ତା'ପର ଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କ ସହିତ ସହେି ଡିମ୍ବିରି ଗଛ ଥିବା ବାଟ ଦଇେ ଆସିଲେ। ସମାନେେ ଡିମ୍ବିରି ଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ।
Cross references
ଏହା ତା'ର ଚରେ ଦ୍ବାରା ଗଦାଏ ପଥରକୁ ଗୁଡ଼ାଇ ଦିଏ।
ତା'ର ମୂଳ ଶୁଷ୍କ ହାଇଯେିବ ଓ ତା'ର ଉପରର ଡ଼ାଳ ଶାଖାପ୍ରଶାଖା ମରିୟିବ।
ଏହା ସତ୍ଯ ବହୁ ସମୟରୁ ଯେ ତବେଳଠାରୁେ ଆଦମ ଏ ପୃଥିବୀ ରେ ରଖାୟାଇଥିଲା। ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ବିନା ବାସ କରେ, ସେ ଲୋକର ଆନନ୍ଦ କ୍ଷଣସ୍ଥାଯୀ ଅଟେ।
ସମାରଏହି ଦ୍ରାକ୍ଷାକ୍ଷଲତ ପାଇଁ ମୁଁ ଅଧିକ କ'ଣ କରି ପାରିଥାନ୍ତି? ଯାହା କରିବା କଥା ମୁଁ ସବୁ କରିଥିଲି। ମୁଁ ଉତ୍ତମ ଦ୍ରାକ୍ଷାଫଳ ଫଳିବସବାଲି ଆଶା କରିଥିଲି, ମାତ୍ରସସଥିସର ବନ୍ଯ ଦ୍ରାକ୍ଷାଫଳ ଫଳିଲା। ଏହା କାହିଁକି ଘଟିଲା?
ସହେି ଶାସକଗଣ ରୋପିତ ବୃକ୍ଷ ସଦୃଶ। ସମାନଙ୍କେର ଚରେ ମାଟିକୁ ୟିବା ପୂର୍ବରୁ ପରମେଶ୍ବର ଚାରକୁ' ଫୁଙ୍କି ଦିଅନ୍ତି। ସେଥି ରେ ସେ ମରିୟାଇ ଶୁଷ୍କ ହାଇୟୋଏ। ଓ ଘୂର୍ଣ୍ଣିବାଯୁ ତାକୁ ନଡ଼ାପରି ଉଡ଼ାଇ ନିଏ।
କିନ୍ତୁ ଯେତବେେଳେ ସୂର୍ୟ୍ଯ ଉପରକୁ ଉଠିଲା, ସେତବେେଳେ ଗଛ ଝାଉଁଳି ପଡିଲା। ତା'ର ଚରେ ଗଭୀରକୁ ଯାଇ ପାରିନଥିବାରୁ ଗଛଟି ଶୁଖି ମରିଗଲା।
ଯୀଶୁ କହିଲେ, ଯେଉଁ ଚାରା ମାରେ ସ୍ବର୍ଗୀୟ ପିତା ନିଜେ ଲଗଇେ ନାହାଁନ୍ତି, ସଗେୁଡିକୁ ସମୂଳେ ଉପାଡି ଦିଆୟିବ।
ରାସ୍ତା କଡ଼ ରେ ସେ ଗୋଟିଏ ଡ଼ିମ୍ବିରି ଗଛ ଦେଖିଲେ। ସେ ଗଛ ପାଖକୁ ଗଲେ। ଗଛ ରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, ଆଉ ଏଣିକି ତୋ ଠା ରେ ଫଳ ଆସିବ ନାହିଁ। ସଙ୍ଗେ ସଙ୍ଗେ ଡ଼ିମ୍ବିରି ଗଛଟି ଶୁଖି ମରିଗଲା।
ତେଣୁ ଯୀଶୁ ଗଛଟିକୁ କହିଲେ, ଲୋକେ ତୁମ୍ଭର ଫଳ ଆଉ ଏଣିକି କବେେ ହେଲେ ଖାଇବେ ନାହିଁ। ଶିଷ୍ଯମାନେ ଯୀଶୁଙ୍କର ଏହି କଥା ଶୁଣିଲେ।
ଯଦି କହେି ବ୍ଯକ୍ତି ମାଠାେ ରେ ରୁ ହେ ନାହିଁ, ତବେେ ତାକୁ ଶାଖା ପରି ଫିଙ୍ଗି ଦିଆୟିବ। ସହେି ଫିଙ୍ଗା ଯାଇଥିବା ଶାଖା ଶୁଖିଯାଏ। ଲକମାନେେ ଶୁଖିଲା ଶାଖାକୁ ଉଠାଇ ନିଆଁ ରେ ଫୋପାଡି ଦିଅନ୍ତି। ସଗେୁଡିକ ଜଳି ଯାଏ।
କିନ୍ତୁ ଯଦି ସହେି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା' ହେଲେ ତାହା ଅକାମୀ ଅଟେ। ସହେି ଭୂମି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ହାଇେ ଅଭିଶପ୍ତ ହୁଏ, ଓ ଶଷେ ରେ ତାହା ଅଗ୍ନି ଦ୍ବାରା ବିନଷ୍ଟ ହବେ।
ଏମାନେ ତୁମ୍ଭମାନଙ୍କର ପ୍ ରମେି ଭୋଜିର କଳଙ୍କ ପରି। ସମାନେେ ନିର୍ଭୟ ରେ ତୁମ୍ଭ ସହିତ ଭୋଜନ କରନ୍ତି। ସମାନେେ କବଳେ ନିଜର ଯତ୍ନ ନିଅନ୍ତି। ସମାନେେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ବାରା ସମାନେେ ଚାରିଆଡ଼େ ଉଡ଼ନ୍ତି। ସମାନେେ ହମେନ୍ତ କାଳ ରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସମାନଙ୍କେର ଦୁଇ ଥର ମୃତ୍ଯୁ ହୁଏ।