Home Bibles ☰ Books ମାର୍କଲିଖିତ ସୁସମାଚାର 10:52 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 10:52 · ଓଡ଼ିଆ ବାଇବେଲ

ଯୀଶୁ କହିଲେ, ଯାଅ, ତୁମ୍ଭେ ଭଲ ହାଇଗେଲ, କାରଣ ତୁମ୍ଭେ ବିଶ୍ବାସ କଲ। ତା'ପରେ ଲୋକଟି ସବୁ କିଛି ଦେଖି ପାରିଲା ଓ ସେ ପଥରେ ଯୀଶୁଙ୍କୁ ଅନୁସରଣ କଲା।

Cross references

ଗୀତସଂହିତା 33:9

କାରଣ ପରମେଶ୍ବରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ସ ୟଦି ସେ କାହାରିକୁ ଚାଲୁରଖିବା ପାଇଁ ଚାହାନ୍ତି ତବେେ ଚାଲୁରଖି ପାରିବେ।

ଗୀତସଂହିତା 146:8

ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।

ଯିଶାଇୟ 29:18

ପୁଣି ସହେି ଦିନ ରେ ବଧିର ପୁସ୍ତକର ବାକ୍ଯ ଶୁଣିବ ଓ ଅନ୍ଧକାର ଏବଂ କୁହୁଡ଼ି ମଧିଅରେ ଅନ୍ଧ ଦେଖିବ।

ଯିଶାଇୟ 35:5

ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।

ଯିଶାଇୟ 42:16

ତା'ପ ରେ ଆମ୍ଭେ ଅନ୍ଧମାନଙ୍କୁ ସମାନଙ୍କେର ଅଜ୍ଞାତ ପଥ ଦଇେ ଆଣିବୁ ଓ ଯେଉଁ ପଥ ସମାନେେ ଜାଣନ୍ତି ନାହିଁ, ସହେି ପଥରେ ସମାନଙ୍କେୁ କଢ଼ାଇ ନବେୁ। ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖ ରେ ପରିଣତ କରିବୁ। ଏହିସବୁ କାର୍ୟ୍ଯ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ଯାଗ କରିବୁ ନାହିଁ।

ମାଥିଉଲିଖିତ ସୁସମାଚାର 9:22

ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।

ମାଥିଉଲିଖିତ ସୁସମାଚାର 9:28

ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ଯ ତାହାଙ୍କ ସଙ୍କ ରେ ଗଲେ। ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି? ସମାନେେ ଉତ୍ତର ଦେଲେ, ହଁ, ପ୍ରଭୁ।

ମାଥିଉଲିଖିତ ସୁସମାଚାର 11:5

ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।

ମାଥିଉଲିଖିତ ସୁସମାଚାର 12:22

ତା'ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା। ତା ଦହେ ରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହାଇେ ଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରି ଦେଲେ। ଫଳ ରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା।

ମାଥିଉଲିଖିତ ସୁସମାଚାର 15:28

ତା'ପରେ ଯୀଶୁ କହିଲେ, ହେ ନାରୀ! ତୁମ୍ଭର ଗଭୀର ବିଶ୍ବାସ ରହିଛି। ତୁମ୍ଭେ ମାଠାରୁେ ଯାହା ଚାହିଁଛ, ମୁଁ ତାହା କରି ଦବେି। ଏହା କହିବା ମାତ୍ ରେ ସହେି ସ୍ତ୍ରୀର ଝିଅଟି ସଂମ୍ପୁର୍ଣ୍ଣ ରୂପା ଭଲ ହାଇଗେଲା।

ମାଥିଉଲିଖିତ ସୁସମାଚାର 21:14

ମନ୍ଦିର ରେ କେତକେ ଅନ୍ଧ ଓ କେତକେ େଛାଟ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।

ମାର୍କଲିଖିତ ସୁସମାଚାର 1:31

ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହାବା ରେ ସାହାୟ୍ଯ କଲେ। ତାହାଙ୍କର ଜ୍ବର ଛାଡିଗଲା ଓ ସେ ସୁସ୍ଥ ହାଇଗେଲେ। ତା'ପରେ ସେ ସମାନଙ୍କେର ପରିଚର୍ୟ୍ଯା କରିବାକୁ ଲାଗିଲେ।

ମାର୍କଲିଖିତ ସୁସମାଚାର 5:34

ଯୀଶୁ ତାକୁ କହିଲେ, ଆଗୋ ନାରୀ; ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ଶାନ୍ତି ରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।

Interlinear

Choose Theme