ପ୍ରଭୁ ତାହା କଲେ ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ୟ୍ଯଜନକ।'ଗୀତସଂହିତା 118:22-23
Cross references
କୈଣସି ଶକ୍ତି ୟାବୁକ ବଂଶକୁ ପରାସ୍ତ କରି ପାରିବ ନାହିଁ କିମ୍ବା କୌଣସି ମନ୍ତ୍ର ଇଶ୍ରାୟେଲକୁ ନିବୃତ୍ତ କରିପାରିବ ନାହିଁ। ଏହି କ୍ଷଣି ଯାକୁବ ଓ ଇଶ୍ରାୟେଲ ବିଷଯ ରେ କୁହାୟିବ; 'ପରମେଶ୍ବର କି କର୍ମ କରିଅଛନ୍ତି।'
ଏହାସବୁ ସଦାପ୍ରଭୁଙ୍କ କର୍ମ। କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ୟ୍ଯ।
ସଦାପ୍ରଭୁ ଉତ୍ତର ଦେଲେ, ଅନ୍ୟ ଗୋଷ୍ଠୀଗୁଡିକୁ ଗ୍ଭହିଁ। ସମାନଙ୍କେୁ ଲକ୍ଷ୍ଯ କର ଏବଂ ତୁମ୍ଭେ ଆଶ୍ଚର୍ୟ୍ଯାନ୍ବିତ ହବେ। ତୁମ୍ଭର ଜୀବନ କାଳ ମଧିଅରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ୟ୍ଯାନ୍ବିତ କରିବ। ଯଦି କହେି ତୁମ୍ଭକୁ କ ହେ, କ'ଣ ହବୋକୁ ଯାଉଥିଲା, ତୁମ୍ଭେ କବେେ ବିଶ୍ବାସ କରି ନଥାନ୍ତ।
ସମାନେେ ସମସ୍ତେ ଆଶ୍ଚର୍ୟ୍ଯ ଓ ବିଭ୍ରାନ୍ତ ହାଇେ ପଡ଼ିଲେ। ସମାନେେ ପରସ୍ପର ଭିତ ରେ ପଚ଼ାରା ଉଚ଼ରା ହେଲେ, ଏ ସବୁ କ'ଣ ହେଉଛି?
ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।
ତୁମ୍ଭମାନେେ ଆମ୍ଭକୁ ଏପରି କାହିଁକି ଦେଖୁଛ, ଯେପରିକି ଆମ୍ଭେ ଅମ୍ଭ ଶକ୍ତି ବା ଭକ୍ତି ବଳ ରେ ଏହି ଲୋକକୁ ଚ଼ାଲିବାକୁ ଦଲେୁ।
ତେଣୁ ସାବଧାନ ରୁହ ଯେ, ଭବିଷ୍ଯଦ୍ବକ୍ତାମାନେ ଯାହା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନଘଟେ।
ପରମେଶ୍ବରଙ୍କ ଲୋକମାନଙ୍କ ଭିତ ରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ବର ମାେତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ବର୍ୟ୍ଯପୂର୍ଣ୍ଣ ସୁସମାଚାର କହିବି। ସହେି ଐଶ୍ବର୍ୟ୍ଯଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣରୂପେ ବୁଝିବା ସମ୍ଭବପର ନୁହେଁ।
ଏହି ମହାନ୍ ସତ୍ଯଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ବର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ଯକୁ ନିଜ ଲୋକଙ୍କୁ ଜଣାଇ ଦବୋ ପାଇଁ ସ୍ଥିର କଲେ। ଏହି ସତ୍ଯ ସ୍ବଯଂ ତୁମ୍ଭମାନଙ୍କ ଭିତ ରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ବରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।
ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,