ମାର୍କଲିଖିତ ସୁସମାଚାର 11:29 · ଓଡ଼ିଆ ବାଇବେଲ
ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ମାେ ପ୍ରଶ୍ନର ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହିବି ଯେ କେଉଁ ଅଧିକାର ରେ ମୁଁ ଏସବୁ କାର୍ୟ୍ଯ କରୁଛି।
Cross references
ଯିଶାଇୟ 52:13
ଆମ୍ଭର ଦାସକୁ ଦେଖ, ସେ ସୁବିବଚେନା ପୂର୍ବକ ବ୍ଯବହାର କରିବେ। ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହିମାନ୍ବିତ ହବେେ।
ମାଥିଉଲିଖିତ ସୁସମାଚାର 21:24
ଯୀଶୁ ଉତ୍ତର ଦେଲେ, ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ତୁମ୍ଭମାନେେ ଯଦି ମାେ ପ୍ରଶ୍ନର ଉତ୍ତର ଦଇେ ପାରିବ, ତବେେ ମୁଁ କହିବି ଯେ ଏଭଳି କାମ କରିବାକୁ ମାରେ କେଉଁ ଅଧିକାର ରହିଛି।
ଲୂକଲିଖିତ ସୁସମାଚାର 20:3
ଯୀଶୁ ଉତ୍ତର ଦେଲେ, ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ମାେତେ କୁହ: