ଯୀଶୁ ଅନ୍ଧ ଲୋକଟିକୁ ପଚାରିଲେ, ମୁଁ ତୁମ୍ଭ ପାଇଁ କ'ଣ କରିବି ବୋଲି ତୁମ୍ଭେ ଚାହୁଁଛ? ଅନ୍ଧଟି ଉତ୍ତର ଦଲୋ, ଗୁରୁ, ମୁଁ ଦେଖିବାକୁ ଚାହୁଁଛି।
Cross references
ସହେି ରାତ୍ରି ରେ ପରମେଶ୍ବର ଶ ଲୋମନଙ୍କ ନିକଟକୁ ଆସିଲେ। ପରମେଶ୍ବର କହିଲେ, ଶଲୋମନ, ଆମ୍ଭେ ତୁମ୍ଭକୁ କ'ଣ ଦବୋ ବୋଲି ତୁମ୍ଭେ ଚାହଁ, ତାହା ଆମ୍ଭକୁ ମାଗ।
ଏଣୁ ତୁମ୍ଭେ ସମାନଙ୍କେ ଭଳି ହୁଅନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।
ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ।
ସମାନେେ ବଜାର ସ୍ଥାନମାନଙ୍କ ରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସମାନେେ ଚ଼ାହାଁନ୍ତି ଯେ ଲୋକେ ତାହାଙ୍କୁ 'ରାବ୍ବୀ' ବୋଲି ଡ଼ାକନ୍ତୁ।
ଯୀଶୁ ପଚାରିଲେ, ତୁମ୍ଭମାନେେ ମାେ ଦ୍ବାରା ତୁମ୍ଭ ପାଇଁ କ'ଣ ପାଇବାକୁ ଚାହୁଁଛ?
ମୁଁ ତୁମ୍ଭ ପାଇଁ କ'ଣ କରିବି ବୋଲି ତୁମ୍ଭେ ଚାହୁଁଛ?
ଯୀଶୁ ତାହାଙ୍କୁ କହିଲେ, ମରିୟମ,।
ସନୋଧ୍ଯକ୍ଷ ୟୁବକର ହାତ ଧରି ନିରୋଳା ସ୍ଥାନକୁ ନଇେ ପଚ଼ାରିଲେ, ତୁମ୍ଭେ ମାେତେ କଣ କହିବାକୁ ଚ଼ାହଁ?
କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।