ଫାରୂଶୀ ଓ େ ହରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, ଗୁରୁ, ଆମ୍ଭମାନେେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କବେେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ବର ଚାହୁଁଥିବା ଜୀବନର ମାର୍ଗ ବିଷୟ ରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ: କାଇସରଙ୍କୁ କର ଦବୋର ଉଚିତ୍ କି ନୁହେଁ?
Cross references
ତୁମ୍ଭେ ଲୋକ ଗହଳି ସହିତ ୟୋଗ ଦବୋ ଉଚିତ୍ ନୁହଁ ଏବଂ ନ୍ଯାଯକୁ ଭ୍ରଷ୍ଟ କରିବା ଉଚିତ୍ ନୁହଁ, ଯେତବେେଳେ ତୁମ୍ଭେ ନ୍ଯାଯାଳଯ ରେ ସାକ୍ଷ୍ଯ ଦିଅ।
ତୁମ୍ଭେ ସର୍ବଦା ନ୍ଯାଯବାନ ହବେ। ନ୍ଯାଯ ରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭମାନେେ ଉତ୍କୋଚ ନଇେ ଅନ୍ଯାଯ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମୀକମାନଙ୍କର ବାକ୍ଯ ଅନ୍ୟଥା କରେ।
ସେ ଆପଣା ପିତା ଓ ଆପଣା ମାତା ବିଷଯ ରେ କହିଲେ, ଆମ୍ଭେ ତାହାକକ୍ସ୍ଟ ଦେଖି ନାହକ୍ସ୍ଟଁ, ସେ ଆପଣା ଭାଇମାନଙ୍କୁ ମଧ୍ଯ ଚିହ୍ନିଲେ ନାହିଁ କିଅବା ଆପଣା ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। କିନ୍ତୁ ସମାନେେ ତୁମ୍ଭର ବାକ୍ଯ ମାନି ଅଛନ୍ତି। ତୁମ୍ଭର ନିଯମ ରକ୍ଷା କରିଛନ୍ତି।
କିନ୍ତୁ ମୀଖାଯ ଉତ୍ତର ଦେଲେ, ନିଶ୍ଚିତ ଭାବରେ ସଦାପ୍ରଭୁ ଥିବାୟାଏ, ମାେ ପରମେଶ୍ବର ଯାହା କହନ୍ତି, ମୁଁ କବଳେ ତାହା କହିପାରିବି।
ବର୍ତ୍ତମାନ ତୁମ୍ଭମାନେେ ପ୍ରେତ୍ୟକକ ସଦାପ୍ରଭୁଙ୍କୁ ନିତାନ୍ତ ଭୟ କରିବ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ନ୍ଯାଯବାନ ଅଟନ୍ତି, ତେଣୁ ତୁମ୍ଭମାନେେ ଯାହା କର, ସେ ବିଷଯ ରେ ବିଶଷେ ସାବଧାନ ହୁଅ। ସଦାପ୍ରଭୁ କୌଣସି ମନୁଷ୍ଯକୁ ଅନ୍ୟମାନଙ୍କ ଅପେକ୍ଷା ଅଧିକ ଗୁରୁତ୍ବ ଦିଅନ୍ତି ନାହିଁ। ଆଉ, ସେ ତାଙ୍କର ନିଷ୍ପତ୍ତି ବଦଳାଇବାକୁ ଲାଞ୍ଚ ନିଅନ୍ତି ନାହିଁ।
ଆମ୍ଭମାନେେ ରାଜାଙ୍କୁ କହିବାକୁ ଗ୍ଭହୁଁ ଯେ, ଯେଉଁ ୟିହୁଦୀଯ ଲୋକମାନଙ୍କୁ ଆପଣ ପଠାଇ ଥିଲେ ସମାନେେ ୟିରୁଶାଲମକୁ ଆମ୍ଭମାନଙ୍କ ପାଖକୁ ଆସିଛନ୍ତି। ସମାନେେ ସହେି ବିଦ୍ରୋହୀ ଏବଂ ଦୁଷ୍ଟନଗର ନିର୍ମାଣ କରୁଛନ୍ତି। ସମାନେେ ପ୍ରାଚୀର ପୁନଃନିର୍ମାଣ ସମାପ୍ତ କରି ଭିତ୍ତିମୂଳର ମରାମତି କରିଛନ୍ତି।
ଆଉ ଆମ୍ଭମାନଙ୍କ ପାପ ହତେୁ ତୁମ୍ଭେ ଯେଉଁ ରାଜଗଣଙ୍କୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସମାନଙ୍କେ ପ୍ରତି ସହେି ଦେଶ ପ୍ରଚୁର ଫଳ ଉତ୍ସର୍ଗ କରୁଅଛି। ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସମାନଙ୍କେର ସ୍ବଚ୍ଛାମତ କ୍ଷମତା ଅଛି। ଆଉ ଆମ୍ଭମାନେେ ମହା କ୍ଲେଶ ରେ ଅଛୁ।
ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ଯା କହନ୍ତି। ପ୍ରେତ୍ୟକକ ମଣିଷ ଆଜି ଚାଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ଯା କଥାରେ ଭୁଲାଇ କହନ୍ତି।
ମାରେ ଶତ୍ରୁ ତା'ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା'ର ପ୍ରତିଜ୍ଞା ଭଂଗ କରେ। ତା'ର କଥାଗୁଡ଼ିକ ଲବଣୀ ତୁଲ୍ଯ ଚିକ୍କଣ। କିନ୍ତୁ ତା ହୃଦଯରେ ଘୃଣା ଅଛି। ତା'ର କଥାଗୁଡ଼ିକ ତଲେ ସଦୃଶ ଦିଛିଳ, କିନ୍ତୁ ସଗେୁଡ଼ିକ ଧାରୁଆ ଖଡ୍ଗ ତୁଲ୍ଯ କାଟନ୍ତି।
ହେ ସଦାପ୍ରଭୁ, ମାେ ବିଷଯରେ ମିଥ୍ଯା କହୁଥିବା ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସମାନେେ ଯେଉଁ କଥାସବୁ କହୁଥିଲେ, ତାହାସବୁ ସତ୍ଯ ନ ଥିଲା।
ଅନୁରାଗୀ କଥା ଓ ମନ୍ଦ ହୃଦଯ ରୂପା ଖାଦ ରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ଯ ଅଟେ।
ମାରେ ପ୍ରଭୁ ସଦାପ୍ରଭୁ ମାେତେ ସାହାୟ୍ଯ କରିବେ ; ତେଣୁ ସମାନଙ୍କେର ଅପମାନ ମାେତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମାରେ ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହବେି ନାହିଁ।