ୍ଯ ବିସ୍ମଯଜନକ ହବେ।
ଯୀଶୁ ସମାନଙ୍କେୁ ଚ଼ାହିଁ କହିଲେ, ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ବରଙ୍କ ପାଇଁ ସବୁ କିଛି ସମ୍ଭବ।
ପରମେଶ୍ବର ସବୁ କିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।
ଯୀଶୁ କହିଲେ, ଯେଉଁ କାମ ମନୁଷ୍ଯ ପକ୍ଷ ରେ ସମ୍ଭବ ନୁହେଁ, ତାହା ପରମେଶ୍ବର କରି ପାରିବେ।
ସେ ସ୍ବର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳ ରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସହେି ଶକ୍ତି ବଳ ରେ ସେ ଆମ୍ଭର ହୟେ, ଦହଗେୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦହେ ଭଳି ଗୌରବମୟ କରି ଦବେେ।
ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।
ଅବ୍ରହାମ ବିଶ୍ବାସ କରିଥିଲେ ଯେ, ପରମେଶ୍ବର ଲୋକମାନଙ୍କୁ ମୃତ୍ଯୁରୁ ଉଠାଇ ଆଣି ପାରିବେ। ପ୍ରକୃତ ରେ ଯେତବେେଳେ ସେ ଇସ୍ହାକଙ୍କୁ ମାରିବା ପାଇଁ ଗଲା ବେଳେ ପରମେଶ୍ବର ଅବ୍ରହାମଙ୍କୁ ଅଟକାଇ ଦେଲେ। ସେତବେେଳେ ଅବ୍ରହାମ ଯେପରି ଇସ୍ହାକଙ୍କୁ ମୃତ୍ଯୁରୁ ଫରେି ପାଇଲେ।