Home Bibles ☰ Books ମାର୍କଲିଖିତ ସୁସମାଚାର 11:31 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 11:31 · ଓଡ଼ିଆ ବାଇବେଲ

ଯିହୂଦୀ ନେତାମାନେ ଯୀଶୁଙ୍କ ପ୍ରଶ୍ନ ଉପରେ ଆଲୋଚନା କଲେ। ସମାନେେ କୁହାକୁହି ହେଲେ, ଆମ୍ଭମାନେେ ଯଦି କହିବା ଯେ, ' ଯୋହନଙ୍କ ବାପ୍ତିସ୍ମ ପରମେଶ୍ବରଙ୍କ ଠାରୁ ଆସିଥିଲା', ତବେେ ଯୀଶୁ କହିବେ, ' ତବେେ ତୁମ୍ଭମାନେେ ଯୋହନଙ୍କୁ କାହିଁକି ବିଶ୍ବାସ କଲ ନାହିଁ?'

Cross references

ମାଥିଉଲିଖିତ ସୁସମାଚାର 11:7

ଏ କଥା ଶୁଣି ଯୋହନଙ୍କ ଶିଷ୍ଯମାନେ ଫରେି ଯାଉଥିବା ସମୟରେ ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟ ରେ କହିଲେ, ଏ ମରୁଭୂମିକୁ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ପବନ ରେ ଦୋହଲୁ ଥିବା କୌଣସି ନଳଗଛକୁ ?

ମାଥିଉଲିଖିତ ସୁସମାଚାର 21:25

କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?

ମାଥିଉଲିଖିତ ସୁସମାଚାର 21:31

ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?

ଯୋହନଲିଖିତ ସୁସମାଚାର 1:15

ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟ ରେ କହିଲେ। ସେ କହିଲେ, ମୁଁ ଯାହାଙ୍କ ବିଷୟ ରେ କହୁଥିଲି, ସେ ଏହି। ମୁଁ କହିଲି, 'ମାେ ପରେ ୟିଏ ଆସୁଛନ୍ତି, ସେ ମାେ ଠାରୁ ବହୁତ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ।'

ଯୋହନଲିଖିତ ସୁସମାଚାର 1:29

ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, ଏହି ଦେଖ, ପରମେଶ୍ବରଙ୍କର ମଷେଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି।

ଯୋହନଲିଖିତ ସୁସମାଚାର 1:34

ତେଣୁ ମୁଁ ଲୋକମାନଙ୍କୁ ଏହା କ ହେ: ' ସେ (ଯୀଶୁ) ପରମେଶ୍ବରଙ୍କର ପୁତ୍ର।'

ଯୋହନଲିଖିତ ସୁସମାଚାର 1:36

ସେତବେେଳେ ଯୋହନ ଯୀଶୁଙ୍କୁ ୟିବାର ଦେଖିଲେ। ସେ କହିଲେ, ଦେଖ, ପରମେଶ୍ବରଙ୍କର ମଷେଶାବକ।

ଯୋହନଲିଖିତ ସୁସମାଚାର 3:29

କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।

Interlinear

Choose Theme