Home Bibles ମାର୍କଲିଖିତ ସୁସମାଚାର 11:8 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 11:8 · ଓଡ଼ିଆ ବାଇବେଲ

ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେ ଲୁଗା ରାସ୍ତା ରେ ବିଛଇେ ଦେଲେ। ଅନ୍ୟମାନେ ଡାଳ କାଟି ଆଣି ରାସ୍ତା ରେ ବିଛଇେ ଦେଲେ।

Cross references

ଲେବୀୟ ପୁସ୍ତକ 23:40

ଆଉ ତମ୍ଭମାନେେ ପ୍ରଥମ ଦିନ ରେ ଉତ୍ତମ ବୃକ୍ଷର ଫଳ, ବାତାପି ଗଛର ଗୋଟିଏ ପ୍ରକାର ଖଜୁର୍ର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀ ତୀରସ୍ଥ ବାଇସୀ ବୃକ୍ଷ ଘନେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ସମ୍ମୁଖ ରେ ସାତ ଦିନ ୟାଏ ଆନନ୍ଦ କରିବ।

Interlinear

Choose Theme