ତା'ପରେ ସମାନେେ ଯିରୀହାକେୁ ଆସିଲେ। ଯୀଶୁ ତାହାଙ୍କ ଶିଷ୍ଯ ଓ ଅନ୍ୟ ଅନକେ ଲୋକଙ୍କ ସହିତ ସହେି ସହର ଛାଡି ୟିବା ସମୟରେ ଟୀମାୟର ପୁଅ ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକାରୀ ରାସ୍ତା କଡ ରେ ବସିଥିଲା। ସେ ସଦାବାଳେ ଲୋକଙ୍କୁ ଭିକ ମାଗୁଥିଲା।
Cross references
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୀଖୋରୁ ଗଲା ବେଳେ ବହୁ ସଂଖ୍ଯା ରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ।
ଲାଜାର ନାମ ରେ ଜଣେ ଅତି ଗରିବ ଲୋକ ଥିଲା। ତା' ଦହେ ଘା' ରେ ଭରି ଯାଇଥିଲା। ଲାଜାର ପ୍ରାୟ ସବୁ ସମୟରେ ଧନୀଲୋକଙ୍କ ଫାଟକ ପାଖ ରେ ପଡି ରହୁଥିଲା।
ପରେ ଲାଜାର ମରିଗଲା। ସ୍ବର୍ଗଦୂତମାନେ ତାହାକୁ ନଇଯାେଇ ଅବ୍ରହାମଙ୍କ କୋଳ ରେ ରଖିଲେ। ଧନୀ ଲୋକ ଜଣକ ମଧ୍ଯ ମରିଗଲା ଓ ତାହାକୁ କବର ଦିଆଗଲା।
ଯୀଶୁ ଯିରୀହାେ ନଗର ପାଖାପାଖି ହାଇେ ଆସିଲେ। ସେତବେେଳେ ରାସ୍ତା କଡ ରେ ଗୋଟିଏ ଅନ୍ଧ ବସିଥିଲା। ସହେି ଅନ୍ଧଟି ଭିକ ମାଗୁଥିଲା।
କେତକେ ଲୋକ ଏହି ଲୋକଟିକୁ ପ୍ରଥମେ ଭିକ ମାଗିବା ଦେଖିଥିଲେ। ସହେି ଲୋକମାନେ ଓ ଲୋକଟିର ପଡ଼ୋଶୀମାନେ ତାହାଙ୍କୁ ଦେଖି କହିଲେ, ଦେଖ, ୟିଏ ସବୁବେଳେ ବସି ଭିକ ମାଗୁଥାଏ ଏ ଲୋକଟି ସହେି ନୁହେଁ କି?
ସମାନେେ ଉପାସନା ମନ୍ଦିର ପରିସର ମଧିଅରେ ଯାଉଥିବା ସମୟରେ ଜଣେ ଲୋକ ସଠାେରେ ଥିଲା। ସେ ଜନ୍ମରୁ ପଙ୍ଗୁ ହାଇେଥିବାରୁ ଚାଲିପାରୁ ନଥିଲେ। ସମାନେେ ତାହାକୁ ସବୁଦିନ ମନ୍ଦିରରୁ 'ସୁନ୍ଦର ଫାଟକ' ପାଖ ରେ ବ ସଇେ ଦେଉଥିଲେ। ସେ ମନ୍ଦିରକୁ ଯାଉଥିବା ଲୋକମାନଙ୍କଠାରୁ ପଇସା ମାଗୁଥିଲା।