ମାର୍କଲିଖିତ ସୁସମାଚାର 10:50 · ଓଡ଼ିଆ ବାଇବେଲ
ଅନ୍ଧ ଲୋକଟି ତତ୍କ୍ଷଣାତ୍ ତା ଚାଦରଟି ଫିଙ୍ଗି ଦଲୋ ଓ ଡଇେଁ ପଡିଲା। ସେ ଯୀଶୁଙ୍କ ନିକଟକୁ ଆସିଲା।
Cross references
ଫିଲିପ୍ପୀୟଙ୍କ ପ୍ରତି ପତ୍ର 3:7
ସମୟ ଥିଲା, ଯେତବେେଳେ ଏଗୁଡ଼ିକ ମାେ ପାଇଁ ଗୁରୁତ୍ବପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହତେୁ ସଗେୁଡ଼ିକର କିଛି ମୂଲ୍ଯ ନାହିଁ।
ଏବ୍ରୀ 12:1
ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।