Home Bibles ☰ Books ମାର୍କଲିଖିତ ସୁସମାଚାର 12:5 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 12:5 · ଓଡ଼ିଆ ବାଇବେଲ

ତା'ପରେ ସେ ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଚାକରଟିକୁ ଜୀବନ ରେ ମାରି ଦେଲେ। ସେ ଲୋକଟି ଆଉ ଅଧିକ ଚାକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତକଙ୍କେୁ ପିଟିଲେ ଓ ଅନ୍ୟ କେତଙ୍କେୁ ଜୀବନ ରେ ମାରି ଦେଲେ।

Cross references

ନିହିମିୟା 9:30

ତଥାପି ବହୁବର୍ଷ ପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ସହ୍ଯ କଲ ଓ ଆପଣା ଆତ୍ମାଦ୍ବାରା ଆପଣା ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭେ ସତର୍କ କଲ। ମାତ୍ର ସମାନେେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସମାନଙ୍କେୁ ଅନ୍ୟ ଦେଶୀଯ ଗୋଷ୍ଠୀ ହସ୍ତ ରେ ସମର୍ପଣ କଲ।

ଯିରିମିୟ 7:25

ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ୟ୍ଯନ୍ତ ଆମ୍ଭେ ଆମ୍ଭର ସମସ୍ତ ଦାସ ଭବିଷ୍ଯଦବକ୍ତାମାନଙ୍କୁ ପଠାଇବା ନିମନ୍ତେ ଦିନେ ଛଡ଼ା ଦିନେ ଉଠି ତୁମ୍ଭମାନଙ୍କ ପାଖକୁ ସମାନଙ୍କେୁ ପାଇଅଛୁ।

ମାଥିଉଲିଖିତ ସୁସମାଚାର 5:12

ତେଣୁ ଖୁସି ହାଇେ ଆନନ୍ଦ କର। କାରଣ ସ୍ବର୍ଗ ରେ ତୁମ୍ଭମାନେେ ଏକ ମହତ୍ ପୁରସ୍କାର ପାଇବ। ତାମ୍ଭର ପୂର୍ବବର୍ତ୍ତୀ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଲୋକମାନେ ଏହି ଭଳି ଯାତନା ଦଇେଥିଲେ।

ମାଥିଉଲିଖିତ ସୁସମାଚାର 21:35

କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।

ମାଥିଉଲିଖିତ ସୁସମାଚାର 22:6

ଆଉ କେତକେ ଲୋକ ଚ଼ାକରମାନଙ୍କୁ ଧରି ନଇେ ପିଟାପିଟି କଲେ ଓ ସମାନଙ୍କେୁ ମାରି ଦେଲେ।

ମାଥିଉଲିଖିତ ସୁସମାଚାର 23:37

ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।

ମାର୍କଲିଖିତ ସୁସମାଚାର 9:13

ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଚାହିଁଛନ୍ତି ତାହାଙ୍କ ପ୍ରତି ସଭେଳି ଖରାପ ବ୍ଯବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ଯବହାର କରାୟିବ ବୋଲି ଶାସ୍ତ୍ର ରେ ଲଖାେ ଅଛି।

ଲୂକଲିଖିତ ସୁସମାଚାର 6:22

ମନୁଷ୍ଯମାନଙ୍କ ୟୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସମାନେେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କ ବିଷୟ ରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ଯ କରି ଦବେେ, ଯେତବେେଳେ ଏହା ଘଟିବ, ତୁମ୍ଭେ ଧନ୍ଯ ହବେ।

ଲୂକଲିଖିତ ସୁସମାଚାର 6:36

ତୁମ୍ଭମାନଙ୍କର ପରମପିତା ଯେଉଁଭଳି ତୁମ୍ଭମାନଙ୍କୁ ପ୍ ରମେ ଦଖାେନ୍ତି ଓ ଦୟା କରନ୍ତି, ତୁମ୍ଭମାନେେ ମଧ୍ଯ, ସହେିଭଳି ଅନ୍ୟମାନଙ୍କୁ ଦୟା ଦଖାେଅ ଓ ପ୍ ରମେ କର।

Interlinear

Choose Theme